Posted inଜାତୀୟ

ଆଫ୍ରିକାନ୍‌ ସ୍ବାଇନ୍‌ ଫିଭରରେ ମଲେଣି ୧୫ ହଜାର ଘୁଷୁରି

ଗୁଆହାଟୀ,୧୫।୫: ଆସାମରେ ଦେଖାଦେଇଛି ଆଫ୍ରିକାନ୍‌ ସ୍ବାଇନ୍‌ ଫିଭର(ଏଏସ୍‌ଏଫ୍‌)। ଏଥିରେ ୧୫ ହଜାର ଘୁଷୁରି ମଲେଣି। ୩୩ ଜିଲାରୁ ୧୦ ଜିଲାରେ ଏହି ରୋଗ ମାଡ଼ିଚାଲିଛି। ଏହାର ନିରାକରଣ ଲାଗି ରାଜ୍ୟ ସରକାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। କେନ୍ଦ୍ର ସମସ୍ତ ସହାୟତା କରିବାକୁ ପ୍ରତିଶ୍ରୁତି ଦେଇଥିବା ରାଜ୍ୟ କୃଷି ଓ ପଶୁପାଳନ ମନ୍ତ୍ରୀ ଅତୁଲ ବୋରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୧,୪୦୬ରୁ ଅଧିକ ନୂଆ ଆକ୍ରାନ୍ତ, ୮୩୬ ମୃତ

ନୂଆଦିଲ୍ଲୀ,୨୪।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୪୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଗୋଗୋଇଙ୍କ ବିରୋଧରେ ତଦନ୍ତ ଆବେଦନ ଖାରଜ

ନୂଆଦିଲ୍ଲୀ, ୨୨।୮(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ସୁପ୍ରିମକୋର୍ଟର ବିଚାରପତି ଥିବାବେଳେ ତାଙ୍କ ବ୍ୟବହାରର ତଦନ୍ତ ଲାଗି ତିନିଜଣିଆ ବିଚାରପତି କମିଟି...

ମହାରାଷ୍ଟ୍ରରେ ଆଉ ୯୧ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୩୧।୫: କରୋନା ଭାଇରସ ମହାରାଷ୍ଟ୍ର ପୋଲିସର ଚିନ୍ତା ବଢାଇ ଚାଲିଛି। ଏହି କରୋନା ଯୋଦ୍ଧା ଏବେ ସଙ୍କଟରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧...

ଅଧାରାତିରେ ଥରିଲା ମିଜୋରାମ

ଆଇଜଲ, ୨୫।୬: ମିଜୋରାମରେ ବୁଧବାର ବିଳମ୍ବିତ ରାତ୍ରରେ ଭୂକମ୍ପ ଅନୁଭୁତ ହୋଇଛି। ରାତ୍ର ୧ଟା ୧୪ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା...

ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ, କମ୍ୟୁନିଟି କିଚେନ ଯୋଜନା ନେଇ କେନ୍ଦ୍ରକୁ ଶେଷ ଚେତାବନୀ…

ନୂଆଦିଲ୍ଲୀ,୧୬।୧୧: ଏକ ସମାଜ ମଙ୍ଗଳ ରାଷ୍ଟ୍ରରେ ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କମ୍ୟୁନିଟି କିଚେନ ଯୋଜନା ନେଇ...

ଆଜମଙ୍କ ଘର ଗେଟ୍‌ରେ ଲାଗିଛି ୮୦ରୁ ଊର୍ଦ୍ଧ୍ୱ ମାମଲାର ନୋଟିସ

ରାମପୁର,୨୪।୯: ଉତ୍ତରପ୍ରଦେଶ ରାମପୁରସ୍ଥିତ ସମାଜବାଦୀ ପାର୍ଟି(ଏସ୍‌ପି)ର ଏମ୍‌ପି ଆଜମ ଖାନଙ୍କ ବାସଭବନର ମୁଖ୍ୟ ଗେଟ ସମ୍ମୁଖରେ ୮୦ରୁ ଊର୍ଦ୍ଧ୍ୱ ମାମଲାରେ କୋର୍ଟଙ୍କ ନୋଟିସ ଲାଗିଥିବା ଦେଖିବାକୁ...

ରେକର୍ଡ ହେଲା ଆର୍ଯ୍ୟନଙ୍କ ବୟାନ

ନୂଆଦିଲ୍ଲୀ,୧୨।୧୧: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ବୟାନ ରେକର୍ଡ କରିଛି ନାର୍କୋଟିକ୍‌ ଏଜେନ୍ସିର ଦିଲ୍ଲୀ ୟୁନିଟ୍‌। ପୂର୍ବରୁ...

ପାଓ୍ବାର, ଅବ୍‌ଦୁଲ୍ଲାଙ୍କ ସହ ସୋନିଆଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର କେତେଜଣ ବରିଷ୍ଠ ବିରୋଧୀ ନେତାଙ୍କୁ ଭେଟି ପାର୍ଲାମେଣ୍ଟର ଶୀତ ଅଧିବେଶନ ଲାଗି ମିଳିତ ରଣନୀତି ବାହାର କରିବା...

Advertisement
Archives

Model This Week