Posted inଜାତୀୟ

ଆବଶ୍ୟକ ନ ଥିଲେ ମାସ୍କ ପିନ୍ଧନ୍ତୁ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୮।୩: କରୋନା ଭାଇରସ ଏବେ ଭାରତରେ ତା’ର କାୟା ବିସ୍ତାର ଆରମ୍ଭ କରିଥିବା ବେଳେ ରବିବାର ସୁଦ୍ଧା ଭାରତରେ ୩୯ ଜଣ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ସମସ୍ତଙ୍କ ମନରେ ଭୟ ସୃଷ୍ଟି ହୋଇଛି। ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, କରୋନା ଭାଇରସକୁ ନେଉ କେହି ଭୟଭିତ ହୁଅନ୍ତୁ ନାହିଁ। ଡାକ୍ତରଙ୍କ ବିନା ପରାମର୍ଶରେ ମାସ୍କ ପିନ୍ଧୁନ୍ତୁ ନାହିଁ। ଦିଲ୍ଲୀର ପ୍ରାୟ ୨୫ଟି ସ୍ଥାନରେ କରୋନା ଭାଇରସ ଚେକିଂ ବ୍ୟବସ୍ଥା କରାଯାଇଛି। ଏହାସହ ମୋଟ୍ରୋ ଓ ବସ୍‌ରେ ସ୍ବଚ୍ଛତାକୁ ବିଶେଷ ଦୃଷ୍ଟି ଦିଆଯାଉଛି ବୋଲି କେଜରିଓ୍ବାଲ କହିଛନ୍ତି। ତେଣୁ ଏସବୁ ବ୍ୟବହାର କରିବାକୁ ହେଲେ ଭୟ କରିବାର ନାହିଁ। ଦିଲ୍ଲୀରେ ଯେଉଁ ୩ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି ସେମାନଙ୍କୁ ଆଇସୋଲେଶନ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଉଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri