Posted inଜାତୀୟ

ଆବଶ୍ୟକ ସଦସ୍ୟ ନ ଥାଇ ବି ସରକାରଙ୍କୁ ଜଗିବେ ସୋନିଆ: ସଂସଦୀୟ ଦଳ ନେତ୍ରୀ ନିର୍ବାଚିତ

ନୂଆଦିଲ୍ଲୀ,୧।୬: କଂଗ୍ରେସର ସଂସଦୀୟ ଦଳ ନେତ୍ରୀ ଭାବେ ପୁଣି ଥରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିର୍ବାଚିତ ହୋଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଶନିବାର ପୂର୍ବାହ୍ନରେ ବସିଥିବା ବୈଠକରେ କଂଗ୍ରେସ ସଦସ୍ୟ ଯୋଗଦେଇ ସୋନିଆଙ୍କ ହାତରେ ପୁଣିଥରେ ସରକାରଙ୍କୁ ଜଗିବା ଦାୟିତ୍ୱ ଦେଇଛନ୍ତି। ସୂଚନାଯୋଗ୍ୟ, ସଂସଦରେ ବିପକ୍ଷ ଆସନରେ ବସିବା ପାଇଁ ୫୫ ଜଣ ସଦସ୍ୟଙ୍କ ଆବଶ୍ୟକତା ରହିଥିବାବେଳେ କଂଗ୍ରେସ ପାଖରେ ୫୨ ଜଣ ସଦସ୍ୟ ଅଛନ୍ତି। ତେବେ ଭାଜପା ପରେ କଂଗ୍ରେସ ଦ୍ୱିତୀୟ ବୃହତ୍ତମ ଦଳ ରହିଛି। ୨୦୧୪ରେ ମଧ୍ୟ କଂଗ୍ରେସ ପାଖରେ ୪୪ ସଦସ୍ୟ ଥିଲେ। ଆବଶ୍ୟକ ସଂଖ୍ୟାଠାରୁ ୧୧ କମ୍‌ ଥିଲେ ମଧ୍ୟ କଂଗ୍ରେସ ବିପକ୍ଷ ଆସନରେ ବସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ୨୫ ରାଜ୍ୟର ୧୯୭ ଜିଲାରେ ଆପ୍ରେଣ୍ଟିଶିପ ମେଳା…

ନୂଆଦିଲ୍ଲୀ,୧୧।୧୨ : ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗକୁ ଉତ୍ସାହିତ କରିବା ପାଇଁ ଜାତୀୟ ଦକ୍ଷତା ବିକାଶ ଯୋଜନା ଅଧୀନରେ, ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ...

ମନ୍ଦିର ପାଇଁ ଅଢେଇ କୋଟିର ଜମି ଦାନ କଲେ ମୁସଲମାନ ପରିବାର

ପାଟନା,୨୨ ।୩: ବିହାରର ଏକ ମୁସଲମାନ ପରିବାର ଭାଇଚାରାର ଏକ ଅନନ୍ୟ ଉଦାହରଣ ପାଲଟିଛନ୍ତି । ରାଜ୍ୟର ପୂର୍ବ ଚମ୍ପାରନ ଜିଲାର କୈଥବଲିୟା ଅଞ୍ଚଳରେ ନିର୍ମାଣ...

ସରକାର ଭାଙ୍ଗିବାକୁ ଚକ୍ରାନ୍ତ

ଜୟପୁର,୧୨ା୭(ପି.ଟି.): କରୋନା ମହାମାରୀ ଜନିତ ସଙ୍କଟ ସମୟରେ ରାଜସ୍ଥାନ ସରକାର ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର ଚଳାଇଛି। ରାଜ୍ୟରେ କ୍ଷମତାସୀନ ସରକାରର ପତନ ପାଇଁ ଭାଜପା...

ଚିନ୍ତା ବଢାଇଲାଣି ତ୍ରିପୁରା: ୯୦ରୁ ଅଧିକ ଡେଲ୍ଟା ପ୍ଲସ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ

ଅଗରତାଲା,୧୦ ।୭: ତ୍ରିପୁରାରୁ ପଶ୍ଚିମବଙ୍ଗକୁ ଜିନୋମ ସିକ୍ୱେନସିଂ ପାଇଁ ପଠାଯାଇଥିବା ୧୫୧ ସାମ୍ପଲ ମଧ୍ୟରୁ ୯୦ରୁ ଅଧିକ ପଜିଟିଭ ରହିଥିବା ବେଳେ ଏମାନେ ସମସ୍ତେ ଡେଲ୍ଟା...

୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ...

ପନ୍ତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଷ୍ଟାର କ୍ରିକେଟର ଋଷଭ ପନ୍ତ ଶୁକ୍ରବାର ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହି ଦୁର୍ଘଟଣା ହରିଦ୍ୱାରା ଜିଲାର ମଙ୍ଗଲୋରରେ ଘଟିଛି। ଶୁକ୍ରବାର...

୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା

ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

୫୧ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ...

Advertisement
Archives

Model This Week