ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)-
କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ବୌଦ୍ଧ ଜିଲା ସଦର ବ୍ଲକରେ ଇ ଯୋଜନା ବାଟ୍‌ବନା ହେଇଥିବାର ଅଭିଯୋଗ ହେଉଛେ।
ସୂଚନା ଅନ୍‌ସାରେ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଁଚେତ୍‌ ମନ୍ଦିର ସାହିର ଶମ୍ଭୁ ନାଏକକଁର ଝି’ ବାସନ୍ତୀ ନାଏକ(୩୮)। ଆଏଜ୍‌କେ ୨୦ ବଛର ତଲେ ସେ ଇ ପଁଚେତ୍‌ ଅଧୀନ ଡୁମ୍ବୁରିବେଡ଼ା ଗଁାରେ ବିହା ହେଇଥିଲେ। ବିହାର ମାସକେତେ ଉତାରୁ ବାସନ୍ତୀକଁର ମାନ୍‌ସିକ ଥିତି ଠିକ୍‌ ନାଇଁ ରହିଲା। ଏନ୍‌ତାଥି ପରିବାର ତରଫୁ ସମାଜର ବଇଠକ୍‌ ଡାକି ବାସନ୍ତୀକଁର ଛାଡ଼ପତର କରାଯାଇଥିଲା। ସେ ଦିନ୍‌ଠାନୁ ଆଏଜ୍‌କେ ୧୮ ବଛର ହେଲା ବାସନ୍ତୀ ବାପ୍‌ ଘରେ ଆଶ୍‌ରେ ନେଇଛନ୍‌। ମାନ୍‌ସିକ ଥିତି ବିଗିଡ଼ି ଯିବାର ଲାଗି ଏହେଦେ ବାସନ୍ତୀ ଦିବ୍ୟାଙ୍ଗ ଜୀବନ୍‌ ବିତଉଛନ୍‌। ଇଆଡ଼େ ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଶମ୍ଭୁ କୁଲିମଜୁରି କରି କୁଟୁମ୍‌ ପୁଷୁଛନ୍‌। ପରିବାରକେ ସରକାରୀ ଯୋଜନାରେ ମାସିକ ୧୫ କେ.ଜି. ଚାଉଲ ଆର ୧୫ଶହ ଟଁକା ଭତା ମିଲୁଛେ। ହେଲେ ଶମ୍ଭୁ ଦିବ୍ୟାଙ୍ଗ ଝି’କେ ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଥାନୀଅ ସରପଁଚ୍‌ନୁ ବିଡିଓ ତକ୍‌ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ବୌଦ୍ଧ ବିଡିଓ ସନ୍ତୋଷ କୁମାର ଜାନୀକୁଁ ପଚ୍‌ରାଲାରୁ ଯଦି ଓ୍ବେଟିଂ ଲିଷ୍ଟରେ ତାକର ନଁା ଥିବା ତାହାକୁ ଘର ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଐତିହାସିକ ପତିରାଜପୁର ମେଳା: ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ସୋର, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକର ଐତିହାସିକ ପତିରାଜପୁର ଦୋଳମେଳନ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଣରେ ସୋମବାର ରାତିରେ ଆରମ୍ଭ ହୋଇଛି।...

ଭୁଲ୍‌ ଇଞ୍ଜେକ୍‌ସନ ନେଲା ନାବାଳିକାଙ୍କ ଜୀବନ, ଅଭିଯୋଗ ଆଣିଲେ ପରିବାର ଲୋକେ

ଝାରସୁଗୁଡ଼ା ଅଫିସ,୧୬ା୬: ଡାକ୍ତରଙ୍କ ଭୁଲ୍‌ ଇଞ୍ଜେକସନ ଯୋଗୁ ଜଣେ ନାବାଳିକାଙ୍କ ଜୀବନ ଯାଇଛି। ଏନେଇ ଅଭିଯୋଗ ଆଣିଛନ୍ତି ମୃତ ଝିଅର ମାଆ। ଡାକ୍ତରଙ୍କ ବିରୋଧରେ କଠୋର...

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିର କୁପ୍ରଭାବ ଯୋଗୁ ସଙ୍କଟରେ ସୁନ୍ଦରଗଡ଼ ଜିଲାର ଷ୍ଟିଲ୍‌ ଶିଳ୍ପ

ରାଉରକେଲା ଅଫିସ, ୧୩।୨-ଷ୍ଟିଲ ଉତ୍ପାଦନ କରୁଥିବା ସହର ଭାବେ ରାଉରକେଲା ବେଶ୍‌ ପରିଚିତ। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲାରେ ଛୋଟବଡ଼ ଷ୍ଟିଲ ଶିଳ୍ପ କାରଖାନା ଗଢିଉଠିଛି।...

ମାଓବାଦୀପ୍ରବଣ, ସୀମାନ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ନଜର

ଛତ୍ରପୁର,୧୮ା୪(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଗୁରୁବାର  ଦ୍ୱିତୀୟ ପର୍ଯ୍ୟାୟରେ ଆସିକା ଲୋକ ସଭା ଆସନ ଓ ଏହା ଅଧୀନରେ ଥିବା ଆସିକା, କବିସୂର୍ଯ୍ୟନଗର, ସୋରଡା, ସାନଖେମୁଣ୍ଡି, ହିଞ୍ଜିଳି,...

ଚାଷୀଙ୍କୁ ନେଇ ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଚାଷୀ ଓ ଚାଷକ୍‌ୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଟଣା ଓଟରା ଲାଗିଛି। କେନ୍ଦ୍ର ସରକାର ଚାଉଳ ସଂଗ୍ରହ ନୀତିରେ ପରିବର୍ତ୍ତନ କରିବା...

ଠକେଇ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କୁ ୬ ମାସ ଜେଲ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଏସ୍‌ଡିଜେଏମ୍‌ (ଉପଖଣ୍ଡ ନ୍ୟାୟାଧିକାରୀ) ସଦ୍ୟସ୍ନାତା ପତି ୨୨ ଲକ୍ଷ ୬୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଜଣେ ଶିକ୍ଷୟିତ୍ରୀଙ୍କୁ ୬ ମାସ...

ଜୀବିକା ଉପରେ କରୋନା ପାହାର: ସଙ୍କଟରେ ପଥର ଶିଳ୍ପୀ

କେନ୍ଦୁଝର, ୧୭ା୫ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସମଗ୍ର ଦେଶରେ ଏବେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କାମଧନ୍ଦା ସବୁ ଠପ୍‌ ହୋଇଯିବାରୁ ଶ୍ରମିକ, କାରିଗର...

ଖରିଫ ଚାଷୀଙ୍କ ଦୁଃଖ ଚିଙ୍ଗୁଡ଼ି ଘେରି

କେନ୍ଦ୍ରାପଡ଼ା ଅଫିସ,୧୨।୧୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା, ରାଜନଗର ଓ ରାଜକନିକା ବ୍ଲକରେ ଗତ ୪ରୁ ୬ ତାରିଖ ମଧ୍ୟରେ ୪୭୭ ମିଲିମିଟର ବର୍ଷା ହୋଇଛି ।...

Advertisement
Archives

Model This Week