ଆବାସ ଯୋଜନା ପାଇଁ କଲ ସେଣ୍ଟର

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଏଣିକି ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନା ପାଇଁ କଲ ସେଣ୍ଟର ପ୍ରତିଷ୍ଠାହେବ। ପ୍ରତି ଜିଲାରେ କଲ ସେଣ୍ଟର ପ୍ରତିଷ୍ଠା କରାଯିବ ବୋଲି ବିଭାଗୀୟ ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ମିଳିଛି। ଏ ନେଇ ସବୁ ଜିଲାର ପିଡି ଡିଆର୍‌ଡିଏଙ୍କୁ ବିଭାଗୀୟ ନିର୍ଦ୍ଦେଶକଙ୍କ ପକ୍ଷରୁ ଚିଠି ଲେଖାଯାଇଛି। ହିତାଧିକାରୀଙ୍କୁ ଯାବତୀୟ ସୁବିଧା ଦେବାକୁ ଏହି କଲ ସେଣ୍ଟର କରାଯାଇଛି। ଦୈନିକ କଲ୍‌ ସେଣ୍ଟରରୁ ହିତାଧିକାରୀଙ୍କ ନିକଟରୁ ଟେଲିଫୋନ୍‌ ଯିବ। କେହି ହଇରାଣ କରୁଛନ୍ତି କି, କେହି ଟଙ୍କା ମାଗୁଛନ୍ତି କି ବୋଲି କର୍ମଚାରୀମାନେ ପଚାରିବେ। ଦୈନିକ ଅତି କମ୍‌ରେ ୫୦ଟି ଟେଲିଫୋନ କଲ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଚିହ୍ନଟ ହେଲେ ୨୪୫ ଆକ୍ରାନ୍ତ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୪ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୧ ଲୋକାଲ କେସ୍‌...

ଆଜି ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର, ୨ା୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଜୁଲାଇ ୨ରୁ ଅଗଷ୍ଟ ୪ ଯାଏ ଚାଲିବ। ଏଥିରେ ମୋଟ ୨୪ଟି...

ଚଳଚ୍ଚିତ୍ର ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ଇଡିର ଜେରା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାରର ଚେର କେଉଁଆଡ଼େ ଲମ୍ବିଛି ତାହାର ଖୋଳତାଡ଼ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)।...

ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ...

ଆଜି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ: ମନୋବଳ ଆଗରେ ହାର ମାନିଛି ଅକ୍ଷମତା

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ୩୧ ବର୍ଷୀୟ ମିଥିଲେଶ୍‌ ପଟ୍ଟନାୟକ। ଓଡ଼ିଶୀ ନୃତ୍ୟ ଜଗତର ଜଣେ ପରିଚିତ ଚେହେରା। ଅନ୍ୟମାନଙ୍କ ଭଳି ଶାରୀରିକ ଓ ମାନସିକଭାବେ ସେ ସାଧାରଣ ନୁହନ୍ତି।...

ପ୍ରେକ୍ଷାଳୟରୁ ମୁହଁ ଫେରାଉଛନ୍ତି ଦର୍ଶକ

ଭୁବନେଶ୍ୱର,୮।୧୨ (ବ୍ୟୁରୋ):ମନୋରଞ୍ଜନର ଅନ୍ୟତମ ମାଧ୍ୟମ ହେଉଛି ସିନେମା। ଟେଲିଭିଜନ ମାଧ୍ୟମରେ ଯେତେ ଚଳଚ୍ଚିତ୍ର ଦେଖିଲେ ବି ହଲ୍‌ରେ ବସି ଦେଖିବାର ମଜା ନିଆରା। ତେବେ କରୋନା...

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ...

ନୂଆପଡ଼ାରେ ଢୋଲକିଆ, ଖଡ଼ିଆଳରେ ଅଧିରାଜ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗରେ ଅଛନ୍ତି। ଢୋଲକିଆ ୨୬୪୮୮ ଭୋଟ...

Advertisement
Archives

Model This Week