ଆବାସ ଯୋଜନା ବାଟବନା:ପଲିଥିନ୍‌ ଢପା ଭଂଗା ଘରେ ଗରିବ ପରିବାର

ଖପ୍ରାଖୋଲ, ୨୮ା୬(ଡି.ଏନ.ଏ.): ଗରବ୍‌ ଦୁଖି ପରିବାର ଲାଗି ମୁଡ଼ ଗୁଁଜ୍‌ବାକେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକାଘର, ଇନ୍ଦିରା ଆବାସ, ମୋ କୁଡ଼ିଆ ଲେଖେଁ ଅନେକ ଆବାସ ଯୋଜନା କାଯ୍‌କାରୀ ହେଉଛେ। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ସହାଜପାଣି ପଁଚେତ୍‌ ଅଧୀନ ଫୁଲକିମୁଣ୍ଡା ଗାଁର ଦୁର୍ଯ୍ୟୋଧନ ସୁନାକଁର ଲାଗି ସତେ ଯେନ୍‌ତା ଇ ସବୁ ଯୋଜନା ଅପହଁଚ୍‌ ହେଇ ରହିଛେ। ପରିବାର କହିଲେ ମାଏକିନା ଆର ଗୁଟେ ବଲି ପୁଓ। ଦୁର୍ଯ୍ୟୋଧନ କୁଲିମଜୁରି, ଦାଦନ ଯାଇ ନିଜର କୁଟୁମ ପୁଷୁଛନ୍‌। ପଲିଥିନ, ତାଲବର୍‌ଡା ଢପା ହେଇଥିବାର ଦରଭଂଗା ଘର। ସରକାରୀ ଯୋଜନାରେ ଘର ଖଁଡ଼େ ପାଏବାର ଲାଗି ଦୁର୍ଯ୍ୟୋଧନ ଅନେକ ଥର ପଁଚେତ୍‌ ଆର ବ୍ଲକ ପରଶାସନକେ ଗୁହାରି କରି ନିରାଶ ହେଇଛନ୍‌। ଯଦି ଏନ୍‌ତା ଦୁଖି ଦରିଦିରିଆ ପରିବାରକେ ଆବାସ ଯୋଜନାରେ ସାମିଲ ନାଇଁ କରାଯିବାର, ତ ଯୋଜନା କାହାର ଲାଗି। ଇ ବାବ୍‌ଦେ ଖପ୍ରାଖୋଲ ବିଡିଓ ତରଣୀ ସୁନାକୁଁ ପଚରାଲାରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଏବାକେ ହେଲେ ପହେଲା ତାଲିକାରେ ନଁା ନାଇଁଥିଲେ ନୂଅଁା ଫର୍ମରେ ସାମିଲ ଲାଗି ଦୁର୍ଯ୍ୟୋଧନ ଆବେଦନ କରିପାରବେ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri