ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ଦୁଇ ଗରିବ୍‌ ପରିବାର

 

ଜମନକିରା, ୧୧।୨ (ଡି.ଏନ୍‌.ଏ.)-
କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଅନେକ୍‌ ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଆଶ୍‌ରେ ଦରକାରୀ କାଗଜପତର ଧରି ପଁଚେତ୍‌ନୁ ବ୍ଲକ ତକ୍‌ ନରଦି ନରଦି ନିହାଲ ହେଇଯାଉଛନ୍‌। ହେଲେ ସେମାନକର କଥା କେହି ନାଇଁ ଶୁନୁଥିବାର ଅଭିଯୋଗ ହେଉଛେ। ଆଗରୁ ସରକାରୀ ଯୋଜନାର ସଫଲତା ଲାଗି ଜମନକିରା ବ୍ଲକକେ ରାଏଜ ସରକାର ପୁରସ୍‌କାର ଦେଇଥିଲେ। ହେଲେ ଏହେଦେ ଇ ବ୍ଲକରେ ଆବାସ ଯୋଜନା ବାଟ୍‌ବନା ହେଇଥିବାର ଅଭିଯୋଗ ହେଉଛେ।
ସୂଚନା ଅନ୍‌ସାରେ ବ୍ଲକ ସଦରନୁ ୫ କି.ମି. ଦୂରେ ରହିଛେ ଛେମୁଣ୍ଡା ଗଁା। ଇ ଗଁାର ଗଜପତି ସାମଲ। ପରିବାର କହେଲେ ଦୁଇ ଝି’ ମୋନିକା ଆର ଶିବାନୀକେ ନେଇ ସଁସାର। ବଛର କେତେ ତଲେ ତାକର ମାଏକିନା ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ଗଜପତି ନିଜର ଦୁଇ ଝି’ର ସଂଗେ ଗୁଟେ ଝାଟିମାଟିର କୁରିଆରେ ମୁଡ଼ ଗୁଁଜିଛନ୍‌। ସେ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ପଁଚେତ୍‌ନୁ ବ୍ଲକ ତକ୍‌ ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ସେନ୍‌ତା ଗଁାର ଶଙ୍କର ଶବର। ପରିବାର କହେଲେ ମାଏକିନା ପ୍ରତିମା ଆର ୪ ଝି’ପୁଓକୁଁ ନେଇ ସଁସାର। ଶଙ୍କର ଝନେ ନିହାତି ଗରିବ୍‌ ଲୋକ୍‌। ସେ ଟ୍ରାକ୍ଟର ଡ୍ରାଇଭର ହିସାବେ ଯାହା ରୁଜଗାର କରୁଛନ୍‌ ସେଥ୍‌ରେ ତାକର ପରିବାର ଚଲୁଛେ। ହେଲେ ସେଟା ପରିବାରର ପେଟ୍‌କେ ଅଁଟ୍‌ଲେ ଦିହିକେ ନାଇଁ। ଏନ୍‌ତାଥି ସେ ଭଲ ଘରଖଁଡ଼େ କରି ନାଇଁପାରବାର। ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ଶଙ୍କର ଥାନୀଅ ପରଶାସନକେ ବାରବାର ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ଜମନକିରା ପଁଚେତ୍‌ ନିର୍ବାହୀ ଅଧ୍‌କାରୀ କ୍ଷୀରୋଦଚନ୍ଦ୍ର ଖାଡ଼ିଆ, ବିଡିଓ ଅଜୟ ତିଓ୍ବାରୀ ଆର ପଁଚେତ୍‌ ସମିତି ଅଧ୍ୟକ୍ଷ ଅରୁଣ କୁମାର ନାଏକକୁଁ ପଚ୍‌ରାଲାରୁ ଆଏବାର ଦିନେ ଇ ଦୁଇ ଗରିବ୍‌ ପରିବାରକେ ଆବାସ ଯୋଜନାରେ ସାମିଲ କରାଯିବା ବଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ଅଭିନବ ପ୍ରତିବାଦ: ଖୁଚୁରା ଧାନ ବିକିଲେ ଚାଷୀ

ସମ୍ବଲପୁର,୧୬।୧୨(ପ୍ରମୋଦ ବହିଦାର): ଧାନ ବିକ୍ରି ପାଇଁ ଚାଷୀଙ୍କୁ ଟୋକନ ମିଳିବା ସମସ୍ୟାକୁ ନେଇ ମଙ୍ଗଳବାର ସମ୍ବଲପୁରଠାରେ ଚାଷୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଚାଷୀମାନେ ପ୍ରଥମେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ

ସମ୍ବଲପୁର,୪ା୧୨: ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା...

ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…

ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ...

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍‌ ‘ଏ’ ମାନ୍ୟତା

ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ...

ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି...

ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri