ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ କାର୍ଯ୍ୟାଳୟକୁ ସେମାନଙ୍କୁ ଆଣିବା ଠିକ୍‌ ହୋଇନାହିଁ। ରାଜନୀତିରେ ଏମିତି ଉଚିତ୍‌ ନୁହେଁ, ଗୁଣ୍ଡା ଶାସନକୁ ବରଦାସ୍ତ କରିବୁ ନାହିଁ। ଆମକୁ କ’ଣ ବାଉନ୍ସର ବଳିଯିବେ। ଆମେ ଡାକିଲେ ୫ ହଜାର ଲୋକ ଆସିବେ, ବାଉନ୍ସର କ’ଣ କରିବେ ବୋଲି ସେ କହିଛନ୍ତି।

ସେହିଭଳି କଂଗ୍ରେସକୁ ଏବେ ନୂଆ ହିରୋ ଦରକାର। ପୁରୁଣାଲୋକ ଡାଇରେକ୍ଟର ହୁଅନ୍ତୁ, ନୂଆଙ୍କୁ ହିରୋ କରି ଛାଡ଼ନ୍ତୁ।
ଏମିତି କଲେ କଂଗ୍ରେସ ଆଗେଇବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନ ଖରାପ ହେବା ନେଇ ସମୀକ୍ଷା ବୈଠକରେ ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଥିଲା। ପୂର୍ବତନ ଛାତ୍ର କଂଗ୍ରେସ ପୂର୍ବତନ ଆବାହକ ଇତିଶ ପ୍ରଧାନ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ। ଦଳୀୟ କାର୍ଯ୍ୟାଳୟରେ ଏଭଳି ପରିସ୍ଥିତି ଲାଗି ରହିଥିବାବେଳେ ବାଉନ୍ସରଙ୍କୁ ଆସି ଜଗିବାର ଚିତ୍ର ଲକ୍ଷ୍ୟ କରାଯାଇଥିଲା। ନିରଞ୍ଜନଙ୍କ ସୁରକ୍ଷା ପାଇଁ ସେମାନଙ୍କୁ ଡକାଯାଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri