ଆମାଜନରେ ବିକ୍ରି ହେଉଛି ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ;ଜୋର ଧରିଲା ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭-୫: ଅନ୍‌ଲାଇନ ସପିଂ ପ୍ଲାଟଫର୍ମ ଆମାଜନରେ ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ ବିକ୍ରି ହେବାକୁ ନେଇ ଦେଶରେ ବିରୋଧ ଆରମ୍ଭ ହୋଇଯାଇଛି। ଏହାକୁ ନେଇ ସୋସିଆଲ ମିଡିଆରେ କମ୍ପାନୀକୁ ବଏକଟ କରିବାକୁ ଆହ୍ବାନ ଦିଆଯାଉଛି। ଟୁଇଟରରେ #ବଏକଟଆମାଜନ ହ୍ୟାଶ୍‌ଟ୍ୟାଗ୍‌ ସହିତ ଏହି ଆପ୍‌କୁ ଅନ୍‌ଇନଷ୍ଟଲ କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏଥିସହିତ ଲୋକେ ଏହି ଆପ୍‌କୁ ଅନ୍‌ଇନଷ୍ଟଲ୍‌ କରି ଏହାର ଷ୍କ୍ରିନ୍‌ସଟ୍‌କୁ ମଧ୍ୟ ଶେୟାର କରିବା ଆରମ୍ଭ କରିଛନ୍ତି। ହିନ୍ଦୁ ଦେବାଦେବୀଙ୍କ ଫଟୋ ଥିବା ସାମଗ୍ରୀଗୁଡ଼ିକୁ ଆମାଜନ କିପରି ବିକ୍ରି କରୁଛି, ସେସମ୍ପର୍କରେ ଟୁଇଟରରେ ତାହାକୁ ଶେୟାର କରାଯାଉଛି। ଏଥିରେ ଜୋତା, ଚପଲ, ଟଏଲେଟ ଶିଟ୍‌ ଷ୍ଟିକର ସାମିଲ ରହିଛି। ତେବେ ଏହିସବୁ ସାମଗ୍ରୀ ଆମାଜନ ଡଟ୍‌ ଇନ୍‌ରେ ମିଳୁନାହିଁ। ବିଦେଶୀ କମ୍ପାନୀ ଆମାଜନର ହିନ୍ଦୁଙ୍କ ଭାବାବେଗକୁ ଆଘାତ ଦେବାର କୌଣସି ଅଧିକାର ନାହିଁ ବୋଲି ଲୋକେ ଯୁକ୍ତି ଦର୍ଶାଉଛନ୍ତି। ଜୋତାରେ ଭାରତର ଜାତୀୟ ପତାକା, ଚପଲରେ ମହାମତ୍ା ଗାନ୍ଧୀଙ୍କ ଫଟୋକୁ ଲୋକେ ଶେୟାର କରି ଏହା ଆମାଜନ ଦ୍ୱାରା ବିକ୍ରି କରାଯାଉଛି ବୋଲି ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri