ଆମାଜନ୍‌ର ଲୋକାଲ ଶପ୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୬।୪: ଆମାଜନ୍‌ ଇନ୍‌ ପକ୍ଷରୁ ଭାରତରେ ଲୋକାଲ ଶପ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିରେ ସାରା ଦେଶରେ ୫୦୦ ଦୋକାନ ଏବଂ ରିଟେଲର ଯୋଡି ହୋଇଛନ୍ତି। ଗ୍ରାହକଙ୍କୁ ବର୍ତ୍ତମାନର ସମୟରେ ଜରୁରୀ ସାମଗ୍ରୀ ଯୋଗାଇବା ନେଇ ଏହାଦ୍ୱାରା ଯୋଜନା ହାତକୁ ନିଆଯାଇଛି। ଗ୍ରାହକ ଘରେ ଆରାମରେ ବସି ସ୍ଥାନୀୟ ଦୋକାନରୁ କ୍ରୟ କରିବାର ସୁବିଧା ପାଇପାରିବେ। ଦ୍ରୁତ ଡେଲିଭରି, ବ୍ୟାପକ ଚୟନ ଏବଂ ମୂଲ୍ୟଯୁକ୍ତ ସେବା ଗ୍ରାହକଙ୍କୁ ପ୍ରଦାନ କରାଯାଉଛି। ମେଟ୍ରୋ ଏବଂ ଟାୟାର ୨ ସହରଗୁଡିକରେ ଏହି ସେବାକୁ ଯୋଗାଣ ଦିଗରେ କାର୍ଯ୍ୟକ୍ରମ ଜାରି ରହିଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୮।୫: ସୋନି ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଡବ୍ଲ୍ୟୁଏଫ୍‌-ଏଲ୍‌ଏସ୍‌୯୦୦ଏନ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଆର୍ଥ ବ୍ଲୁ ରଙ୍ଗରେ ନଏଜ୍‌ କ୍ୟାନ୍‌ସେଲେସନ୍‌ ସୁବିଧା...

ଟ୍ରୁକଲର ନ୍ୟୁ ବ୍ରାଣ୍ଡ୍‌ ଆଇଡେଣ୍ଟିଟିି ଉନ୍ମୋଚିତ

ଭୁବନେଶ୍ୱର,୨୨।୯:ଟ୍ରୁ କଲରର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଟ୍ରୁକଲର ନ୍ୟୁ ବ୍ରାଣ୍ଡ୍‌ ଆଇଡେଣ୍ଟିଟି ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଟ୍ରୁ କଲରର...

ମିଶନ ଜିରୋ-ଏଫ୍‌କୁ ଖିମଜୀର ୧୫ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨-୯: ପ୍ରମୁଖ ଜୁଏଲେରୀ ଚେନ୍‌ ଷ୍ଟୋର ଖୀମଜି ଜୁଏଲର୍ସ ପକ୍ଷରୁ ରାଜ୍ୟ ସରକାରଙ୍କ ମିଶନ ଜିରୋ-ଏଫ କାର୍ଯ୍ୟକ୍ରମକୁ ୧୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ...

ନ୍ୟୁ ୟେକିଂ ପିଟି ଲିମିଟେଡ୍‌ ସହ ଜେଏସ୍‌ଏଲ୍‌ ରାଜିନାମା

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦନକାରୀ କମ୍ପାନୀ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ନିକେଲର ଦୀର୍ଘକାଳୀନ ଉପଲବ୍ଧତାକୁ ସୁନିଶ୍ଚିତ କରିବା ପାଇଁ ଏକ ପ୍ରମୁଖ...

ଦୁଇଟି ଉପକମିଟି ଗଠନ କଲା ଜିଏସ୍‌ଟି କାଉନସିଲ୍‌

ନୂଆଦିଲ୍ଲୀ,୨୯-୫: ଜିଏସ୍‌ଟି କାଉନସିଲ୍‌ କମ୍ପାନୀଙ୍କ ମଧ୍ୟରେ ହେଉଥିବା କାରବାର ଲାଗି ଇ-ବିଲ୍‌ ତିଆରି କରିବା, କାରବାର ସୀମା ନିର୍ଦ୍ଧାରଣ ତଥା ଏହାକୁ ସୃଷ୍ଟି କରିବା ଭଳି...

ଚାଷୀଙ୍କ ପାଇଁ ଆସିବ ପେନସନ ବ୍ୟବସ୍ଥା

ନୂଆଦିଲ୍ଲୀ,୩୦-୫: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ସ୍କିମ୍‌ ଜରିଆରେ ସାଧାରଣ ନିର୍ବାଚନ ପୂର୍ବରୁ ଦେଶର ୧୨ କୋଟି ଚାଷୀ ପରିବାରଙ୍କୁ ସହାୟତା ପ୍ରଦାନ କରିବା ପରେ...

ବଢ଼ିଲା ରପ୍ତାନି

ନୂଆଦିଲ୍ଲୀ: ଚଳିତବର୍ଷ ଏପ୍ରିଲରେ ଦେଶ ମଧ୍ୟରୁ ରପ୍ତାନି ପ୍ରାୟ ୩ ଗୁଣ ବୃଦ୍ଧିପାଇ ୩୦.୨୧ ବିଲିୟନ ଛୁଇଁଛି। ଇଞ୍ଜିନିୟରିଂ, ଜେମ୍ସ ଆଣ୍ଡ ଜୁଏଲେରି, ପେଟ୍ରୋକେମିକାଲ ପ୍ରଡକ୍ଟରେ...

କଳାଧନ ନେଇ ଏଚ୍‌ଏସ୍‌ବିସି ତାଲିକା;ଏନ୍‌ଆର୍‌ଆଇ ମାନ୍ୟତାକୁ ଢ଼ାଲ କରୁଛନ୍ତି ଭାରତୀୟ

ନୂଆଦିଲ୍ଲୀ,୨୯-୫: ଏଚ୍‌ଏସ୍‌ବିସିସ ତାଲିକାରେ ସାମିଲ ହୋଇଥିବା ଧନୀ ଭାରତୀୟ ଜରିମାନା ଏବଂ ସମ୍ଭବତଃ ମକଦ୍ଦମାରୁ ନିଜକୁ ରକ୍ଷା କରିବା ଲାଗି ଏବେ ନିଜର ଏନ୍‌ଆର୍‌ଆଇ ମାନ୍ୟତା(ପ୍ରବାସୀ...

Advertisement
Archives

Model This Week