ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ ଖୁସି ଖବର ମିଳିଛି। ଆମେରିକା ନ୍ୟୁୟର୍କରେ ବୈଜ୍ଞାନିକମାନେ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ ପ୍ରସ୍ତୁତ କରିଛନ୍ତି। ଏହା କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି। ଶରୀରରେ କରୋନା ଭୂତାଣୁ ନିଜର ଜେନେଟିକ୍‌ ପ୍ରସ୍ତୁତିରେ ବ୍ୟବହାର କରୁଥିବା ଏନ୍‌ଜାଇମ୍‌କୁ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ ପ୍ରତିରୋଧ କରିଥାଏ। ଫଳରେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଶରୀର କ୍ଷତିଗ୍ରସ୍ତ ହୋଇ ନ ଥାଏ। ଏହି ଔଷଧର ପରୀକ୍ଷଣ ମନୁଷ୍ୟ ଉପରେ କରିବା ପାଇଁ ଆମେରିକାର ଫୁଡ୍‌ ଆଣ୍ଡ୍‌ ଡ୍ରଗ୍ସ୍‌ ଆଡ଼ମିନିଷ୍ଟ୍ରେଶନ ପକ୍ଷରୁ ଅନୁମତି ଦିଆଯାଇଛି। ଏହା ସଫଳ ହେଲେ ପରବର୍ତ୍ତୀ ସମୟରେ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌କୁ ଲୋକଙ୍କୁ ଦିଆଯିବ ବୋଲି ଇମୋରି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନିଭରସିଟିରେ କୋଭିଡ୍‌ ଓ୍ବାର୍ଡ…

ଲକ୍ଷ୍ନୌ,୧୭।୪: କରୋନା ସଂକ୍ରମଣ ନେଇ ଉତ୍ତରପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ହସ୍ପିଟାଲରେ ବେଡ୍‌ର ଅଭାବ ଦେଖାଦେଇଛି। ଏପରିସ୍ଥଳେ ରାଜ୍ୟ ସରକାର ଆହ୍ଲାବାଦ ୟୁନିଭରସିଟିକୁ କୋଭିଡ୍‌...

କୁଚିପୁଡି ନାଚିଲେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଝିଅ ଅନୁଷ୍କା ସୁନକ

ଲଣ୍ଡନ,୨୬ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ୯ ବର୍ଷର ଝିଅ ଅନୁଷ୍କା ସୁନକ ଲଣ୍ଡନରେ ଆୟୋଜିତ ‘ରଙ୍ଗ’ରେ କୁଚିପୁଡି ନୃତ୍ୟ ପରିବଶେଷ କରି ସମସ୍ତଙ୍କ...

ୟୁକ୍ରେନ ସଙ୍କଟକୁ ନେଇ ହ୍ୱାଇଟ ହାଉସ ବାହାରେ ପ୍ରଦର୍ଶନ

ୱାଶିଂଟନ,୨୫ ।୨: ବେଳକୁ ବେଳ ଗମ୍ଭିର ହେଉଛି ରୁଷିଆ-ୟୁକ୍ରେନ ଯୁଦ୍ଧ । ଦ୍ୱିତୀୟ ଦିନରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭରେ ବଡ ଧରଣର ବିସ୍ଫୋରଣ କରିଛି...

ଟ୍ରମ୍ପ୍‌ଙ୍କ ଝିଆରୀଙ୍କ ବିବାଦୀୟ ମନ୍ତବ୍ୟ: ସେ ଜଣେ କ୍ରୁର-ବିଶ୍ୱାସଘାତୀ ଶାସକ, ତାଙ୍କୁ ଜେଲ ପଠାଯିବା ଆବଶ୍ୟକ

ଓ୍ବାଶିଂଟନ୍‌, ୫।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ତାଙ୍କ ଝିଆରୀ ମେରି ଟ୍ରମ୍ପ୍‌ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମେରି କହିଛନ୍ତି ଯେ, ତାଙ୍କ ଦାଦା...

ଭାରତ ସହ କଥାହେବାକୁ ବ୍ୟଗ୍ର ହେଉଛି ପାକିସ୍ତାନ: ମୋଦିଙ୍କୁ ଚିଠି ଲେଖିଲେ ଇମ୍ରାନ

ଇସଲାମାବାଦ,୮।୬: ସୁଧୁରିନି ପାକିସ୍ତାନ। ଗୋଟିଏ ପଟେ ସୀମାରେ ଲଗାତାର ଭାବେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ବେଳେ ଅନ୍ୟପଟେ ଭାରତ ସହ ଆଲୋଚନା ପାଇଁ...

ପାଖଣ୍ଡିଙ୍କୁ ହଜାରେ ବର୍ଷ ଜେଲ

ଅଙ୍କାରା, ୧୩ା୧: ଯୌନ ଅପରାଧ ପାଇଁ ଆତ୍ମଘୋଷିତ ମୁସଲମାନ ଧର୍ମ ପ୍ରଚାରକ ଅଦନାନ୍‌ ଅକ୍‌ତାରଙ୍କୁ ୧,୦୭୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ତୁର୍କୀର ଏକ...

ଚାଇନାର ଇଣ୍ଟରନେଟ ଅଫ୍‌ ଥିଙ୍ଗସ୍‌: ପୃଥିବୀ ପାଇଁ ସୃଷ୍ଟି କରିଛି ବିପଦ…

ବେଜିଂ,୪।୨ : ଆଗାମୀ ଦିନରେ ଚାଇନାର ଇଣ୍ଟରନେଟ ଅଫ ଥିଙ୍ଗସ (ଆଇଓଟି) ସମଗ୍ର ବିଶ୍ୱ ପାଇଁ ଏକ ବଡ଼ ବିପଦ ସୃଷ୍ଟି କରିବାରେ। ଏକ ରିପୋର୍ଟ...

ମାଲକାନଗିରିରେ ଆଉ ୩ କରୋନା ପଜିଟିଭ୍‌: ସିଲ୍‌ ହେଲା ଡାକ୍ତରଖାନା

ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ପୁଣି  ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ...

Advertisement
Archives

Model This Week