ଆମେରିକାରେ ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି ନ୍ୟୁୟର୍କ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ ୧୬ ଜଣ ଭାରତୀୟ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୮ ଜଣ ନ୍ୟୁୟର୍କର ହୋଇଥିବାବେଳେ ୩ ଜଣ ନ୍ୟୁଜର୍ସି ଏବଂ ଅବଶିଷ୍ଟ କାଲିଫର୍ନିଆରେ ବାସ କରୁଥିବା ପ୍ରଶାସନ କହିଛି। ସେମାନଙ୍କ ମଧ୍ୟରେ ୪ ମହିଳା ରହିଛନ୍ତି। ପଜିଟିଭ୍‌ ଭାରତୀୟଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଏସବୁ ଭାରତୀୟମାନେ ଉତ୍ତରାଖଣ୍ଡ, ମହାରାଷ୍ଟ୍ର, କର୍ନାଟକ ଏବଂ ଉତ୍ତରପ୍ରଦେଶର ବାସିନ୍ଦା ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ନ୍ୟୁୟର୍କ ଆମେରିକାରେ କରୋନା ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଥିବା କୁହାଯାଉଛି। ଏଠାରେ କରୋନାର ମୃତ୍ୟୁତାଣ୍ଡବ ଜାରି ରହିଛି। ଏଠାରେ ଇତିମଧ୍ୟରେ ୬ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଛି। ସେହିପରି କେବଳ ନ୍ୟୁୟର୍କରେ ୧ ଲକ୍ଷ ୫୧ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଛ


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri