ଆମେରିକାରେ ସାଇବର ଆକ୍ରମଣ ଆଶଙ୍କା: ଜରୁରୀ କାଳୀନ ପରିସ୍ଥିତି ଜାରି କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬।୫: ଆମେରିକାରରେ ସାଇବର ଆକ୍ରମଣ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜରୁରୀ କାଳୀନ ପରିସ୍ଥିତି ଜାରି କରିଛନ୍ତି। ଆମେରିକା ଯୋଗାଯୋଗ ବ୍ୟବସ୍ଥାକୁ ହ୍ୟାକ୍‌ କରାଯିବାର ଉଦ୍ୟମ ହେଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ହ୍ବାଇଟ୍‌ ହାଉସ୍‌ ପକ୍ଷରୁ କୁହାଯାଇଛି। ଚାଇନା ଏଭଳି କାର୍ଯ୍ୟରେ ଲିପ୍ତ ଥିବା କୁହାଯାଉଛି। ଚାଇନାର ବୃହତ୍‌ ଟେଲିକମ୍‌ କମ୍ପାନି ହୁଆବେଇ ଏହା ପଛରେ ଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଏହି କମ୍ପାନୀକୁ ଚାଇନା ଆର୍ମି ଏବଂ ସୁରକ୍ଷା ଏଜେନ୍ସି ପରିଚାଳନା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

‘ଆମେ ଏହି ବନ୍ଧୁତାକୁ କେବେ ଭୁଲି ପାରିବୁ ନାହିଁ’, ଭାରତକୁ କାହିଁକି କୃତଜ୍ଞତା ଜଣାଇଲା ଇରାନ? ଜାଣନ୍ତୁ…

ତେହରାନ,୬।୭: ଇରାନର ପୂର୍ବତନ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ ଅଲି ଖାମେନେଇଙ୍କ ରାଷ୍ଟ୍ରଗତ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ଇରାନ ଭାରତ ସରକାର ଏବଂ ଏହାର ଜନତାଙ୍କ…

ପାକିସ୍ତାନ ଖବରକାଗଜର ବଡ଼ ଦାବି: ଇସଲାମାବାଦରେ ହେବ ଆମେରିକା-ଇରାନ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା

ଇସଲାମାବାଦ,୬।୭: ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ହୋଇପାରେ। ପଶ୍ଚିମ ଏସିଆରେ ଶାନ୍ତି ଫେରାଇ ଆଣିବା…

‘କେବଳ ଆମେରିକା ନୁହେଁ, ଭାରତ ମଧ୍ୟ ଆମର ବନ୍ଧୁ’, ଜେଡି ଭାନ୍ସଙ୍କୁ କଡ଼ା ଜବାବ ଦେଲେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ

ଜେରୁଜେଲମ,୬।୭: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତକୁ ଇସ୍ରାଏଲର ସବୁଠାରୁ ଶକ୍ତିଶାଳୀ ସମର୍ଥକମାନଙ୍କ ମଧ୍ୟରୁ ଜଣେ ବୋଲି ବର୍ଣ୍ଣନା କରିଥିଲେ। ସେ ଆମେରିକାର ନିର୍ବାଚିତ ଉପ-ରାଷ୍ଟ୍ରପତି ଜେଡି…

ପ୍ରଥମେ ଝଗଡ଼ା, ଆଉ ଏବେ ଟ୍ରମ୍ପ ମେଲୋନି ନିଜକୁ ପ୍ରଶଂସା କରୁଥିବାର ଏକ ଫଟୋ ଶେୟାର କରିଛନ୍ତି, ଇଟାଲୀୟ ପ୍ରଧାନମନ୍ତ୍ରୀ କ୍ୟାପସନ ଦେଖିଲେ…

ଓ୍ବାଶିଂଟନ,୬।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିୟା ମେଲୋନିଙ୍କୁ ଟାର୍ଗେଟ କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ ସୋସିଆଲରେ…

NATO ସମିଟ୍ ପୂର୍ବରୁ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ୮ ମୃତ

ମସ୍କୋ,୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପରେ ଉପସାଗରୀୟ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାରି…

କେଉଁଠି ଲୁଚିଛନ୍ତି ମୋଜତାବା ଖାମେନେଇ? ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ; ପୂର୍ବତନ ସର୍ବୋଚ୍ଚ ନେତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ଅନ୍ୟ ତିନି ପୁଅ

ତେହରାନ,୬।୭: ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ଇରାନରେ ଚାଲିଛି। ତାଙ୍କୁ ଜୁଲାଇ ୯ରେ କବର ଦିଆଯିବାର କାର୍ଯ୍ୟକ୍ରମ ରହିଛି, ତାଙ୍କ ଅସ୍ଥିକୁ ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri