ଆମେରିକାରେ ହଠାତ୍‌ ମୋବାଇଲ୍‌ ନେଟଓ୍ବାର୍କ ଠପ୍‌: ଚେତାବନୀ ଦେଲେ ସିନେଟର୍‌

ଓ୍ବାଶିଂଟନ୍‌,୨୩।୨: ଆମେରିକାର ଅନେକ ସ୍ଥାନରେ ସେଲୁଲାର୍‌ ବନ୍ଦ ହେବାର ଅଭିଯୋଗ ହୋଇଛି। ହଠାତ୍‌ ଲୋକଙ୍କ ମୋବାଇଲ ଫୋନ କାମ ବନ୍ଦ କରିଦେଇଛି। ମୋବାଇଲ ଫୋନରୁ ନେଟୱାର୍କ ଅଦୃଶ୍ୟ ହୋଇଯାଇଛି। ନେଟୱାର୍କ କମ୍ପାନୀଗୁଡିକ କହିଛନ୍ତି ଯେ, ସେବା ପୁନରୁଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ଫ୍ଲୋରିଡା ସିନେଟର ମାର୍କୋ ରୁବିଓ ଚାଇନାର ସାଇବର ଆକ୍ରମଣ ବିଷୟରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଯଦି ତାଇୱାନ ଉପରେ ଆକ୍ରମଣ କରୁଥିବାବେଳେ ଚାଇନା ସାଇବର ଆକ୍ରମଣ ଆରମ୍ଭ କରେ ତେବେ ପରିସ୍ଥିତି ଆହୁରି ଖରାପ ହୋଇପାରେ।
ରୁବିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଆମେରିକାରେ ଆଉଟେଜ୍‌ର କାରଣ ମୁଁ ଜାଣି ନାହିଁ। ତଥାପି ମୁଁ ଜାଣେ ଯେ ଯଦି ତାଇୱାନ ଉପରେ ଆକ୍ରମଣ କରିବା ପୂର୍ବରୁ ଚାଇନା ଆମେରିକା ଉପରେ ସାଇବର ଆକ୍ରମଣ କରେ, ତେବେ ପରିସ୍ଥିତି ଶହେ ଗୁଣ ଖରାପ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri