ଆମେରିକାରେ ହୃଦୟ ବିଦାରକ ଦୃଶ୍ୟ: କାର୍‌-ଆମ୍ବୁଲାନ୍ସ-ଘର-ରାସ୍ତାକଡ଼ରେ ପଡ଼ି ରହିଛି ମୃତଦେହ

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ନେଇ ଆମେରିକା ଏବେ ହଟ୍‌ସ୍ପଟ୍‌ ପାଲଟିଛି। ଏଠାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରୀ ରିପୋର୍ଟ ପାଇଁ ମୃତକଙ୍କ ସଂଖ୍ୟା ଗଣିବା ଲାଗି ଯାଉଥିବା ଲୋକେ ବାସ୍ତବିକତା ଅନୁଭବ କରିପାରୁଛନ୍ତି। ଦକ୍ଷିଣ ଆମେରିକାର ଗ୍ବାୟାସ ଠାରୁ ଆରମ୍ଭ କରି ଇକ୍ୱାଡୋର ପର୍ଯ୍ୟନ୍ତ ସବୁଠାରେ କରୋନା ସଂକ୍ରମିତଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିବା ପ୍ରଶାସନିକ ଅଧିକାରୀ ସୂଚନା ଦେଇଛନ୍ତି। କାର୍‌-ଆମ୍ବୁଲାନ୍ସ-ଘର-ରାସ୍ତାକଡ଼ରେ ମୃତଦେହଗୁଡ଼ିକ ପଡ଼ି ରହିଛି। ଏଭଳି ହୃଦୟ ବିଦାରକ ଦୃଶ୍ୟ ସହ୍ୟ କରି ହେଉ ନ ଥିବା ସେମାନେ କହିଛନ୍ତି। ଲାଟିନ୍‌ ଆମେରିକାର ସମସ୍ତ ଅଞ୍ଚଳରେ ଏଭଳି ଦୃଶ୍ୟ ସରକାରୀ ଅଧିକାରୀଙ୍କୁ ବେଶ୍‌ ବ୍ୟଥିତ କରିଛି। କରୋନା ମହାମାରୀ ଯୋଗୁ ନ୍ୟୁୟର୍କ, ଗ୍ବାୟାକ୍ୱିଲ୍‌ ଆଦି ସହରରେ ସ୍ବାସ୍ଥ୍ୟ ସେବା ଖରାପ ସ୍ଥିତିରେ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଜାବ ନ ପିନ୍ଧିବାରୁ ଆଥ୍‌ଲେଟ୍‌ଙ୍କ ଘର ଭାଙ୍ଗିଦେଲେ ସରକାର

ତେହରାନ,୪ା୧୨: ଇରାନୀୟ ରକ୍‌ କ୍ଲାଇମର ଏଲ୍‌ନାଜ୍‌ ରେକାବିଙ୍କ ପୈତୃକ ଘରକୁ ସରକାର ଭାଙ୍ଗିଦେଇଛନ୍ତି। ତାଙ୍କ ଦୋଷ ହେଲା ଗତ ଅକ୍ଟୋବରରେ ଦକ୍ଷିଣ କୋରିଆରେ ଆୟୋଜିତ ଏକ...

ଅକ୍ସିଜେନ ସିଲିଣ୍ଡର ଅଭାବ: ଏଭ୍‌ରେଷ୍ଟ ପର୍ବତାରୋହୀଙ୍କୁ ଏହି ନିବେଦନ କଲା ନେପାଳ

କାଠମାଣ୍ଡୁ,୧୦।୫: ନେପାଳରେ ବର୍ତ୍ତମାନ ଅକ୍ସିଜେନ ସିଲିଣ୍ଡରର ଏତେ ଅଭାବ ରହିଛି ଯେ, ଏଭ୍‌ରେଷ୍ଟ ପର୍ବତାରୋହୀଙ୍କୁ ଅକ୍ସିଜେନ ବୋତଲ ଫେରାଇ ଆଣିବାକୁ ନିବେଦନ କରାଯାଇଛି। କରୋନା ମହାମାରୀର...

ପାକିସ୍ତାନରେ ଭାଇଚାରା: ବନ୍ୟା ପ୍ରଭାବିତଙ୍କୁ ସହାୟତା ଦେଉଛନ୍ତି ହିନ୍ଦୁ ମନ୍ଦିର ସଦସ୍ୟ…

ଇସଲାମାବାଦ, ୧୧।୯ : ପାକିସ୍ତାନରେ ପ୍ରବଳ ବନ୍ୟା ଯୋଗୁଁ ଲକ୍ଷ ଲକ୍ଷ ଲୋକ ବାସହୀନ ଏବଂ ବିସ୍ଥାପିତ ହୋଇଛନ୍ତି। ସାହାଯ୍ୟ ପାଇଁ ସେମାନେ ଘର ଘର...

ଚାଇନାରେ ଅଗଷ୍ଟରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ: ହାର୍ବାର୍ଡ ଗବେଷଣା ରିପୋର୍ଟ

ଲଣ୍ଡନ,୯।୬: ଚାଇନାରେ କରୋନା ସଂକ୍ରମଣ କେବେ ଆରମ୍ଭ ହୋଇଥିଲା ସେନେଇ ଲଣ୍ଡନର ହାର୍ବାର୍ଡ ମେଡ଼ିକାଲ ସ୍କୁଲ ପକ୍ଷରୁ କରାଯାଇଥିବା ଏକ ଗବେଷଣାରେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।...

କ୍ୱିଭ୍‌ରୁ ରୁଷିଆ ସେନା ଫେରିବା ପରେ ମିଳିଲା ୯୦୦ରୁ ଊର୍ଦ୍ଧ୍ୱ ମୃତଦେହ

କ୍ୱିଭ,୧୬ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୨ ଦିନ ହେଲାଣି । ଏହାରି ଭିତରେ ରୁଷିଆ ସେନା ୟୁକ୍ରେନର ପ୍ରାୟ ସମସ୍ତ ବଡ ବଡ ସହରକୁ ଧ୍ୱଂସ...

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

ନିର୍ବାଚନ ଲଢ଼ିବେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌, ୩୧ା୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ୍‌ ୨୦୨୪ ନିର୍ବାଚନ ଲଢ଼ିପାରନ୍ତି ବୋଲି କହିଛନ୍ତି। ସେ କ୍ଷମତାକୁ ଆସିଲେ ୨୦୨୧ ଜାନୁୟାରୀ ୬ରେ ହୋଇଥିବା...

ପରମାଣୁ ବେସର ଲିଷ୍ଟ ଶେୟାର କଲେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୧ ।୧: ନୂଆବର୍ଷ ଅବସରରେ ଏସିଆ ମହାଦେଶର ଦୁଇଟି ଚୀର ପ୍ରତିଦ୍ୱନ୍ଦି ରାଷ୍ଟ୍ର ପରସ୍ପର ମଧ୍ୟରେ ପରମାଣୁ ବେସର ଲିଷ୍ଟ ଶେୟାର କରିଛନ୍ତି । ଏମାନଙ୍କ...

Advertisement
Archives

Model This Week