ଆମେରିକାରେ ୨୪ ଘଣ୍ଟାରେ ୧୪୮୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ୱାଶିଂଟନ, ୪ ।୪: ଆମେରିକାରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୪୮୦ ଲୋକଙ୍କ ମୃତ୍ୟୁ ଘଟିଛି । ସେହିପରି ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩୨ ହଜାର ଟପିଛି । ଶନିବାର ସୁଦ୍ଧା ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାର ୩୯୨ରେ ପହଞ୍ଚିଛି । ଅପରପକ୍ଷରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ଛୁଇଁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍ପତି ଯାଆଁଳା ପିଲାଙ୍କ ନାଁ ରଖିଲେ କରୋନା, କୋଭିଡ୍‌

ରାୟପୁର,୩ା୪: ଏକ ଦମ୍ପତି ସେମାନଙ୍କ ଯାଆଁଳା ପିଲାଙ୍କ ନାମ ରଖିଛନ୍ତି କରୋନା ଏବଂ କୋଭିଡ୍‌। କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ...

ସରକାରଙ୍କ ବଡ଼ ଘୋଷଣା: ସମସ୍ତଙ୍କୁ ମାଗଣାରେ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ,୨।୧: ଭାରତରେ କରୋନା ଟିକାକରଣ ନେଇ ପ୍ରସ୍ତୁତି ଜାରି ରହିଛି। ଶନିବାରଠାରୁ ଦେଶବ୍ୟାପୀ ଡ୍ରାଏ ରନ୍‌ ଆରମ୍ଭ ହୋଇଛି। ତେବେ ସରକାରଙ୍କ ପକ୍ଷରୁ କରୋନା ଟିକାଦାନ...

କଶ୍ମୀର ଉପରେ ଟୁଇଟ କରି ବିବାଦରେ ପାକିସ୍ତାନ ରାଷ୍ଟ୍ରପତି

ଇସ୍‌ଲାମାବାଦ,୨୬।୮: ଜମ୍ମୁ-କଶ୍ମୀରରେ ଭାରତ ସରକାରଙ୍କ ପକ୍ଷରୁ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ସୋସିଆଲ ମିଡିଆ ଜରିଆରେ ସୀମାରେ ଉତ୍ତେଜନା ସୃଷ୍ଟି...

ଦକ୍ଷିଣ ଚାଇନା ସାଗରରେ ଉତ୍ତେଜନା ବୃଦ୍ଧି କରୁଛି ଡ୍ରାଗନ, ଆମେରିକା ବିମାନର ନିକଟତର ହେଲା ଚାଇନା ଯୁଦ୍ଧ ବିମାନ

ୱାଶିଂଟନ,୩୦ ।୧୨: ଦକ୍ଷିଣ ଚାଇନା ମହାସାଗରରେ ନିଜ ବଳ କଷିବା ଛାଡୁନାହିଁ ଚାଇନା । ଏବେ ଚାଇନାକୁ ନେଇ ବଡ ଦାବି କରିଥିବା ଆମେରିକା କହିଛି,...

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ...

ଦୁନିଆର ଏମିତି ଫ୍ରିଜ୍‌ ମାଗଣାରେ ଯିଏ ଭରେ ସବୁ ଭୋକିଲାଙ୍କ ପେଟ: କେବେ ହୁଏନି ଖାଲି

ସାଧାରଣତଃ ଲୋକମାନେ ବାହାରୁ ଘରୁକୁ ଆସିଲେ ସେମାନେ ପ୍ରଥମେ ଫ୍ରିଜ ଖୋଲି ଖାଦ୍ୟ କିମ୍ବା ପାନୀୟ ଖୋଜନ୍ତି। ସେହିପରି ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଜୋର୍ଡାନରେ...

କାନ୍ଦାହାରକୁ କବ୍‌ଜା କଲା ତାଲିବାନ

କାବୁଲ,୧୩।୮: ତାଲିବାନ ଆଫଗାନିସ୍ତାନର ପ୍ରମୁଖ ସହରଗୁଡ଼ିକୁ ଅକ୍ତିଆର କରବାରେ ଲାଗିଛି। ଏବେ ତାଲିବାନମାନେ କାନ୍ଦାହାରକୁ ମଧ୍ୟ ନିଜ କବ୍‌ଜାକୁ ନେଇଯାଇଛନ୍ତି। ଏହା ବ୍ୟତୀତ ତାଲିବାନ ମଧ୍ୟ...

ଟ୍ରେନ୍‌ରୁ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କଲେ କିମ୍‌, ଅନ୍ତର୍ଜାତୀୟସ୍ତରରେ ଚହଳ…

ପୋୟଙ୍ଗୟାଙ୍ଗ୍‌,୧୬।୯: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆମେରିକାର ବାରମ୍ବାର ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ରର ପରୀକ୍ଷଣ ଜାରି ରଖିଛନ୍ତି। ଏବେ...

Advertisement
Archives

Model This Week