ଓ୍ବାଶିଂଟନ୍,୧୧।୧୨: ଆମେରିକା ନ୍ୟୁ ଜର୍ସିରେ ଏକ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ଲୋକ ଭିଡ ଥିବା ସ୍ଥାନରେ ଗୁଳିକାଣ୍ଡଟି ଘଟିଛି। ତେବେ ଗୁଳିକାଣ୍ଡ କିଏ ଘଟାଇଛି ତାହା ଏପର୍ଯ୍ୟନ୍ତ ସୂଚନା ମିଳିପାରି ନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି।
ଓ୍ବାଶିଂଟନ୍,୧୧।୧୨: ଆମେରିକା ନ୍ୟୁ ଜର୍ସିରେ ଏକ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ଲୋକ ଭିଡ ଥିବା ସ୍ଥାନରେ ଗୁଳିକାଣ୍ଡଟି ଘଟିଛି। ତେବେ ଗୁଳିକାଣ୍ଡ କିଏ ଘଟାଇଛି ତାହା ଏପର୍ଯ୍ୟନ୍ତ ସୂଚନା ମିଳିପାରି ନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି।
ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…
ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…
ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…
ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…
ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…
ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…
ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍ଡ଼ିପିଓ…
ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…