ଆମେରିକାର ନ୍ୟୁ-ଜର୍ସିରେ ଗୁଳିକାଣ୍ଡ, ଜଣେ ପୋଲିସ କର୍ମୀଙ୍କ ସମେତ ୬ ମୃତ

ଓ୍ବାଶିଂଟନ୍‌,୧୧।୧୨: ଆମେରିକା ନ୍ୟୁ ଜର୍ସିରେ ଏକ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ଲୋକ ଭିଡ ଥିବା ସ୍ଥାନରେ ଗୁଳିକାଣ୍ଡଟି ଘଟିଛି। ତେବେ ଗୁଳିକାଣ୍ଡ କିଏ ଘଟାଇଛି ତାହା ଏପର୍ଯ୍ୟନ୍ତ ସୂଚନା ମିଳିପାରି ନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କୁ ଗିରଫ କରିବାକୁ ଆସିଥିବା ପୋଲିସ ସହ ସମର୍ଥକ ମୁହାଁମୁହିଁ

ଇସ୍‌ଲାମାବାଦ୍‌,୧୪।୩: ପାକିସ୍ତାନ ରାଜୀନତିରେ ବତ୍ତର୍ମାନ ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଇମ୍ରାନଙ୍କୁ ଗିରଫ କରିବା ପାଇଁ ପୋଲିସ ତାଙ୍କ ବାସଭବନରେ...

ଆମେରିକାରେ ଘୂର୍ଣ୍ଣିଝଡ଼ ମୃତ୍ୟୁସଂଖ୍ୟା ୩୨କୁ ବୃଦ୍ଧି

ଓ୍ବାଶିଂଟନ,୩ା୪: ଆମେରିକାର ଦକ୍ଷିଣ ଏବଂ ମଧ୍ୟପଶ୍ଚିମ ଘୂର୍ଣ୍ଣିଝଡ଼ରେ ମୃତ୍ୟୁ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଟେନେସି କଣ୍ଟିରେ ୯ ଜଣ ପ୍ରାଣ ହରାଇଥିବା ବେଳେ ଓ୍ବିନେ...

‘ଗଙ୍ଗା’ ଅପରେଟ୍‌ କରୁଛନ୍ତି ସୁପର ୩୦

କ୍ୱିଭ୍‌,୭।୩: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଭିତରେ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ନିଜ ଦେଶକୁ ଫେରାଇ ଆଣିବା ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ଏହାର...

ଶେଷରେ ମାନିଲା ପାକିସ୍ତାନ: ୩୭୦ ହଟାଇବା ଭାରତର ଆଭ୍ୟନ୍ତରୀଣ ମାମଲା…

ଇସଲାମାବାଦ୍‌/ନୂଆଦିଲ୍ଲୀ,୮।୫: ଶେଷରେ ପାକିସ୍ତାନ ଭାରତର ଜମ୍ମୁ-କଶ୍ମୀର ନୀତିକୁ ମାନିଛି। ୩୭୦ ଅନୁଚ୍ଛେଦ ହଟାଇବା ଭାରତର ଆଭ୍ୟନ୍ତରିଣ ମାମଲା ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମାହମୁଦ୍‌...

୧୫ ଲକ୍ଷରୁ ଅଧିକ ଆଫଗାନୀଙ୍କ ଗୁପ୍ତ ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୯।୮: ଲକ୍ଷ ଲକ୍ଷ ଆଫଗାନିସ୍ତାନ ନାଗରିକଙ୍କ ଗୁପ୍ତ ତଥ୍ୟ ଲିକ ହୋଇଛି। ଆମେରିକା ଏସବୁ ତଥ୍ୟକୁ ଗତ ୨୦ ବର୍ଷ ମଧ୍ୟରେ ଏକତ୍ରିତ କରିଥିଲା। ଏବେ...

ବାଇଡେନ୍‌ଙ୍କୁ ପୁଟିନ୍‌ଙ୍କ ଧମକ, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ଦେଲେ ପରିଣତି ହେବ ଭୟଙ୍କର…

ମସ୍କୋ/ଓ୍ବାଶିଂଟନ, ୧୩।୩ : ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଆମେରିକା ପ୍ରତିପକ୍ଷ ଜୋ ବାଇଡେନ୍‌ଙ୍କ ପ୍ରଶାସନକୁ ଧମକ ଦେଇଛନ୍ତି। ୟୁକ୍ରେନ୍‌କ ଅସ୍ତ୍ରଶସ୍ତ୍ର ଯୋଗାଇଲେ ପରିଣତି ଭୟଙ୍କର...

ମାସ୍କ୍‌ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ...

ପାକିସ୍ତାନ ସରକାରଙ୍କ ଦୃଢ଼ ପଦକ୍ଷେପ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କୁ ୩୦୦ ଡଲାରରୁ ଅଧିକ ମୂଲ୍ୟର ଉପହାର ଗ୍ରହଣ କରିବା ମନା…

ଇସଲାମାବାଦ,୧୪।୩ : ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କ୍ୟାବିନେଟ ସଦସ୍ୟଙ୍କ ସମେତ ନିର୍ବାଚିତ ଅଧିକାରୀଙ୍କୁ ୩୦୦ ଡଲାରରୁ ଅଧିକ ମୂଲ୍ୟର ତୋସାଖାନା ଉପହାର ପ୍ରଦାନ ଉପରେ ପାକିସ୍ତାନର...

Advertisement
Archives

Model This Week