ଆମେରିକାର ପ୍ରତିଶୋଧ: ଇରାନ ଡ୍ରୋନକୁ ଧ୍ୱସଂ କଲା

ଓ୍ବାଶିଂଟନ, ୧୯।୭: ହରମୁଜଠାରେ ଏକ ଇରାନ ଡୋନ୍‌କୁ ଧ୍ୱସଂ କରି ଆମେରିକା ପ୍ରତିଶୋଧ ନେଇଛି। ନୌସେନା ପକ୍ଷରୁ ଏହି ଆକ୍ରମଣ କରାଯାଇଥିବା ଆମେରିକା କହିଛି। କିନ୍ତୁ ଏଭଳି କୌଣସି ଘଟଣା ଘଟିନାହିଁ ବୋଲି ଇରାନ ପକ୍ଷରୁ କୁହାଯାଇଛି। ହରମୁଜଠାରେ ଇରାନର ଏକ ଡ୍ରୋନ ପ୍ରବେଶ କରୁଥିବାବେଳେ ଆମେରିକା ନୌସେନା ଅଧିକାରୀ ତା’କୁ ଧ୍ୱସଂ କରିଦେଇଥିଲେ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ କହିଛନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ଆମେରିକାର ଏକ ଡ୍ରୋନକୁ ଇରାନ ଧ୍ୱସଂ କରିଥିଲା। ଏହାପରଠାରୁ ଉଭୟ ଦେଶ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଟାଇମ୍ସର ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ…

ଓ୍ବାଶିଂଟନ,୩।୪ : ନ୍ୟୁୟର୍କ ଟାଇମ୍ସକୁ ଏଲୋନ ମସ୍କ ପ୍ରୋପାଗଣ୍ଡା କହିଛନ୍ତି। ଏହା ସହିତ ଏହାର ଟୁଇଟର ଆକାଉଣ୍ଟରୁ ବ୍ଲୁ ଟିକ ହଟାଯାଇଛି। ଟୁଇଟର ନ୍ୟୁୟର୍କ ଟାଇମ୍ସର...

ଭେନିସ୍‌ କେନାଲରେ ଡଲଫିନ୍‌: ୫୫ ସେକେଣ୍ଡର ଭିଡ଼ିଓ ଭାଇରାଲ

ଭେନିସ୍‌,୧୮।୩: ଚାଇନା ପରେ କରୋନାର ନୂଆ ଠିକଣା ପାଲଟିଛି ଇଟାଲୀ। ସୁରକ୍ଷା ଦୃଷ୍ଟିରୁ ସାଢ଼େ ୬ କୋଟି ଲୋକଙ୍କୁ ଘରୁ ନ ବାହାରିବାକୁ ସରକାରଙ୍କ ପକ୍ଷରୁ...

ବିଦେଶ ଯିବାକୁ ଶରିଫଙ୍କୁ ମିଳିଲା ଅନୁମତି

ଲାହୋର,୧୭।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଚିକିତ୍ସା ଲାଗି ବିଦେଶ ଯିବାକୁ ଲାହୋର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। କୋର୍ଟ ତାଙ୍କୁ ୪ ସପ୍ତାହ...

୨୪ ଘଣ୍ଟାରେ ୟୁକ୍ରେନ୍‌ର ହସ୍ପିଟାଲରେ ଶେଷ ହୋଇଯିବ ଅକ୍ସିଜେନ୍‌

କ୍ୱିଭ୍‌,୨୮।୨: ରୁଷିଆର ଆକ୍ରମଣ ପରେ ୟୁକ୍ରେନ୍‌ରେ ଗୁରୁତର ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଛି। ରାଜଧାନୀ କ୍ୱିଭ୍‌ ସମେତ ସାରା ଦେଶରେ ଅକ୍ସିଜେନ୍‌ ଯୋଗାଣ ସ୍ଥିତି ବିପଜ୍ଜନକସ୍ତରରେ ପହଞ୍ଚତ୍ଛି।...

କଏଦୀଙ୍କୁ ଅଶ୍ଳୀଳ ଫଟୋ ପଠାଉଥିଲେ ମହିଳା ପୋଲିସ, ପ୍ରତିବଦଳରେ ନେଇଛନ୍ତି ଏତିକି ଟଙ୍କା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲଣ୍ଡନ,୧ା୩: କଏଦୀମାନଙ୍କୁ କିପରି ଜେଲ୍‌ ଭିତରକୁ ମୋବାଇଲ ଯୋଗାଇ ଦିଆଯାଉଛି ଏବଂ ସେମାନେ ଭିତରେ ଥାଇ ଅପରାଧ ଦୁନିଆରେ ଆତଙ୍କ ସୃଷ୍ଟି କରୁଛନ୍ତି, ତାହା ବହୁବାର...

ଭାରତୀୟ ଗଣତନ୍ତ୍ର ଭୁଶୁଡ଼ିଲେ ବିଶ୍ୱ ପ୍ରଭାବିତ ହେବ: ରାହୁଲ

ଓ୍ବାଶିଂଟନ, ୩ା୬ (ପି.ଟି.): ଭାରତୀୟ ଗଣତନ୍ତ୍ର ସାରା ବିଶ୍ୱର ହିତ ପାଇଁ ଉଦ୍ଦିଷ୍ଟ। ଗଣତନ୍ତ୍ର ଭୁଶୁଡ଼ିଲେ, ବିଶ୍ୱ ଉପରେ ଏହାର ପ୍ରଭାବ ପଡ଼ିବ ଏବଂ ଏହା ଆମେରିକାର...

ତୁର୍କୀ ଭୂକମ୍ପରେ ନିଖୋଜ ଥିବା ଭାରତୀୟ ମୃତ

ଅଙ୍କାରା/ନୂଆଦିଲ୍ଲୀ,୧୨ ।୨: ତୁର୍କୀରେ ଫେବୃୟାରୀ ୬ରେ ଆସିଥିବା ବିନାଶକାରୀ ଭୂକମ୍ପରେ ନିଖୋଜ ଥିବା ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେ ଯେଉଁ ହୋଟେଲରେ...

ନିଖୋଜ ବିମାନର ଧ୍ୱଂସାବଶେଷ ମିଳିଲା

ଟୋକିଓ,୭ା୪: ଜାପାନର ଉଦ୍ଧାରକାରୀ ଦଳ ରାଡାରରୁ ଅଦୃଶ୍ୟ ହେବାର ଗୋଟିଏ ଦିନ ପରେ ସାମରିକ ହେଲିକପ୍ଟରର ଅଧିକ ଅଂଶ ଶୁକ୍ରବାର ପାଇଥିବା କୋଷ୍ଟଗାର୍ଡ କହିଛନ୍ତି। ହେଲିକପ୍ଟର...

Advertisement
Archives

Model This Week