ଆମେରିକାର ୨ ସାଂସଦ କରୋନା ଭାଇରସରେ ପୀଡ଼ିତ

ଓ୍ବାଶିଂଟନ,୧୯।୩: ଆମେରିକା କଂଗ୍ରେସର ମାରିଓ ଡିଆଜ ବାଲାର୍ଟ ଓ ବେନ୍‌ ମ୍ୟାକଆଦମ୍ସ ନାମକୁ ୨ଜଣ ସାଂସଦ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ସେମାନେ କରୋନା ପଜିଟିଭ। ଗତ ଶନିବାର ସେମାନେ କରୋନାର ଲକ୍ଷଣ ଜାଣିପାରିବା ପରେ ଏହାର ଟେଷ୍ଟ କରାଇଥିଲେ। ୨୪ ଘଣ୍ଟାରୁ କମ୍‌ ସମୟ ମଧ୍ୟରେ ସେମାନେ ଏହାର ଟେଷ୍ଟ କରାଇଥିବାରୁ ଏବେ ସେମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ୫୮ ବର୍ଷୀୟ ଡିଆଜ ବାଲାର୍ଟ କହିଛନ୍ତି ପୂର୍ବାପେକ୍ଷା ସେ ଏବେ ସୁସ୍ଥ ଅଛନ୍ତି। ସୂଚନାଯୋଗ୍ୟ, ଏବେ ନୋଭେଲ କରୋନା ଭାଇରସରେ ଆମେରିକାର ୭ହଜାର ଲୋକ ସଂକ୍ରମିତ ହୋଇଥିବା ବେଳେ ଶହେରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରର ଖଣିଜ ପଦାର୍ଥ ପ୍ରତି ଆମେରିକା-ଚାଇନାର ଲୋଭ…

ଓ୍ବାଶିଂଟନ/ବେଜିଂ, ୧୯।୫ : ନିକଟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବିବୃତ୍ତି ଦେଇଛନ୍ତି ଯେ ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଯୋଗୁ ପୃଥିବୀର...

ଆମଠୁ ଟିକସ ନିଅ

ଡାଭୋସ୍‌, ୨୦ା୧: କୋଭିଡ୍‌ ମହାମାରୀବେଳେ ବିଶ୍ୱରେ ବିତ୍ତଶାଳୀଙ୍କ ସମ୍ପତ୍ତି ବହୁଗୁଣିତ ହୋଇଥିବା ଏବଂ ସେମାନଙ୍କଠାରୁ ଅତିରିକ୍ତ ଟିକସ ଆଦାୟ କରି ତାହାକୁ ଉନ୍ନତିମୂଳକ କାର୍ଯ୍ୟରେ ଲଗାଯିବା...

ଶୁଟିଂ ସେଟ୍‌ରେ ଗୁଳି ଚଳାଇଲେ ଏହି ଅଭିନେତା: ସିନେମାଟୋଗ୍ରାଫର୍‌ଙ୍କ ଜୀବନ ଗଲା

ନ୍ୟୁ ମେକ୍ସିକୋ,୨୨।୧୦: ନ୍ୟୁ ମେକ୍ସିକୋର ଏକ ଫିଲ୍କ ସେଟ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଆମେରିକୀୟ ଅଭିନେତା ଆଲେକ ବାଲ୍ଡୱିନଙ୍କ ଗୁଳିରେ ଜଣେ ମହିଳା...

ଆମେରିକାରେ ଓମିକ୍ରନ୍ ସହ ବଢୁଛି ଡେଲ୍ଟା ସଂକ୍ରମିତଙ୍କ ସଂଖ୍ୟା

ୱାଶିଂଟନ,୬ ।୧୨: କରୋନା ମହାମାରୀ ପୁଣିଥରେ ଯେମିତି ତା’ର କଡ ଲେଉଟାଇଛି । ଆମେରିକା ଭଳି ବିକାଶଶୀଳ ଦେଶରେ ଏବେ ପୁଣିଥରେ ଡେଲ୍ଟା ଭାରିଏଣ୍ଟ ଦ୍ୱାରା...

୨୦୫୦ ସୁଦ୍ଧା ୫.୬ ଟ୍ରିଲିୟନ୍‌ ଡଲାର କ୍ଷତି

ଓ୍ବାଶିଂଟନ,୩୧ା୮: ଚଳିତ ବର୍ଷ ବିଶ୍ୱ ଅର୍ଥନୀତିକୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି ପ୍ରାକୃତିକ ବିପର୍ଯ୍ୟୟ। ପାକିସ୍ତାନରେ ବନ୍ୟା ଅନେକ ଲକ୍ଷ ଲୋକଙ୍କୁ ବାସଚ୍ୟୁତ କରି ୧,୦୦୦ରୁ ଊର୍ଦ୍ଧ୍ୱ ଜଣଙ୍କ...

ଅମରୁଲ୍ଲା ସାଲେହଙ୍କ ଘରୁ ମିଳିଲା ୪୮ କୋଟି ସହିତ ସୁନା ଇଟା, ତାଲିବାନ୍‌ର ଦାବି…

କାବୁଲ,୧୩।୯: ଆଫଗାନିସ୍ତାନର ପଞ୍ଜଶିରରେ ଏକ ଅଞ୍ଚଳ ଉପରେ କବ୍‌ଜା କରିଥିବା ନେଇ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ପକ୍ଷରୁ ଦାବି କରାଯାଇଛି। ସେମାନଙ୍କୁ ପଞ୍ଜଶିର ମୁଖ୍ୟ ଅମରୁଲ୍ଲା...

୩୦ ତାଲିବାନ ଆତଙ୍କବାଦୀ ନିହତ

କାବୁଲ,୧୨ା୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ଟଖର ପ୍ରଦେଶରେ ଆକାଶମାର୍ଗରୁ ଗ୍ରେନେଡ୍‌ ମାଡ଼ରେ ୩୦ ତାଲିବାନ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ଅନ୍ୟ ୩୦ ଆତଙ୍କବାଦୀ ଆହତ ହୋଇଥିବା ଗୋଇନ୍ଦା...

ଖବର କାଗଜ ପକ୍ଷରୁ ପ୍ରିଣ୍ଟ୍‌ ହେଲା ଟଏଲେଟ୍‌ ରୋଲ୍‌ ପେପର

ସିଡ୍‌ନୀ,୭।୩: କରୋନା ସଂକ୍ରମଣ ନେଇ ଅଷ୍ଟ୍ରେଲିଆର ଏକ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ବଜାରରେ ଟଏଲେଟ୍‌ ପେପର ମିଳୁ ନ ଥିବାବେଳେ...

Advertisement
Archives

Model This Week