ଆମେରିକା: କରୋନା ସଂକ୍ରମଣରେ ୬୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ

ଓ୍ବାଶିଂଟନ,୧।୫: କରୋନା କବଳରେ ଆମେରିକା। ସେଠାରେ ପ୍ରତି ୨୪ ଘଣ୍ଟାରେ ଏବେବି ୨ ହଜାରରୁ ଊଦ୍ଧ୍ୱର୍ର୍ ଲୋକଙ୍କ ମୃତ୍ୟୁ ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛନ୍ତି। ଗୁରୁବାର ସୁଦ୍ଧା ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୬୯,୫୩୪ ଥିବା ବେଳେ ମୃତକଙ୍କ ସଂଖ୍ୟା ୬୩,୦୦୧ରେ ପହଞ୍ଚିଛି। ନଭେଲ କରୋନା ଭାଇରସ ସଂକ୍ରମଣରେ ବିଶ୍ୱରେ ୩.୨ ମିଲିୟନ ଲୋକ ସଂକ୍ରମିତ ହୋଇଥିବା ବେଳେ ପ୍ରାୟ ୨,୩୩,୦୦୦ଜଣଙ୍କ ମୃତ୍ୟୁ ହୋଇସାରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଫୋନ ଅଧିକ ବ୍ୟବହାର କଲେ ବୃଦ୍ଧି ହୋଇପାରେ ମେଦବହୁଳତା, ଗବେଷଣା ରିପୋର୍ଟ…

ଓ୍ବାଶିଂଟନ, ୧।୯ : ମୋବାଇଲ ଫୋନ ଠାରୁ ଆରମ୍ଭ କରି ଲାପଟପ ଏବଂ ଟ୍ୟାବ ଆଦି ସହିତ ଅଧିକ ସମୟ ବିତାଇବା ଦ୍ୱାରା ମେଦବହୁଳତା ତଥା...

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...

ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ...

୧୫୭ ଥର ଡ୍ରାଇଭିଂ ଟେଷ୍ଟରେ ଫେଲ୍‌ ହେଲେ ବ୍ୟକ୍ତି, ଆଉ ତା’ ପରେ …

ଡ୍ରାଇଭିଂ ଟେଷ୍ଟରେ ଜଣେ ବ୍ୟକ୍ତି ଥରେ, ଦୁଇ ଥର କିମ୍ବା ଅତି ବେଶିରେ ଦଶ ଥର ଫେଲ୍‌ ହୋଇଥାନ୍ତି। ମାତ୍ର ଇଂଲଣ୍ଡରେ ରହୁଥିବା ଜଣେ ବ୍ୟକ୍ତି...

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ଦକ୍ଷିଣ କୋରିଆ, ଜାପାନରେ ଗ୍ରୀଷ୍ମପ୍ରବାହ: ୧୩ ଲୋକଙ୍କ ମୃତ୍ୟୁ, ତାପାମାତ୍ରା ୪୦ ଡିଗ୍ରୀ ପାଖାପାଖି

ଟୋକିଓ,୧।୮: ଦୁନିଆର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ବିପର୍ଯ୍ୟୟର କାରଣ ପାଲଟିଥିବା ବେଳେ କେତେକ ସ୍ଥାନରେ ଅତ୍ୟଧିକ ଉତ୍ତାପ ଯୋଗୁ ଲୋକଙ୍କର ଜୀବନ ଯାଉଛି। ଏହି...

ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସୁଦ୍ଧା ୩୯ରେ ପହଞ୍ଚିଥିବା ବେଳେ ଭୁବନେଶ୍ୱରର ୩୨ ଜଣ ଅଛନ୍ତି। ଏଥିରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ...

ସିଡ଼ିଏମଓଙ୍କୁ ସ୍ବାସ୍ଥ୍ୟକର୍ମୀ ଦେଲେ ଦାବିପତ୍ର

ବରଗଡ଼ ଅଫିସ୍‌,୧୮।୫: ସରକାର ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ଭାବେ ଅଭିହିତ କରିଛନ୍ତି । ଏହା ସହିତ ଅଗ୍ରୀମ ଦରମା ପ୍ରଦାନ ପାଇଁ ମଧ୍ୟ ଘୋଷଣା ହୋଇଛି...

Advertisement
Archives

Model This Week