ଆମେରିକା କଲରାଡୋ ଜଙ୍ଗଲରେ ନିଆଁ: ଉଜୁଡିଗଲା ଶହ ଶହ ଘର

ଦେନଭର,୧ ।୧: ଆମେରିକା କଲରାଡୋ ରାଜ୍ୟର ଦେନଭର ଜଙ୍ଗଲରେ ନିଆଁ ଲାଗି ପାଖାପାଖି ୫୮୦ ଘର, ଗୋଟିଏ ହୋଟେଲ ଓ ଏକ ଶପିଂ ମଲ ଜଳି ଯାଇଥିବା ଜଣାପଡିଛି । ଆଖପାଖର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଦେନଭର ବାହାର ଅଞ୍ଚଳରେ ଗୁରୁବାର ଲାଗିଥିବା ନିଆଁରେ ଅତିକମରେ ୭ଜଣ ଆହତ ହୋଇଥିବା ସୂଚନା ମିଳିଛି । ନିଆଁ ଲାଗିଥିବା ସ୍ଥାନରେ ଘଣ୍ଟା ପ୍ରତି ୧୬୯ କିଲୋମିଟର ବେଗରେ ପବନ ବହିବାରୁ ନିଆଁ ଖୁବଶୀଘ୍ର ବ୍ୟାପି ଯାଇଥିବା କହିଛନ୍ତି ବୋଲ୍ଡର କାଉଣ୍ଟିର ଶେରିଫ(କାଉଣ୍ଟିରେ ଆଇନ ମାମଲାର ଅଧିକାରୀ) ପେଲ । ନିଆଁର ମାତ୍ରା ଏତେ ଅଧିକ ଥିଲା ଯେ ତତ୍କାଳ ଏହାକୁ ନିୟନ୍ତ୍ରଣ କରି ହୋଇ ନ ଥିବା ସେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁ ପରିସ୍ଥିତି ସାମ୍ନା କରିବାକୁ ଆମେରିକା ପ୍ରସ୍ତୁତ’

ଓ୍ବାଶିଂଟନ,୨୧।୫: ଆମେରିକାର ରାଷ୍ଟ୍ରପତି ଜୋ- ବାଇଡେନ ଏବଂ ଦକ୍ଷିଣ କୋରିଆ ପ୍ରତିପକ୍ଷ ୟୋନ ସୁକ୍‌-ୟୋଲଙ୍କ ମଧ୍ୟରେ ପ୍ରଥମ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଛି। ଏହି ସମୟ...

ମାରିଉପୋଲରେ ପ୍ରଥମ ରାସାୟନିକ ଅସ୍ତ୍ରର ପ୍ରୟୋଗ!

କ୍ୱିଭ,୧୨ ।୪: ବେଳକୁ ବେଳ ବଢି ଚାଲିଛି ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ । ତେବେ ରାସାୟନିକ ଅସ୍ତ୍ରର ବ୍ୟବହାରକୁ ନେଇ ସାରା ବିଶ୍ୱ ଚିନ୍ତାରେ...

ବାଳିକାଙ୍କ ଶିକ୍ଷାବନ୍ଦକୁ ବର୍ଷେ ପୂରିଲା, ନିନ୍ଦା କଲା ଜାତିସଂଘ…

ଜେନେଭା/କାବୁଲ, ୧୮।୯ : ଆଫଗାନିସ୍ତାନରେ ତାଲିବାନ ପକ୍ଷରୁ ବର୍ଷେ ବ୍ୟାପୀ ବାଳିକାଙ୍କ ଶିକ୍ଷାବନ୍ଦ କରାଯାଇଥିବା ଘଟଣାରେ ଜାତିସଂଘ ପକ୍ଷରୁ କଡ଼ା ନିନ୍ଦା କରାଯାଇଛି। ତାଲିବାନ ଶାସନକୁ...

ପତ୍ନୀଙ୍କ ସହ ପାକିସ୍ତାନ ଯିବେ ପ୍ରିନ୍ସ ଓ୍ବିଲିୟମ୍ସ

ଇସଲାମାବାଦ,୫।୧୦: ବ୍ରିଟେନର ରାଜ ଦମ୍ପତି ପ୍ରିନ୍ସ ଓ୍ବିଲିୟମ୍ସ ଓ କେଟ ମିଡିଲଟନ ଅକ୍ଟୋବର ମଧ୍ୟ ଭାଗରେ ପାକିସ୍ତାନ ଗସ୍ତ କରିବେ ବୋଲି ଜଣାପଡିଛି। ସେଠାରେ ସେ...

ଲିଭିଲା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ : ବଢିଲା ବନ୍ୟା ଆଶଙ୍କା

ସିଡ୍‌ନୀ,୧୮।୧: ଗତ ଗୁରୁବାର ପୂର୍ବ ଅଷ୍ଟ୍ରେଲିଆରେ ହୋଇଥିବା ବର୍ଷାରେ ସେଠାକାର ଜଙ୍ଗଲରେ ଲାଗିଥିବା ନିଆଁ ଅନେକାଂଶରେ ଲିଭିଯାଇଛି। ହେଲେ ଏହା ଫଳରେ ବନ୍ୟା ଆଶଙ୍କା ଦେଖାଯାଇଛି।...

ହେଲିକପ୍ଟରରୁ ଟଙ୍କା ବର୍ଷା

ଇସଲାମାବାଦ୍‌,୧୬।୩: ଆକାଶରୁ ହେଲିକପ୍ଟରରେ ଟଙ୍କା ଏବଂ ଫୁଲ ବର୍ଷା ହେଉଥିବାରୁ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ରାଜରାସ୍ତାରେ ଲୋକେ...

ଦକ୍ଷିଣ ଇରାନ ବନ୍ୟାରେ ଗଲା ୨୧ ଜୀବନ

ତେହରାନ, ୨୫।୭: ପ୍ରବଳ ବର୍ଷା କାରଣରୁ ସାଉଥର୍ନ ଇରାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋଟର୍ର୍ ଅନୁସାରେ ବନ୍ୟାରେ ପ୍ରାୟ ୨୧ଜଣଙ୍କ ମୃତ୍ୟୁ...

ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍‌

ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍‌ ବୁଲେଟ ଟ୍ରେନ୍‌ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍‌...

Advertisement
Archives

Model This Week