ଆମେରିକା, ଚାଇନାଠାରୁ ଭାରତରେ କରୋନା ମୃତ୍ୟୁହାର ଅଧିକ !

ନୂଆଦିଲ୍ଲୀ,୧୨।୪: କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ଆମେରିକାକୁ ତା’ର ଠିକଣା କରି ନେଇଛି। ଏବେ ଆମେରିକାରେ ଗୋଟିଏ ଦିନରେ ପାଖାପାଖି ୨ ହଜାର ଲୋକଙ୍କ ମୃତ୍ୟୁ ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ଅନ୍ୟପଟେ ଆଲୋଚନା ହେଉଛି କି ଭାରତରେ କରୋନା ମୃତ୍ୟୁହାର ଅନ୍ୟ ଦେଶ ତୁଳନାରେ ଅଧିକ। ମିଳିଥିବା ସୂଚନା ଅନୁଯାୟୀ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୫୬ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୨୭୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ପ୍ରାୟ ୭,୩୬୭ ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ହେଲେ ଭାରତର ଏହି ମୃତ୍ୟୁହାର ଆମେରିକା ଓ ଚାଇନାଠାରୁ ଅଧିକ ହୋଇପାରେ ବୋଲି ଅନୁମାନ କରାଯାଉଛି। ଦକ୍ଷିଣ କୋରିଆ, ଜର୍ମାନୀ କରୋନା ମୁକାବିଲାରେ ସଫଳ ହୋଇଥିବା ଦେଖାଯାଉଥିବା ବେଳେ ଭାରତ ଏକ୍ଷେତ୍ରରେ ଟିକେ ପଛରେ ଅଛି ବୋଲି କୁହାଯାଉଛି। କିନ୍ତୁ ଇଟାଲୀ, ସ୍ପେନ, ବ୍ରିଟେନ, ସ୍ବୀଡେନ, ନେଦରଲାଣ୍ଡସ୍‌ ଭଳି ଦେଶରେ କରୋନା ମୃତ୍ୟୁହାର ଭାରତଠାରୁ ଅଧିକ ରହିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri