ଆମେରିକା-ଚାଇନା ମଧ୍ୟରେ ବଢ଼ୁଛି ବିବାଦ: ଚେଙ୍ଗୁଡ଼ ଦୂତାବାସ ବନ୍ଦ କରିବାକୁ ନିର୍ଦ୍ଦେଶ

ବେଜିଂ,୨୪।୭: ଆମେରିକା ଓ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ହଷ୍ଟନ ସହରରେ ଥିବା ଚାଇନା ଦୂତାବାସକୁ ବନ୍ଦ କରିବାକୁ ନେଇ ଆମେରିକାର ନିଷ୍ପତ୍ତି ପରେ ଚାଇନା ମଧ୍ୟ ଅନୁରୂପ ଆଭିମୂଖ୍ୟ ଗ୍ରହଣ କରିଛି। ଚେଙ୍ଗଡୁ ସହରରେ ଥିବା ଦୂତାବାସକୁ ବନ୍ଦ କରିବାକୁ ଚାଇନା ଆମେରିକାକୁ ନିର୍ଦ୍ଦେଶ ଦେଇଛି। ଶୁକ୍ରବାର ଚାଇନା ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ଏକ ବୟାନ ଜାରି କରାଯାଇଛି। ଚେଙ୍ଗଡୁରେ ଆମେରିକୀୟ ମହାବାଣିଜ୍ୟ ଦୂତାବାସର ସ୍ଥାପନା ଏବଂ ପରିଚାଳନା ପାଇଁ ଚାଇନା ଦେଇଥିବା ସହମତିକୁ ପ୍ରତ୍ୟାହାର କରିନେଇଛି। ଏନେଇ ଚାଇନା ଆମେରିକାକୁ ନିଜ ନିଷ୍ପତ୍ତି ବିଷୟରେ ଜଣାଇଦେଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଚାଇନାର ଏଭଳି ପଦକ୍ଷେପ ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଆହୁରି ବଢ଼ିବାର ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri