ଆମେରିକା ତାଗିଦ୍‌କୁ ଭୟ ନାହିଁ: ପୁଣି ଆଣବିକ ପରୀକ୍ଷଣ କଲା ଉତ୍ତରକୋରିଆ

ଓ୍ବାଶିଂଟନ, ୧୫।୧୨: ଆମେରିକା ତାଗିଦ୍‌କୁ ଭୟ ନ କରି ଉତ୍ତରକୋରିଆ ପୁଣି ଥରେ ଆଣବିକ ପରୀକ୍ଷଣ କରିଛି। ସୋହେ ସ୍ଥିତି ପରୀକ୍ଷଣ କେନ୍ଦ୍ରରେ ଏହା କରାଯାଇଛି। ଆମେରିକା-ଉତ୍ତରକୋରିଆ ମଧ୍ୟରେ ଆଣବିକ ପରୀକ୍ଷଣ ନେଇ ହୋଇଥିବା ଚୁକ୍ତିର ଏହା ଅବମାନନା ବୋଲି କୁହାଯାଉଛି। ଇତିମଧ୍ୟରେ ଉତ୍ତରକୋରିଆ ୨ଟି ଆଣବିକ ପରୀକ୍ଷଣ କରିଥିବା ସ୍ଥାନୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତରକୋରିଆ ନୂଆ ଆଣବିକ ଅସ୍ତ୍ରଶସ୍ତ୍ର ନିର୍ମାଣ ପାଇଁ ଯୋଜନା କରିଥିବା ଜେନେରାଲ ଷ୍ଟାଫ୍‌ ମୁଖ୍ୟ ପାକ୍‌ ଜୋନ୍‌ ଚୋନ୍‌ କହିଥିଲେ। ଏଥିଲାଗି ଆବଶ୍ୟକ ଜ୍ଞାନକୌଶଳ ଏକାଠି କରାଯାଉଥିବା ସେ ସୂଚନା ଦେଇଥିଲେ। ଏନେଇ ଆମେରିକା ଏବଂ ଉତ୍ତରକୋରିଆ ମଧ୍ୟରେ ଉତ୍ତେଜନା କ୍ରମଶଃ ବଢ଼ିବାରେ ଲାଗିଛି। ଏହାଯୋଗୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri