Posted inଜାତୀୟ

ଆମେରିକା-ତାଲିବାନ୍‌ ଶାନ୍ତିଚୁକ୍ତି ନେଇ ମୋଦିଙ୍କୁ ଘେରିଲା କଂଗ୍ରେସ: ଭୁଲିଗଲଣି କି କାନ୍ଦାହାର ?

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିଛି। ଆମେରିକା ଏବଂ ଆତଙ୍କବାଦୀ ସଂଗଠନ ତାଲିବାନ ମଧ୍ୟରେ ଶାନ୍ତିଚୁକ୍ତି ନେଇ କଂଗ୍ରେସ ଏଭଳି କରିଛି। ମୋଦି କାନ୍ଦାହାର ଘଟଣାକୁ ଭୁଲି ଯାଇଛନ୍ତି କି ବୋଲି କଂଗ୍ରେସ ପ୍ରଶ୍ନ କରିଛି। ଏହାଦ୍ୱାରା ଭାରତ ପକ୍ଷରୁ ହୋଇଥିବା ସାମରିକ କାର୍ଯ୍ୟ କ’ଣ ବେକାର ହେବ ବୋଲି କଂଗ୍ରେସ ପ୍ରଶ୍ନ କରିଛି। ଏହି ଘଟଣାରେ ଆତଙ୍କବାଦୀ ମାସୁଦ୍‌ ଅଝାରଙ୍କୁ ବାଧ୍ୟ ହୋଇ ମୁକ୍ତ କରାଯାଇଥିଲା। ତେଣୁ ମୋଦି ସରକାର ଏସବୁ ଭୁଲିଯିବା ଉଚିତ ନୁହେଁ ବୋଲି କଂଗ୍ରେସ କହିଛି। ସୂଚନାଯୋଗ୍ୟ, ୧୯୯୯ ଡିସେମ୍ବର ୨୪ରେ ତାଲିବାନ ଆତଙ୍କବାଦୀ ନେପାଳର କାଠମାଣ୍ଡୁର ତ୍ରିଭୁବନ ବିମାନ ବନ୍ଦରରୁ ଇଣ୍ଡିଆନ୍‌ ଏୟାର ଲାଇନ୍ସ୍‌ର ଆଇସି-୮୧୪ ବିମାନକୁ ଅପହରଣ କରିନେଇ ଆଫଗାନିସ୍ତାନର କାନ୍ଦାହାରରେ ପହଞ୍ଚି ଥିଲେ। ସେତେବେଳେ କାନ୍ଦାହାର ତାଲିବାନ ସଂଗଠନର ନିୟନ୍ତ୍ରଣରେ ଥିଲା। ପରେ ଆତଙ୍କବାଦୀ ମାସୁଦ୍‌ଙ୍କୁ ମୁକ୍ତ କରାଯିବା ପରେ ଡିସେମ୍ବର ୩୧ରେ ବିମାନ ଭାରତକୁ ଫେରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ଚାଲିଗଲା ୧୮ଜଣଙ୍କ ଜୀବନ, ୬ଜଣ ଗୁରୁତର

ଭେଟ୍‌ଲାପାଲେମ୍‌,୨୮ା୨: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରେ ଥିବା ଏକ ବାଣ କାରଖାନାରେ ଶନିବାର ଭୟଙ୍କର ବିସ୍ପୋରଣ ଘଟିଛି। ବିସ୍ପୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri