ଆମେରିକା ଦୂତାବାସ ନିକଟରେ ୨ କ୍ଷେପଣାସ୍ତ୍ର ମାଡ଼

ବାଗଦାଦ୍‌,୨।୩: ଇରାକର ବାଗଦାଦ୍‌ଠାରେ ଥିବା ଆମେରିକା ଦୂତାବାସ ନିକଟସ୍ଥ ଗ୍ରୀନ୍‌ ଜୋନ୍‌ରେ ୨ଟି କ୍ଷେପଣାସ୍ତ୍ର ମାଡ଼ ହୋଇଛି। କ୍ଷେପଣାସ୍ତ୍ର ମାଡ଼ ହେବାପରେ ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗତ ଅକ୍ଟୋବରଠାରୁ ଇତିମଧ୍ୟରେ ଇରାକ ଉପରେ ୨୦ଥର କ୍ଷେପଣାସ୍ତ୍ର ମାଡ଼ ହୋଇଛି। ଜାନୁୟାରୀ ୩ରେ ଆମେରିକା ଇରାନ କମାଣ୍ଡର କାସିମ୍‌ ସୁଲେମାନୀଙ୍କୁ ହତ୍ୟା କରିଥିଲା। ଏହାପରେ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପୁଣି ଝଟ୍‌କା: ଭାରତ ପରେ ଏହି ଦେଶ ବ୍ୟାନ୍‌ କଲା ଚାଇନା ଆପ୍‌

ତାଇପେଇ,୨୦ା୮: ଭାରତ ପରେ ତାଇଓ୍ବାନ ମଧ୍ୟ ନିଜ ଦେଶର ସୁରକ୍ଷା ପାଇଁ ଚାଇନାର ଅନେକ ଆପ୍‌ ପ୍ରତି ପ୍ରତିବନ୍ଧକ ଲଗାଇଛି। ତାଇଓ୍ବାନର ଅଧିକାରୀମାନେ ଚାଇନାର ଷ୍ଟ୍ରିମିଂ...

ବିପଜ୍ଜନକ ସ୍ଥିତିରେ ଆଫଗାନିସ୍ତାନ

କାବୁଲ, ୨୫।୭(ଆଇଏଏନ୍‌ଏସ୍‌): ଆମେରିକା ନେତୃତ୍ୱାଧୀନ ନାଟୋ ସେନା ପ୍ରତ୍ୟାହାର ସହିତ ଅଶାନ୍ତ ହେବାରେ ଲାଗିଛି ଆଫଗାନିସ୍ତାନ। ତାଲିବାନ ଆତଙ୍କବାଦୀମାନେ ସୀମାନ୍ତବର୍ତ୍ତୀ ଅଞ୍ଚଳର ୯୦ ପ୍ରତିଶତ ନିଜ...

ହସ୍ପିଟାଲକୁ ଆତଙ୍କବାଦୀଙ୍କ ଟାର୍ଗେଟ: ୧୬ ନିହତ

କାବୁଲ,୧୪ା୫: ଆଫଗାନିସ୍ତାନ ରାଜଧାନୀ କାବୁଲର ପଶ୍ଚିମପାର୍ଶ୍ୱରେ ଥିବା ଏକ ହସ୍ପିଟାଲ ଉପରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇଜଣ...

ଆମେରିକୀୟ ସୈନ୍ୟଙ୍କୁ ପୁଣି ଟାର୍ଗେଟ କଲା ଇରାନ: ଏୟାରବେସ୍‌ ଉପରେ ୮ ରକେଟ ମାଡ଼

ବାଗଦାଦ,୧୩ା୧: ପାରମ୍ପରିକ ଶତ୍ରୁ ଇରାନ ଓ ଆମେରିକା ମଧ୍ୟରେ ଚରମ ଉତ୍ତେଜନା ଲାଗି ରହିଥିବାବେଳେ ରବିବାର ରାତିରେ ବଡ଼ ଖବର ଆସିଛି। ଇରାକରେ ଆମେରିକା ସେନାକୁ...

ବଗ୍‌ରାମ ଛାଡ଼ିଲେ ଆମେରିକା ସୈନ୍ୟ

କାବୁଲ,୩ା୭: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରୁ କିଛି ସମୟ ଧରି ଆମେରକୀୟ ସେନା ପର୍ଯ୍ୟାୟକ୍ରମେ ସ୍ବଦେଶକୁ ଫେରିବାରେ ଲାଗିଛନ୍ତି। ଏହି କ୍ରମରେ ବଗ୍‌ରାମ ବାୟୁସେନା ଘାଟିରୁ ଆମେରିକା...

ଏକା ସାଙ୍ଗରେ ୩୫ ଗର୍ଲ ଫ୍ରେଣ୍ଡଙ୍କ ସହିତ ସମ୍ପର୍କ ରଖିଥିଲେ ଯୁବକ, ତାପରେ…

ଟୋକିଓ,୨୫।୪: ଏକାଧିକ ଗର୍ଲ ଫ୍ରେଣ୍ଡ୍‌ଙ୍କ ସହିତ ସମ୍ପର୍କ ରଖିଥିବା ଯୁବକଙ୍କୁ ଶେଷରେ ହଟହଟା ହେବାକୁ ପଡ଼ିଛି। ଏଭଳି ଅଭାବନୀୟ ଘଟଣା ଜାପାନରେ ଘଟିଛି। ଏଠାରେ ଜଣେ...

ବଳାତ୍କାର ମାମଲାରୁ ବର୍ତ୍ତି ପାରିବେ ନାହିଁ ଟ୍ରମ୍ପ

ଓ୍ବାଶିଂଟନ,୮।୮: ନ୍ୟୁୟର୍କର ଜଣେ ବିଚାରପତି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଯେଉଁ ବଳାତ୍କାର ଅଭିଯୋଗ ଆସିଛି ସେଥିରୁ ସେ ବର୍ତ୍ତି ପାରିବେ ନାହିଁ।...

ମହାକାଶରେ ଶିଶୁ ହେବେ ଜନ୍ମ , ପୃଥିବୀରେ ବିତାଇବେ ଛୁଟି…

ନୂଆଦିଲ୍ଲୀ,୧୩।୧୧: ମହାକାଶକୁ ନିଜ କବ୍‌ଜାରେ ରଖିବା ପାଇଁ ସଞ୍ଚିତ ଧନ ଖର୍ଚ୍ଚ କରୁଥିବା ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ଜେଫ ବେଜୋସ ଭବିଷ୍ୟବାଣୀ କରିଛନ୍ତି ଯେ...

Advertisement


Archives

Model This Week