ଆମେରିକା ଦୂତାବାସ ନିକଟରେ ୩ କ୍ଷେପଣାସ୍ତ୍ର ମାଡ଼

ବାଗଦାଦ୍‌,୨୧।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାକର ବାଗଦାଦ୍‌ରେ ଆମେରିକା ଦୂତାବାସ ନିକଟରେ ଥିବା ହାଇ ସିକ୍ୟୁରିଟି ଗ୍ରୀନ୍‌ ଜୋନ୍‌ ଅଞ୍ଚଳରେ ଇରାନ୍‌ ୩ଟି କ୍ଷେପଣାସ୍ତ୍ର ମାଡ଼ କରିଛିି। କ୍ଷେପଣାସ୍ତ୍ର ମାଡ଼ ହେବାରୁ ସମଗ୍ର ଅଞ୍ଚଳରେ ସାଇରନ୍‌ ବାଜି ଉଠିଥିଲା। ବାଗଦାଦ୍‌ ମଧ୍ୟ ଭାଗରେ ଥିବା ଗ୍ରୀନ୍‌ ଜୋନ୍‌ରେ ବହୁ ସରକାରୀ କାର୍ଯ୍ୟାଳୟ ଏବଂ ବିଭିନ୍ନ ରାଷ୍ଟ୍ରର ଦୂତାବାସ ରହିଛି। କ୍ଷେପଣାସ୍ତ୍ର ମାଡ଼ ପରେ ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଶୁଣି କରୋନା ପଜିଟିଭ ହେବେ ୨,୫୦୦ ଲୋକ!

ଲଣ୍ଡନ,୨୬ ।୧୨: ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ନେଇ ଲଣ୍ଡନରୁ ଏକ ଚ୍ୟାଲେଞ୍ଜ...

୧୩ ମାସ ପରେ ଘରକୁ ଗଲେ ବିଶ୍ୱର ସବୁଠୁ ଛୋଟ ଶିଶୁ

ଦୁନିଆର ସବୁଠାରୁ ଛୋଟ ଶିଶୁ ଦୀର୍ଘ ୧୩ ମାସ ହସ୍ପିଟାଲରେ ରହିବା ପରେ ଏବେ ଡିସଚାର୍ଜ ହୋଇ ଘରକୁ ଯାଇଛନ୍ତି। କ୍ୱେକ ୟୁ ଜୁଆନ ଏହି...

ଆଖିବୁଜା ଗୁଳି ମାଡ଼: ୧୦୦ରୁ ଅଧିକ ମୃତ, ଭୟରେ ଗାଁ ଛାଡୁଛନ୍ତି ଗ୍ରାମବାସୀ

ଆଦିସ୍‌ ଅବା,୨୪।୧୨: ଆଫ୍ରିକାର ଇଥୋପିଆରେ ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳି ମାଡ଼ରେ ୧୦୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଛି। ବୁଲେନ କାଉଣ୍ଟିର ବେକୋଜି ଗାଁରେ ଏଭଳି ଅଭାବନୀୟ...

ପାକିସ୍ତାନରେ ୩ ତାଲିବାନ ଆତଙ୍କବାଦୀ ଗିରଫ

ଲାହୋର,୧୪।୧୨: ରାଓ୍ବଲପିଣ୍ଡି ବିସ୍ଫୋରଣ ଘଟଣାରେ ଜଡ଼ିତ ଥିବା ୩ ତାଲିବାନ ଆତଙ୍କବାଦୀଙ୍କୁ ଗିରଫ କରିଛି ପାକିସ୍ତାନର ସୁରକ୍ଷା ସଂସ୍ଥା। ରାଓ୍ବଲପିଣ୍ଡର ଗ୍ୟାରିସନ୍‌ ସହରର ଗଞ୍ଜ ମଣ୍ଡି...

ଡିସେମ୍ବରରେ ମୋଦି-ହାସିନା ଭର୍ଚୁଆଲ୍‌ ବୈଠକ

ନୂଆଦିଲ୍ଲୀ/ଢାକା, ୧୯।୧୦: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଂଳାଦେଶ ପ୍ରତିପକ୍ଷ ଶେଖ୍‌ ହାସିନାଙ୍କ ମଧ୍ୟରେ ଡିସେମ୍ବରରେ ଭର୍ଚୁଆଲ୍‌ ବୈଠକ ଅନୁଷ୍ଠିତ ହେବ। ଏହା ଡିସେମ୍ବର...

୨୦୦୦ ଶିଶୁଙ୍କୁ ଅପହରଣ କରିଛି ରୁଷିଆ…

କ୍ୱିଭ୍‌, ୨୮।୩ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଭିଯୋଗ କରିଛନ୍ତି ଯେ, ରୁଷିଆ ୨୦୦୦...

ଓପେକ ଦେଶ ତୈଳ ଉତ୍ପାଦନ କମାଇବାକୁ କଲେ ଘୋଷଣା, ଦିନକୁ ଦୁଇ ନିୟୁତ ବ୍ୟାରେଲ ହେବ ହ୍ରାସ…

ଭିଏନା,୬।୧୦ : କରୋନା ମହାମାରୀର ଅଢ଼େଇ ବର୍ଷ ଓପେକ ସଦସ୍ୟ ଦେଶର ପ୍ରତିନିଧୀମାନେ ଭିଏନାରେ ଏକାଠି ହୋଇ ତୈଳ ଉତ୍ପାଦନ ପରିମାଣକୁ ପ୍ରତିଦିନ ଦୁଇ ନିୟୁତ...

ମୋଜା ପିନ୍ଧି ଶୋଇଲେ ଦମ୍ପତିଙ୍କ ମଧ୍ୟରେ ସମ୍ପର୍କ ହୁଏ ଦୃଢ

ଶୀତଦିନେ କେତେକେ ମୋଜା ପିନ୍ଧି ଶୋଇଥାନ୍ତି। ମାତ୍ର ସବୁଦିନେ ମୋଜା ପିନ୍ଧି ଶୋଇଲେ ଲାଭ ମିଳିଥାଏ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବିଶେଷ କରି ସ୍ତ୍ରୀସ୍ବାମୀ ଶୋଇବା...

Advertisement
Archives

Model This Week