ଆମେରିକା ଭିଜା: ଆବେଦନକାରୀଙ୍କୁ ଦେବାକୁ ହେବ ୫ ବର୍ଷର ସୋସିଆଲ ମିଡ଼ିଆ ତଥ୍ୟ

ଓ୍ବାଶିଂଟନ,୨।୬: ଆମେରିକା ଭିଜା ବ୍ୟବସ୍ଥାରେ ଏବେ ନୂଆ ନିୟମ ସଂଯୁକ୍ତ କରାଯାଇଛି। ଏବେ ଏଥିପାଇଁ ଆବେଦନକାରୀଙ୍କୁ ସୋସିଆଲ୍‌ ମିଡ଼ିଆ ତଥ୍ୟ, ଇମେଲ୍‌ ଠିକଣା ତଥା ଫୋନ୍‌ ନମ୍ବର ସୂଚନା ଦେବାକୁ ପଡ଼ିବ। ଗତ ୫ ବର୍ଷ ଧରି ଆବେଦନକାରୀ ବ୍ୟବହାର କରୁଥିବା ସୋସିଆଲ୍‌ ମିଡ଼ିଆର ୟୁଜର ନେମ୍‌ ସମ୍ପର୍କିତ ତଥ୍ୟ ଦେବାକୁ ପଡ଼ିବ। ସୂଚନାଯୋଗ୍ୟ, ବାର୍ଷିକ ୧୪.୭ ନିୟୁତ ଆବେଦନକାରୀ ଭିଜା ଲାଗି ଆବେଦନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରୁଷିଆ-ୟୁକ୍ରେନ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

କ୍ୱିଭ୍‌,୧ା୪: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧ ମାସରୁ ଊର୍ଦ୍ଧ୍ୱ ହେବ ଚାଲିଛି। ଏହାକୁ ବନ୍ଦ କରିବା ଏବଂ ସମାଧାନ ପାଇଁ ଏପର୍ଯ୍ୟନ୍ତ ଅନେକଥର ଆଲୋଚନା ହୋଇସାରିଲାଣି।...

ପାକିସ୍ତାନରେ ଜଳ ସଙ୍କଟ ଅଣାୟତ୍ତ

ଇସଲାମାବାଦ,୨୩।୩: ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ମଧ୍ୟ ବର୍ତ୍ତମାନ ଜଳ ସଙ୍କଟର ସମ୍ମୁଖୀନ ହୋଇଛି। ଦିନକୁ ଦିନ ପାକିସ୍ତାନରେ ଅବସ୍ଥା ଖରାପ ହେବାରେ...

ରୁଷିଆ ଉପରେ ୟୁକ୍ରେନ୍‌ ଭାରୀ

କିଭ୍‌,୩ା୫: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ୬୮ ଦିନ ପୂରିଥିବାବେଳେ ଏତେ ଦିନ ଯୁଦ୍ଧ ଲମ୍ବିବା ମସ୍କୋ ପାଇଁ ଚିନ୍ତାର କାରଣ ପାଲଟିଛି। ଶକ୍ତିଶାଳୀ ରୁଷିଆ...

‘ଏଲ୍‌ଏସିରେ ଶାନ୍ତି ବଜାୟ ରଖିବାକୁ ଗମ୍ଭୀରତା ସହ ଚିନ୍ତା କରୁ ଚାଇନା’

ବେଜିଂ,୨୩।୬: ବ୍ରିକ୍ସ ସମ୍ମିଳନୀ ପୂର୍ବରୁ ଚାଇନାରେ ଭାରତୀୟ ରାଜଦୂତ ପ୍ରଦୀପ କୁମାର ରାୱତ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ଭେଟି ସୀମାବର୍ତ୍ତୀ ଅଞ୍ଚଳରେ ଶାନ୍ତି...

ଲଣ୍ଡନର ଚର୍ଚ୍ଚ ବାହାରେ ଗୁଳିକାଣ୍ଡ, ୬ ଆହତ, ୭ ବର୍ଷର ଝିଅ ଗୁରୁତର

ଲଣ୍ଡନ,୧୫ ।୧: ଲଣ୍ଡନର ଏକ ଚର୍ଚ୍ଚ ନିକଟରେ ଶନିବାର ହୋଇଥିବା ଗୁଳିକାଣ୍ଡରେ ଆହତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଏହାର ସୂଚନା ଲଣ୍ଡନର ମେଟ୍ରୋପଲିଟାନ ପୋଲିସ...

ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମରେ ୧୫୦୦୦ ଲୋକଙ୍କର ହୋଇଛି ମୃତ୍ୟୁ: ଡବ୍ଲୁଏଚଓ

ଜେନେଭା,୮ ।୧୧: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ୟୁରୋପର କ୍ଷେତ୍ରୀୟ ନିର୍ଦ୍ଦେଶକ ଡା. ହଂସ ହେନରି କ୍ଲୁଜ ସୋମବାର କହିଛନ୍ତି, ଚଳିତ ବର୍ଷ ୟୁରୋପରେ ଗରମ ଯୋଗୁ...

ଚଳନ୍ତା କାର ଉପରେ ବସିଲା ହାତୀ: ଭିଡ଼ିଓ ଭାଇରାଲ

ବ୍ୟାଙ୍କକ୍‌,୬।୧୧: ଥାଇଲାଣ୍ଡରେ ଥିବା ଖାଓ ୟାଇ ଜାତୀୟ ଉଦ୍ୟାନରେ ଏକ ଚଳନ୍ତା କାର ଉପରେ ହାତୀ ବସିବାକୁ ପ୍ରୟାସ କରୁଥିବା ଦୃଶ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ...

ହଜ ପାଇଁ ବିନା ମାସ୍କରେ ସୌଦି ଅରବ ପହଞ୍ଚୁଛନ୍ତି ମୁସଲମାନ, କରୋନା କଟକଣାରେ ଗତ ମାସରେ ହଟିଥିଲା କିଛି ପ୍ରତିବନ୍ଧକ

ମକ୍କା,୭ ।୭: ହଜ ପାଇଁ ବିଶ୍ୱର ସମସ୍ତ ପ୍ରାନ୍ତରୁ ହଜାର ହଜାର ମୁସଲମାନ ଭକ୍ତ ପବିତ୍ର ସ୍ଥଳ ସୌଦି ଅରବର ମକ୍କାରେ ପହଞ୍ଚୁଛନ୍ତି । କରୋନା...

Advertisement
Archives

Model This Week