ଆମେରିକା ଯାତ୍ରା କଲେ ଜିଲାପାଳ ଶୁଭମ ସକସେନା : ଅନ୍ତର୍ଜାତୀୟ ସମ୍ମିଳନୀରେ ଦେବେ ଯୋଗ

ସମ୍ବଲପୁର,୧୬।୧୦(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଶୁଭମ ସକ୍‌ସେନା ଆମେରିକାର ନାସଭିଲ୍ଲେ ଆଣ୍ଡ୍‌ ହଷ୍ଟେନଠାରେ ଇଣ୍ଟରନ୍ୟାଶନାଲ ସିଟି/ କଣ୍ଟ୍ରି ମ୍ୟାନେଜର୍ସ ଆସୋସିଏଶନ୍‌ (ଆଇସିଏମ୍‌ଏ)ର ସମ୍ମିଳନୀରେ ଯୋଗଦେବାକୁ ଯାତ୍ରା କରିଛନ୍ତି । ୧୦୫ତମ ଏହି ସମ୍ମିଳନୀ ୧୪ ତାରିଖଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଓଡ଼ିଶାରୁ ଏକ ମାତ୍ର ପ୍ରତିନିଧିଭାବେ ତାଙ୍କୁ ଚୟନ କରାଯାଇ ଥିବାବେଳେ ସେଠାରେ ସେ ଅତିଥି ଓ ବକ୍ତାଭାବେ ଯୋଗଦେବେ । ମହାନଗର ପରିଚାଳନା ସମ୍ପର୍କିତ ବିଷୟରେ ସେ ଆଲୋଚନା କରିବେ । ସୂଚନାଯୋଗ୍ୟ ଯେ, ଜିଲାପାଳ ସକ୍‌ସେନା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ କମିଶନର ଓ ପ୍ରଶାସନିକ ଦାୟିତ୍ୱ ନିର୍ବାହ ଭାବେ କାର୍ଯ୍ୟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri