ଆମେରିକା ଯିବେ ନାହିଁ ଆଫଗାନ ରାଷ୍ଟ୍ରପତି

କାବୁଲ,୭।୯: ଆଫଗାନୀସ୍ତାନର ରାଷ୍ଟ୍ରପତି ଅଶରଫ ଗନି ଶନିବାର ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେ ଆମେରିକରା ଗସ୍ତ କରୁ ନାହାଁନ୍ତି ବୋଲି ଜଣାପଡିଛି। ଗନିଙ୍କ ସହ ୧୩ଜଣ ସଦସ୍ୟ ବିଶିଷ୍ଟ ଏକ ପ୍ରତିନିଧି ମଣ୍ଡଳ ମଧ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ଏଥିରେ ପରିବର୍ତ୍ତନ କରାଯାଇଛି। ଏହି ଗସ୍ତ ବାତିଲ କାର୍ଯ୍ୟକ୍ରମର କୌଣସି ସଠିକ୍‌ କାରଣ ଜଣାପଡି ନ ଥିବା ବେଳେ କେତେକ ଗଣମାଧ୍ୟମ ସୂଚନା ଦେଇଛନ୍ତି କି ଉଭୟ ଦେଶର ଅଧିକାରୀଙ୍କ ମଧ୍ୟରେ ଗଣ୍ଡଗୋଳ ପାଇଁ ଏହି ଗସ୍ତକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଇଟ ହାଉସରେ ରୋଷେଇ ଦାୟିତ୍ୱ ନେଇଛନ୍ତି ମେଲାନିଆ

ଓ୍ବାଶିଂଟନ,୨୧।୭: କରୋନା ଭାଇରସ ମହାମାରୀ ସମୟରେ ଏବେ ଦ୍ୱିପ୍ରହର ରୋଷେଇର ଦାୟିତ୍ୱ ନେଇଛନ୍ତି ଆମେରିକାର ଫାଷ୍ଟ ଲେଡି ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହଧର୍ମିଣୀ ମେଲାନିଆ...

ଇମ୍ରାନଙ୍କ ପରାମର୍ଶଦାତା ନଇମ-ଉଲ୍‌-ହକ୍‌ଙ୍କ ପରଲୋକ

କରାଚି,୧୬।୨:ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ପରାମର୍ଶଦାତା ତଥା ସ୍ବତନ୍ତ୍ର ସହାଯ୍ୟକାରୀ ନଇମ-ଉଲ୍‌-ହକ୍‌ଙ୍କର ଶନିବାର ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ କ୍ୟାନସରରେ ପୀଡିତ ଥିବା ବେଳେ...

ଯୁଦ୍ଧ ପରେ ଅସ୍ତ୍ରବିରତି

ଗାଜା ସିଟି/ଜେରୁଜେଲମ୍‌,୨୨ା୫ :ଅନ୍ତର୍ଜାତୀୟ ଚାପରେ ମୁଣ୍ଡ ନୁଆଇଛନ୍ତି ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ର ହମାସ୍‌ କଠୋରପନ୍ଥୀ। ଉଭୟ ପକ୍ଷଙ୍କ ମଧ୍ୟରେ ୧୧ ଦିନ ଧରି ଚାଲିଥିବା ସଂଘର୍ଷରେ...

ଫ୍ରାନ୍ସ୍‌ରେ କରୋନାର ମୃତ୍ୟୁ ତାଣ୍ଡବ: ମହଙ୍ଗା ପଡ଼ିଲା ଚର୍ଚ୍ଚର ସାମୁହିକ ପ୍ରାର୍ଥନା

ପ୍ୟାରିସ୍‌,୩୧।୩: କରୋନା ସଂକ୍ରମଣ ଯୋଗୁ ଫ୍ରାନ୍ସ୍‌ରେ ମୃତ୍ୟୁର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୩,୦୨୪ ଛୁଇଁଛି। ଗୋଟିଏ ଦିନରେ ଏଠାରେ ୪୧୮...

୬ ମାସର ଶିଶୁ କରୋନା ପଜିଟିଭ୍‌

ଲଣ୍ଡନ,୧୩।୪: ପୂର୍ବରୁ ହୃଦ୍‌ରୋଗ ସମ୍ବନ୍ଧୀୟ ସମସ୍ୟା ଭୋଗୁଥିବା ୬ମାସର ଶିଶୁ ଏବେ କରୋନାରେ ସଂକ୍ରମିତ। କରୋନାରେ ସଂକ୍ରମିତ ହେବା ପରେ ଉକ୍ତ ଶିଶୁଟିକୁ ହସ୍ପିଟାଲରେ ଭର୍ତ୍ତି...

କରୋନାରେ ବ୍ରିଟିଶ୍‌ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ

ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍‌ରୋଗ...

ତୁର୍କୀରେ ମିଳିଲା ସୁନାର ଭଣ୍ଡାର, ବହୁ ଦେଶର ଜିଡିପି ଠାରୁ ଅଧିକ

ଅଙ୍କାରା,୨୫।୧୨- ତୁର୍କୀର ସାର ଉତ୍ପାଦନକାରୀ କମ୍ପାନୀ ଗୁବର୍ଟାସ ଏବଂ ଦେଶର କୃଷି କ୍ରେଡିଟ କୋଅପରେଟିଭ ମୁଖ୍ୟ ଫାରେଟିନ ପୋୟରାଜ ଏକ ସୁନାର ଭଣ୍ଡାର ଆବିଷ୍କାର କରିଛନ୍ତି।...

କରୋନା ଡର: କର୍ମଚାରୀ ଛିଙ୍କିବାରୁ ଅଫିସରୁ ଦୌଡ଼ି ପଳାଇଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୬।୯: କରୋନା ମହାମାରୀ ଆତଙ୍କ ସାରା ପୃଥିବୀରେ ଜାରି ରହିଛି। କେହି ଜଣେ ଛିଙ୍କିଲେ ଏବେ ସଭିଏଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଡ଼କୁ ବୁଲି ଚାହୁଁଛନ୍ତି।...

Advertisement


Archives

Model This Week