ଓ୍ବାଶିଂଟନ,୨୨ା୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ରେସ୍ରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ ସାମିଲ ହୋଇଛନ୍ତି। ଭାରତୀୟ ବଂଶୋଦ୍ଭବ ଟେକ୍ ଏଣ୍ଟରପ୍ରିନ୍ୟୁର୍ ବିବେକ ରାମାସ୍ବାମୀ ବୁଧବାର ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ୍ ପାର୍ଟି ପକ୍ଷରୁ ପ୍ରାର୍ଥୀ ହେବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି। ଗତ ୧୪ ତାରିଖରେ ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜ ପ୍ରାର୍ଥତ୍ତ୍ୱ ନେଇ ଘୋଷଣା କରିଥିବାବେଳେ ବିବେକ ହେଉଛନ୍ତି ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଦ୍ୱିତୀୟ ଚ୍ୟାଲେଞ୍ଜର। ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ମଧ୍ୟ ଏହି ଦୌଡ଼ରେ ପୂର୍ବରୁ ସାମିଲ ହୋଇସାରିଛନ୍ତି। ରାଷ୍ଟ୍ରପତି ନିର୍ବାଚିତ ହେଲେ ଚାଇନା ଉପରେ ଆମେରିକାର ନିର୍ଭରଶୀଳତା ହ୍ରାସ କରିବେ ବୋଲି ବିବେକ ପ୍ରତିଶ୍ରୁତି ଦେଇଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ View All
ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା
ଭୁବନେଶ୍ୱର, ୨୧।୨(ସୁନିତ୍ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…
ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….
ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…
କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା
ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…
ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ
କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍ ବିଶ୍ୱକପ୍ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…
ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…
ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍ଙ୍କ ୧୦% ନୂଆ…
ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ
ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…
ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ
ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…
ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ
ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍ର ଶେଷ…
Archives

