Posted inଜାତୀୟ

ଆମେ ଆତଙ୍କବାଦୀ ନୋହୁଁ

ନୂଆଦିଲ୍ଲୀ,୧୮ା୯(ପି.ଟି.): ଆମେ ଆତଙ୍କବାଦୀ ନୋହୁଁ। କଶ୍ମୀରରେ ଯାହା ଚାଲିଛି ତାହା ଦେଶ ହିତରେ ନୁହେଁ। ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ବଳରେ ଗୃହବନ୍ଦୀ ରଖାଯିବା ଅଗଣତାନ୍ତ୍ରିକ। ଆମେ ଯାହା କରିପାରି ନ ଥିଲୁ ସରକାର ତାହା କରିଦେଇଛନ୍ତି କହି ସୀମା ସେପଟର ଲୋକେ ତାଳି ବଜାଉଛନ୍ତି। ଦିଲ୍ଲୀର ଏମ୍ସରେ ଚିକିତ୍ସାଧୀନ କଶ୍ମୀରର ସିପିଏମ୍‌ ନେତା ମହମ୍ମଦ ତାରିଗାମୀ ଏଭଳି ଭାଷାରେ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।
ସିପିଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ସହ ଏକ ଖବରଦାତା ସମ୍ମିଳନୀରେ ପୂର୍ବତନ ବିଧାୟକ ତାରିଗାମୀ କହିଛନ୍ତି, ସେ, ଫାରୁକ୍‌ ଓ ଅନ୍ୟମାନେ ଆତଙ୍କବାଦୀ ନୁହନ୍ତି। ବର୍ତ୍ତମାନର ଘଡ଼ିସନ୍ଧି ମୁହୂର୍ତ୍ତକୁ ନେଇ ସେ ବିଚଳିତ। କଶ୍ମୀରୀମାନେ ବର୍ତ୍ତମାନର ସରକାରଠାରୁ ଅଧିକ କିଛି ଆଶା କରୁନାହାନ୍ତି ବୋଲି ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରକାଶ ଯେ, ଶ୍ରୀନଗରରେ ଗୃହବନ୍ଦୀ ଥିବା ଅସୁସ୍ଥ ତାରିଗାମୀଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଦିଲ୍ଲୀର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ସମୟ ନଷ୍ଟ କରିଥିବା ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨।୬:ଅଦାଲତଙ୍କ ସମୟ ନଷ୍ଟ କରିଥିବା ଜଣେ ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ଦକ୍ଷିଣ ମୁମ୍ବାଇ ନିବାସୀ...

ମୁଣ୍ଡରୁ ବାହାର କରିବାକୁ ପଡ଼ିବ ବାବୁ ପଣିଆ: ପ୍ରୋବେସନାରୀ ଆଇଏଏସ୍‌ ଅଫିସରଙ୍କୁ ମୋଦିଙ୍କ ପରାମର୍ଶ

ଅହମଦାବାଦ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଗସ୍ତରେ ପ୍ରୋବେସନାରୀ ଆଇଏଏସ୍‌ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ନିୟମ ଏବଂ ଭୂମିକା ମଧ୍ୟରେ ସନ୍ତୁଳନ ରଖିବା ଅପରିହାର୍ଯ୍ୟ...

ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ ରାକେଟ: ପର୍ଦ୍ଦାଫାଶ୍‌ କଲା ବିଏସ୍‌ଏଫ୍‌

କୋଲକାତା,୮।୬: ଭାରତରୁ ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ବିଏସ୍‌ଏଫ୍‌ ପକ୍ଷରୁ ଦକ୍ଷିଣ ପଶ୍ଚିମବଙ୍ଗ କରିଡୋରରେ ଚଢ଼ାଉ କରି...

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ କେଜରିୱାଲ

ନୂଆଦିଲ୍ଲୀ,୧୭ ।୮: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନକୁ ଆଉ ବର୍ଷକରୁ କମ୍ ସମୟ ବାକି ରହିଛି । ତେଣୁ ଏବେଠାରୁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରି...

ଚାଷୀଙ୍କ କଥା ଶୁଣନ୍ତୁ ସରକାର, ସେମାନେ ନୁହନ୍ତି ପାକିସ୍ତାନୀ: ଆନ୍ନା ହଜାରେ

ନୂଆଦିଲ୍ଲୀ,୨୯।୧୧: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶର ଚାଷୀ ସଂଗଠନ ଏକଜୁଟ ହୋଇଛନ୍ତି। ଚାଷୀ ସଂଗଠନକୁ ଏବେ ସମାଜସେବୀ ଆନ୍ନା ହଜାରେ ସମର୍ଥନ କରିଛନ୍ତି।...

ଉତ୍ତରପ୍ରଦେଶର ୩୧ଟି ଅଞ୍ଚଳ ସମ୍ପୂର୍ଣ୍ଣ ସିଲ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶରେ ବିଭିନ୍ନ ଜିଲାର ୩୧ରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ମଙ୍ଗଳବାର ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ସିଲ୍‌ କରାଯାଇଥିବା ଅଞ୍ଚଳକୁ ଏବେ କେହି ଯାଆସ କରିପାରିବେ ନାହିଁ।...

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ: ଜାମିଆରେ ପୋଲିସ-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ

ନୂଆଦିଲ୍ଲୀ,୧୩।୧୨: ନାଗରିକତା ସଂଶୋଧନ ବିଲ୍‌(ସିଏବି)କୁ ନେଇ ଦେଶ ସାରା ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହି ବିରୋଧର ନିଆଁ ଉତ୍ତରପୂର୍ବ ରାଜ୍ୟ ପରେ ଏବେ ଦିଲ୍ଲୀରେ...

ଅପରେଶନ୍‌ ଲୋଟସ୍‌ ଦାବି ମଧ୍ୟରେ ଆସ୍ଥା ପ୍ରସ୍ତାବ ଆଣିବେ ମାନ ସରକାର

ଚଣ୍ଡିଗଡ଼,୧୯।୯: ପଞ୍ଜାବରେ ସରକାର ଭାଙ୍ଗିବା ପାଇଁ ଭାଜପା ପକ୍ଷରୁ ‘ଅପରେଶନ ଲୋଟସ୍‌’ ଅଭିଯାନ ଚାଲିଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଅଭିଯୋଗ କରିଛି। ଏଏପିର ୧୦ଜଣ...

Advertisement
Archives

Model This Week