Posted inଜାତୀୟ

ଆମେ ଗ୍ରେନେଡ ମାଡ କରିବା ଲୋକ ନୁହେଁ କି ପଥରମାଡ଼ କରୁନାହିଁ: ଫାରୁକ ଅବଦୁଲ୍ଲା

ଶ୍ରୀନଗର,୬।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ନ୍ୟାଶନାଲ କନଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ମଙ୍ଗଳବାର କହିଛନ୍ତି ଆମେ ଗ୍ରେନେଡ ମାଡ କରିବା ଲୋକ ନୁହେଁ କି ପଥରମାଡ଼ କରୁନାହିଁ। ସେ କହିଛନ୍ତି ଅନୁଚ୍ଛେଦ ୩୭୦କୁ ନେଇ ମୋଦି ସରକାରଙ୍କ ବିରୋଧରେ ଆମେ କୋର୍ଟର ଦ୍ୱାରସ୍ଥ ହେବୁ। କାରଣ ମୋଦି ସରକାର ଆମକୁ ହତ୍ୟା କରିବାକୁ ଚାହୁଁଛନ୍ତି। ଆମେ ଶାନ୍ତିରେ ବିଶ୍ୱାସ କରୁ ଓ ଶାନ୍ତିର ସହ ଲଢିବୁ ବୋଲି ସେ କହିଛନ୍ତି। ମଙ୍ଗଳବାର ସେ ତାଙ୍କ ଘରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ସମୟରେ ଏହା କହିଛନ୍ତି। ସେ ଆହୁରି ମଧ୍ୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପରେ ବର୍ଷିଛନ୍ତି। କହିଛନ୍ତି ଆମକୁ ଗୃହବନ୍ଦୀ କରି ରଖି ଶାହ କହୁଛନ୍ତି ଯେ ଆମେ ନିଜ ଇଚ୍ଛାରେ ଘରେ ରହିଛୁ ଯାହା ଦୁଃଖଦାୟକ।


Enter your email to get our daily news in your inbox.

All Right Reserved By Dharitri.Com

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri