ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ: ୨ମୃତ, ୨ ଗୁରୁତର

ଚଣ୍ଡିଖୋଲ,୯।୯(ଡି.ଏନ୍‌.ଏ.): ଯାଜପୁର ଜିଲା ୧୬ ନଂ. ଜାତୀୟ ରାଜପଥର ବଡ଼ଚଣା ଥାନା ଅନ୍ତର୍ଗତ ବନ୍ଦାଳ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଆମ୍ବୁଲାନ୍ସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଗୁରୁତର ହୋଇଛନ୍ତି। ତେବେ ମୃତାହତଙ୍କ ପରିଚୟ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍‌ଘାଟନ ପୂର୍ବରୁ ଦୁର୍ବୃତ୍ତ ଭାଙ୍ଗିଲେ ଫଳକ

ନୂଆଗାଁ, ୨୫।୪ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକରେ ଶାସକ ଦଳର ଗୋଷ୍ଠୀକନ୍ଦଳ ଦିନକୁଦିନ ବଢ଼ିବାରେ ଲାଗିଛି। ଏହାର ପରିଣାମ ସ୍ବରୂପ ଉଦ୍‌ଘାଟନ...

କଂଗ୍ରେସ ସଭାପତିଙ୍କ ଗାଡ଼ିକୁ ଆକ୍ରମଣ

ଆନନ୍ଦପୁର,୨୮।୬: କେନ୍ଦୁଝର ଜିଲା ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଗାଡି ଭଙ୍ଗାରୁଜା...

ଖଣି ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲାର ଖଣିଖାଦାନ ଭରା ଯୋଡା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଗ୍ରାହକ ହଇରାଣ ହେଉଛନ୍ତି। ଯୋଡା ସହରରେ ଥିବା...

କରୋନାଠାରୁ ସଚେତନ ରହିବାକୁ ପରାମର୍ଶ

ରାଜନଗର, ୨୦।୩(ଡି.ଏନ୍‌.ଏ.): କରୋନା ଭାଇରସ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ଏହାର ମୁକାବିଲା ପାଇଁ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର କୂଳବର୍ତ୍ତୀ ରାଜନଗର ବ୍ଲକ ସମ୍ମିଳନୀ...

କନ୍ଧମାଳରେ ୪୮ କରୋନା ପଜିଟିଭ‌ ଚିହ୍ନଟ: ଭୟ ନ କରି ସାମାଜିକ ଦୁରତ୍ୱକୁ ଗୁରୁତ୍ୱ ଦେଲେ ଜିଲାପାଳ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳର ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ସୋମବାର ୪୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ...

ଆଇଟିଆର୍‌ ତଥ୍ୟ ଲିକ୍‌: ଅନ୍ତର୍ଜାତୀୟ ଲିଙ୍କ୍‌ ସନ୍ଦେହ: ଆନ୍ଧ୍ର ଗୋଇନ୍ଦା ବିଭାଗ, ବାୟୁସେନା ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୨୮ା୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ତଥ୍ୟ ଲିକ୍‌ ଘଟଣାରେ ଅନ୍ତର୍ଜାତୀୟ ଲିଙ୍କ୍‌ ନେଇ ସନ୍ଦେହ ପ୍ରକାଶ ପାଇବା ପରେ ପୋଲିସ...

ରାସ୍ତା ଅବରୋଧ କଲେ ଛାତ୍ରୀ,ଅଭିଭାବକ

ବାରିପଦା ଅଫିସ,୩୧ା୧: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ପାଇକବସା କସ୍ତୁରବାଗାନ୍ଧୀ ବାଳିକା ବିଦ୍ୟାଳୟ (କେଜିବିଭି)ର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଛାତ୍ରୀଙ୍କ ସମେତ ଶତାଧିକ ଅଭିଭାବକ...

ପୁଣି ବିବାଦରେ ଜିଲା ମୁଖ୍ୟ ଚିକିତ୍ସାଳୟ: ୫୦ ହଜାର ମିଳିବ କହି ୫ଶହ ନେଇ ଦଲାଲ ପାର୍‌

ଅନୁଗୋଳ ଅଫିସ, ୧ା୮ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚାଲିଛି ଦଲାଲ ରାଜ। ବିଭିନ୍ନ ସମୟରେ ଏମାନେ ଚିକିତ୍ସା ପାଇଁ ଦୂର ଦୂରାନ୍ତରୁ ଆସୁଥିବା...

Advertisement
Archives

Model This Week