ଆମ୍ବ ତୋଟାରେ କ୍ୱାରାଣ୍ଟାଇନ୍‌

ପାତ୍ରପୁର,୧୨ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ଦେଶାରୀ ଗ୍ରାମର ପରିକ୍ଷୀତ ନାଇକ ନେଲୁରରୁ ଚାଲିଚାଲି ଗତ ଶୁକ୍ରବାର ଗ୍ରାମରେ ପହଞ୍ଚତ୍ଥିଲ। ଅଙ୍ଗନଓ୍ବାଡି କର୍ମୀ ତାଙ୍କୁ ନେଇ ପାତ୍ରପୁର ମେଡିକାଲରେ ସ୍ବାସ୍ଥ୍ୟ ପରୀକ୍ଷା ସହ ବିଡ଼ିଓ, ବିଇଓ, ସିଡ଼ିପିଓ ପ୍ରମୁଖଙ୍କୁ ଜଣାଇଥିଲେ। କିନ୍ତୁ ୨ଦିନ ହେଲା କେହି କ୍ୱାରାଣ୍ଟାଇନ ଗୃହକୁ ନ ନେବାରୁ ସେ ଏବେ ନିକଟସ୍ଥ ଆମ୍ବ ତୋଟାରେ ରହୁଛନ୍ତି। ପରିବାର ଲୋକେ ସେଠାରେ ଯାଇ ଖାଇବାକୁ ଦେଇ ଆସୁଛନ୍ତି। ପ୍ରଶାସନ ତୁରନ୍ତ ତାଙ୍କୁ ଉଦ୍ଧାର କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି।…

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri