ଆମ୍‌ଲା ମୁରବା

ଆବଶ୍ୟକ ସାମଗ୍ରୀ: ଅଁଳା ୧ କିଗ୍ରା,ଫିଟିକିରି- ୫ଗ୍ରାମ୍‌, ଚିନି ୧ କିଗ୍ରା, ପାଣି।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅଁଳାକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏକ ଫର୍କ ବା କଣ୍ଟା ଚାମଚ ସାହାଯ୍ୟରେ ଅଁଳାଗୁଡିକ ଉପରୁ କଣା କରିଦିଅନ୍ତୁ। ଏକ ବଡ ପାତ୍ରରେ ପାଣି ନେଇ ସେଥିରେ ୫ଗ୍ରାମ୍‌ ଫିଟିକିରି ମିଶାନ୍ତୁ। ସେଥିରେ ଏହି ଅଁଳା ପକାଇ ରଖିଦିଅନ୍ତୁ। ସେହିପରି ୮-୧୦ ଘଣ୍ଟା ରହିବା ପରେ ଅଁଳାକୁ କାଢି ସାଧା ପାଣିରେ ୩-୪ ଥର ଭଲ ଭାବେ ଧୋଇ ଦିଅନ୍ତୁ। ଏହାକୁ ଏକ ପାତ୍ରରେ ରଖି ଚିନି ଏବଂ ଏକ କପ୍‌ ପାଣି ଦିଅନ୍ତୁ। ଏହାକୁ ଭଲ ଭାବେ ଗୋଳାଇ ୨୦ ମିନିଟ୍‌ ଛାଡି ଦିଅନ୍ତୁ। ପରେ ଏହାକୁ ଗ୍ୟାସ୍‌ ଚୁଲାରେ ବସାଇ ଅଳ୍ପ ଆଞ୍ଚରେ ଧିରେ ଧିରେ ଘାଣ୍ଟନ୍ତୁ। ଅଁଳାର ରଙ୍ଗ ବଦଳିବା ସହ ଚିନି ଗାଢ ହୋଇଗଲେ ଚୁଲା ବନ୍ଦ କରିଦିଅନ୍ତୁ। ଏହାକୁ ଘୋଡାଇ ୧୨ ଘଣ୍ଟା ଛାଡିଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଅଁଳା ମୁରବା, ଏହାକୁ ଖାଇବାର ଆନ୍ଦ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ଉପାୟ ଦାମ୍ପତ୍ୟ ଜୀବନକୁ କରିବ ସୁଦୃଢ଼ , ଜୀବନସାଥୀ ହେବେ ଖୁସି

ସମ୍ପର୍କର ଆରମ୍ଭ ହେଉ କିମ୍ବା ସମ୍ପର୍କ ଦୀର୍ଘ ସମୟ ଧରି ଚାଲିଥାଉ, ପ୍ରତ୍ୟେକ ଦମ୍ପତି ଚାହାନ୍ତି ଯେ, ସେମାନଙ୍କ ମଧ୍ୟରେ କୌଣସି ଦୂରତା ରହିବା ଉଚିତ୍‌...

ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର ୨୦୦ଗ୍ରାମ୍‌, ଘଷା ହୋଇଥିବା ଅଦା ଅଳ୍ପ, ହଳଦୀ ଅଧା ଚାମଚ, ଲାଲ୍‌ ଲଙ୍କାଗୁଣ୍ଡ ଅଧାଚାମଚ, ଗରମ ମସଲା ଅଧା ଛୋଟ ଚାମଚ,...

ଖାଲିପେଟରେ ରସୁଣ ଖାଇଲେ ଏହିସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମିଳେ ମୁକ୍ତି

ରସୁଣ କେବଳ ସ୍ବାଦ ବଢ଼ାଇ ନ ଥାଏ। ତାହା ମଧ୍ୟ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଖାଲିପେଟରେ ରସୁଣ ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଆୟୁର୍ବେଦ...

ଘଣ୍ଟାକୁ ନେଇ ବିଶ୍ୱାସ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡ଼ିଥାଏ। ସେମିତି ଏକ ବସ୍ତୁ ହେଉଛି ଘଣ୍ଟା। ସମୟ ଜାଣିବା ପାଇଁ...

ଏହି ଭାକ୍ସିନ୍‌ ନେଲେ ଆଉ ହେବନି କରୋନା…

ନୂଆଦିଲ୍ଳୀ,୨୫।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ଦେଶରେ ସାର୍ବଜନୀକ କରୋନା...

ଆଣ୍ଠୁଗଣ୍ଠି ବ୍ୟଥାର ଅତ୍ୟାଧୁନିକ ଚିକିତ୍ସା

ଆଣ୍ଠୁଗଣ୍ଠି ବାତରୋଗରେ ପ୍ରାୟ ପୃଥିବୀରେ ୬୦ ଭାଗ ଲୋକ କଷ୍ଟ ପାଉଛନ୍ତି। ଆମେ ଭାରତୀୟମାନେ ତଳେ ବସି କାମ କରୁଥିବା ଯୋଗୁ ଆଣ୍ଠୁ ବ୍ୟଥା ଅନ୍ୟ...

ତୈଳୀୟ ତ୍ୱଚାର ଯତ୍ନ

ଋତୁ ବଦଳିବା ମାତ୍ରେ ତା’ର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ବିଶେଷ କରି ବର୍ଷାଦିନେ ତୈଳୀୟ ତ୍ୱଚାରେ ବ୍ରଣ ଏବଂ ଲାଲ୍‌ ଦାନା ଭଳି ଫଳିଯାଏ।...

ନଖର ରଙ୍ଗରୁ ବି ଜାଣିହେବ ଏସବୁ ସମସ୍ୟା…

ନଖର ରଙ୍ଗରୁ ଶରୀରରେ କେଉଁ ରୋଗ ହୋଇଛି ଅବା କେଉଁ ଅଙ୍ଗ ସ୍ବାଭାବିକ ଭାବେ କାର୍ଯ୍ୟ କରୁ ନାହିଁ ତାହା ସହଜରେ ଜଣାପଡ଼ିଥାଏ। ବିଭିନ୍ନ ରୋଗ...

Advertisement
Archives

Model This Week