ଆମ ପୋଲିସ ସମିତି ବୈଠକ: ପୋଲିସ ଓ ଜନ ସମ୍ପର୍କ ସମ୍ପର୍କରେ ଆଲୋଚନା

ଲାଞ୍ଜିଗଡ଼,୨୯।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପୋଲିସ ପକ୍ଷରୁ ଆମ ପୋଲିସ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଗଡ ଥାନା ଅଧିକାରୀ ଚତୁର୍ଭୂଜ ନାୟକଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ଲାଞ୍ଜିଗଡ ସରପଞ୍ଚ ଚନ୍ଦ୍ରଧ୍ୱଜ ପେସନିଆ, ସାମାଜିକ କର୍ମୀ ଉଦୟ କୁମାର, ସେନାପତି ନାଏକ, ତ୍ରିନାଥ ମହାକୁଡ, ନିରଞ୍ଜନ ଆଚାର୍ଯ୍ୟ, ପ୍ରଦୀପ ବହିଦାର, କୈଳାସ ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏଥିରେ ସ୍ଥାନୀୟ ସମସ୍ୟା, ପୋଲିସ ଓ ଜନସମ୍ପର୍କ ଆଦି ବିଷୟରେ ବିଶଦ ଚର୍ଚ୍ଚା ଓ ଆଲୋଚନା କରାଯାଇଥିଲା । ଏସ୍‌ଆଇ ବିପିନ କୁମାର କୁଳଦୀପ ସଭା ପରିଚାଳନା କରିଥିବା ବେଳେ ଲାଞ୍ଜିଗଡ ପୋଲିସ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନରେ ଆମରଣ ଅନଶନ: ଅସୁସ୍ଥ ହେବାରେ ଲାଗିଛନ୍ତି କର୍ମଚାରୀ

କାଳିଆପାଣି,୧୦ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଟାଟା ଖଣି ମୁଖ୍ୟ ଫାଟକ ସମ୍ମୁଖରେ କାର୍ଯ୍ୟରତ କର୍ମଚାରୀ ଏବଂ ଛଟେଇ ଶ୍ରମିକଙ୍କ ଅନଶନ ବୁଧବାର ୭ମ ଦିନରେ ପହଞ୍ଚତ୍ଛି। ଗାନ୍ଧୀ ଜୟନ୍ତୀଠାରୁ...

ସ୍ତ୍ରୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋବିନ୍ଦା, ପ୍ରଭୁ ଆସିଥିଲେ ସ୍ବପ୍ନରେ

ପୁରୀ ଅଫିସ,୨୧।୩: ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ସ୍ତ୍ରୀ ସୁନିତା ଆହୁଜାଙ୍କ ସହ ରବିବାର ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।...

ଝିଆରୀଙ୍କ ତଣ୍ଟି କାଟିଦେଲେ ଦାଦା

ବୁଗୁଡ଼ା,୨୪।୧: (ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବଣପଲ୍ଲୀ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ସମ୍ପର୍କୀୟ ଦାଦାଙ୍କ...

ଦୁର୍ବୃତ୍ତଙ୍କ ଆକ୍ରମଣରେ ୨ ଯୁବକ ଗୁରୁତର

ସାଲେପୁର,୨୮।୧୧(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ମାଛୁଆତି ବଜାରରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟଲୋକେ ଯୁବକଦ୍ୱୟଙ୍କୁ ଉଦ୍ଧାର କରି ସାଲେପୁର ଗୋଷ୍ଠୀ...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଦେଓଗାଁ ଆଡିସନାଲ ତହସିଲଦାର

ବଲାଙ୍ଗୀର ଅଫିସ, ୧୨।୭: ବଲାଙ୍ଗୀର ଜିଲା ଦେଓଗାଁ ତହସିଲର ଆଡିସନାଲ ତହସିଲଦାର ରାଜେନ୍ଦ୍ର ଚୈଧୁରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ...

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ...

ବଣବୁଦା ସଫେଇ ନଁ। ରେ ଗଛ କଟା

ଚମ୍ପୁଆ, ୭ା୧୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନରେ ବନ ବିଭାଗ ପକ୍ଷରୁ ବଣବୁଦା ସଫା ନାମରେ ଶାଳ ଆଦି ଗଛ କଟାଯାଉଥିବାରୁ ଏହାକୁ ଅଞ୍ଚଳବାସୀ ବିରୋଧ...

ଗଞ୍ଜାମରେ ୬୦ ଘଣ୍ଟା ଶଟ୍‌ଡାଉନ୍‌: ଲାଠିଧରି ବୁଲୁଛନ୍ତି ପ୍ରଶାସନିକ ଅଧିକାରୀ

ଛତ୍ରପୁର,୬।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟା ଶଟ୍‌ଡାଉନ୍‌ ଜାରି ରହିଛି। ଜିଲାରେ ଶୁକ୍ରବାର ସନ୍ଧ୍ୟା ୭ଟାରୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ...

Advertisement


Archives

Model This Week