Posted inଜାତୀୟ

ଆରଜେଡି ଛାଡିବେ ଲାଲୁଙ୍କ ସମୁଦି

ପାଟନା,୧୪।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ଚନ୍ଦ୍ରିକା ରାୟ ଦଳ ଛାଡିବେ ବୋଲି ଜଣାପଡିଛି। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ସେ ଦଳ ଛାଡିବା ନେଇ ସଙ୍କେତ ଦେଇଛନ୍ତି। ଆରଜେଡି ଛାଡି ସେ ନୀତିଶ କୁମାରଙ୍କ ଦଳ ଜେଡିୟୁରେ ଯୋଗ ଦେବେ ବୋଲି କୁହାଯାଉଛି। ନିକଟରେ ଗଣମାଧ୍ୟମକୁ ସୂଚନା ଦେଇ ନୀତିଶଙ୍କ କାର୍ଯ୍ୟଶୈଳୀ ତାଙ୍କୁ ପ୍ରଭାବିତ କରିଥିବା କଥା ଚନ୍ଦ୍ରିକା କହିଛନ୍ତି। ସୂଚନାଯୋଗ୍ୟ, ଚନ୍ଦ୍ରିକାଙ୍କ ଝିଅ ଐଶ୍ଚର୍ଯ୍ୟା ଲାଲୁଙ୍କ ବଡ ପୁଅ ତେଜପ୍ରତାପଙ୍କୁ ବିବାହ କରିଥିଲେ। କିନ୍ତୁ ଅଳ୍ପ ଦିନ ପରେ ଉଭୟଙ୍କ ବିବାହ ବିଚ୍ଛେଦ ଘଟିଥିଲା। ଏବେ କୋର୍ଟରେ ଛାଡପତ୍ର ମାମଲା ଚାଲିଛି। ଏହି ଘଟଣାକୁ ନେଇ ଉଭୟ ପରିବାର ମଧ୍ୟ ଦୂରତା ବଢିଯାଇଥିବାରୁ ଚନ୍ଦ୍ରିକା ଏଭଳି ନିଷ୍ପତ୍ତି ନେଇଥାଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଇମ୍ସ ସ୍କୋୟାର ବିଲ୍‌ବୋର୍ଡରେ ସୋନା

ନୂଆଦିଲ୍ଲୀ, ୨୧।୭: ଓଡ଼ିଶା ଜନ୍ମିତ ପ୍ରଚ୍ଛଦପଟ୍ଟ ଗାୟିକା ସୋନା ମହାପାତ୍ରଙ୍କୁ ବଡ଼ ସଫଳତା ମିଳିଛି। ଆମେରିକାର ନ୍ୟୁୟର୍କ ସହର ଟାଇମ୍ସ ସ୍କୋୟାର ବିଲ୍‌ବୋର୍ଡରେ ତାଙ୍କର ବିଶାଳ...

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା...

ଯୋଗୀଙ୍କ ମିଶନ ଶକ୍ତି ଯୋଜନା: ୨ ଦିନରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ, ୨୦ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମିଶନ ଶକ୍ତି ଯୋଜନାର ଲୋକାର୍ପଣ କରିବାର ୨ ଦିନ ମଧ୍ୟରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ...

ଦିଲ୍ଲୀରେ କରୋନା ନୁହେଁ ଅନ୍ୟ କାରଣରୁ ହୋଇଛି ୭୦ ପ୍ରତିଶତ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ,୨୪ ।୪: ରାଜଧାନୀ ଦିଲ୍ଲୀରେ ଅଧିକାଂଶ ମୃତ୍ୟୁ ପଛରେ କରୋନା ଏକ ସଂଯୋଗ ଥିଲା । ଡେଥ ଅଡିଟ କମିଟିର ଏକ ରିପୋର୍ଟ ଅନୁଯାୟୀ, ରାଜଧାନୀର...

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୨୨।୪:ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଶୁକ୍ରବାର ବହୁ ଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତିର ଡୋରଣ୍ଡା ଟ୍ରେଜେରୀ ମାମଲାରେ ଜାମିନ ମିଳିଛି। ଝାଡ଼ଖଣ୍ଡ ହାଇକୋର୍ଟ ଏହି ଜାମିନ...

ହୋଟେଲର ୬ ଲକ୍ଷ ବାକି ପୈଠ କରି ନାହାନ୍ତି ରାହୁଲ: ସିପିଆଇଏମ୍‌…

କୋଚି,୩୧।୫: କେରଳ ବିଧାନସଭା ନିର୍ବାଚନ ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କୋଲ୍ଲମ୍‌ଠାରେ ଏକ ହୋଟେଲରେ ରହିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ହୋଟେଲର ବାକି ଟଙ୍କା...

ଗ୍ୟାସ୍‌, କୋଇଲା ପାଇଁ ହେବ ଜରୁରୀ ଭଣ୍ଡାର

ଚେନ୍ନାଇ, ୨୨।୧୦:କୋଇଲା ଅଭାବକୁ ନେଇ ବିଦ୍ୟୁତ ସଙ୍କଟ ଆଶଙ୍କା ଦେଖାଦେଇଥିବାବେଳେ ଭବିଷ୍ୟତରେ ଏଭଳି ଯୋଗାଣ ସମସ୍ୟାର ସମାଧାନ ପାଇଁ ସରକାର ପ୍ରାକୃତିକ ଗ୍ୟାସ୍‌ ଓ ଆମଦାନି...

୩୦ରୁ ଅଧିକ ବର୍ଷ ଧରି ମୁସଲମାନ ପରିବାର ରାମଲୀଳାରେ ବିଭିନ୍ନ ଚରିତ୍ରରେ କରୁଛନ୍ତି ଅଭିନୟ

ଚଣ୍ଡିଗଡ଼,୭।୧୦: ଭାରତରେ ବିଭିନ୍ନତା ମଧ୍ୟରେ ରହିଛି ଏକତା। ଏହାର ଉଦାହରଣ ପାଲଟିଛି ହରିୟାଣା ଆଦମ୍‌ପୁରରେ ଥିବା ଗଣେଶ ରାମଲୀଳା। ଏହି ରାମଲୀଳା ଦଳରେ ଏକ ମୁସଲମାନ...

Advertisement
Archives

Model This Week