ଆରଡ଼ିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆରଡି,୨୫ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲାର ଆରଡି ପୀଠ ସମେତ ଏହାର ଆଖପାଖ ଅଞ୍ଚଳରେ ୬୦ ଘଣ୍ଟିିଆ ଶଟ୍‌ଡାଉନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛିା ଗୁରୁବାର ଆରଡି ଫାଣ୍ଡି ପୋଲିସ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ବିଭିନ୍ନ ଛକ ଜାଗା ଓ ଗାଁରେ ଶଟ୍‌ଡାଉନ ନିୟମକୁ ଲୋକମାନେ କେତେ ମାନୁଛନ୍ତି ତାହା ଉପରେ କଡ଼ା ନଜର ରଖିଛି । ଚାନ୍ଦବାଲି ଅତିରିକ୍ତ ତହସିଲଦାର ପ୍ରଶାନ୍ତ ମହାରଣା ସକାଳୁ ବିଭିନ୍ନ ସ୍ଥାନରେ ପହଞ୍ଚି ନିୟମକୁ ଅଧିକ କଡ଼ାକଡ଼ି କରିବା ଉପରେ ଗୁରୁତ୍ୱ ଦେଇଥିଲେ । ତେବେ କଁ।ଭଁ। କେହିକେହି ଘରୁ ପଦାକୁ ବାହାରୁଥିଲେ ମଧ୍ୟ ଅଧିକାଂଶ ଲୋକେ ଏହି ନିୟମ ମାନି ଘରେ ରହିଥିବା ଦେଖିବାକୁ ମିଳିଥିଲା। ଆରଡି ଅଞ୍ଚଳବାସୀ ଶଟଡାଉନ ନିୟମ ପାଳନ କରୁଥିବା ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋବି ଫସଲକୁ ନଷ୍ଟ କଲେ ଦୁର୍ବୃତ୍ତ: ମୁଣ୍ଡରେ ହାତ ଦେଇ ବସିଲେ ଚାଷୀ

କଣ୍ଟାପଡ଼ା,୧୨।୧୧(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ଗ୍ରାମରେ ଜଣେ ଚାଷୀଙ୍କ କୋବି ଫସଲକୁ ଦୁର୍ବୃତ୍ତ ନଷ୍ଟ କରିଦେଇଛନ୍ତି। ବାବାଜି ସାହୁ ନାମକ ଚାଷୀ...

ମାଛ ଧରିବା ବେଳେ ଅଗ୍ନିକାଣ୍ଡ ଘଟି ବୁଡିଗଲା ଟ୍ରଲର

ଚାନ୍ଦବାଲି, ୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ସମୁଦ୍ର ମଧ୍ୟରେ ହୁଇଲର ଦୀପ ନିକଟରେ ଏକ ଫିସିଙ୍ଗ ଟ୍ରଲରରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିବାରୁ ଟ୍ରଲରଟି ସମୁଦ୍ର...

ଗଞ୍ଜାମ ଜିଲାରେ ଟିଡି ଟିକାର ବ୍ୟବହାର ଆରମ୍ଭ : ୧ ଲକ୍ଷ ୭୭ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୩ା୬-ଗଞ୍ଜାମ ଜିଲାରେ ଟିଟାନାସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ (ଟିଡି) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍ପିଟାଲ୍‌ ପରିସରସ୍ଥ ପୋଷ୍ଟପାର୍ଟମ ଏବଂ ଟିକାକରଣ...

୩୫୦ ଶଯ୍ୟାର କୋଭିଡ୍‌ କେୟାର ସେଣ୍ଟର

ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍‌-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌...

କାମରେ ଲାଗୁନି ଏନଏସିର ଭେଣ୍ଡିଂ ଜୋନ୍‌

ଚମ୍ପୁଆ,୨୫ା୧(ଡି.ଏନ.ଏ)- ଚମ୍ପୁଆ ଏନଏସି ପକ୍ଷରୁ ସହର ସୌନ୍ଦର୍ଯ୍ୟକରଣ ଓ ଉଠା ବ୍ୟବସାୟୀଙ୍କୁ ଥଇଥାନ କରିବା ନିମନ୍ତେ ବର୍ଷେ ତଳେ ନିର୍ମାଣ କରାଯାଇଥିବା ଭେଣ୍ଡିଂ ଜୋନ୍‌ ଅଦ୍ୟାବଧି...

ପାର୍କିଂରେ ଥିବା ୫ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨୩ା୫(ଡି.ଏନ୍‌.ଏ.): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଟାଉନହଲ ପରିସର ପାର୍କିଂରେ ନିଆଁ ଲାଗି ଏଠାରେ ରଖାଯାଇଥିବା ୫ଟି କାର୍‌ ସମ୍ପୂର୍ଣ୍ଣ ଜଳିଯାଇଛି। ଅଧିକାଂଶ କାର୍‌...

‘ଭୀମ ଭୋଇଙ୍କ ଚରିତ୍ର ସଂହାରକୁ ବରଦାସ୍ତ କରାଯିବନି’

ଢେଙ୍କାନାଳ ଅଫିସ, ୨୩।୫ – ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ଏକ ପୁସ୍ତକକୁ ନେଇ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ତୀବ୍ର ପ୍ରତିକ୍ରିୟା...

କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୫।୫(ଡି.ଏନ୍‌.ଏ.): କେରଳରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବାଦପୁର ପଞ୍ଚାୟତ ଦେସାରି ଗ୍ରାମର ସୀମାଞ୍ଚଳ ନାଇକ(୨୮)।...

Advertisement
Archives

Model This Week