ଆରଡ଼ି ପୀଠରେ ଜଳଲାଗି କଲେ ହଜାର ହଜାର ଶ୍ରଦ୍ଧାଳୁ

ଆରଡ଼ି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିିରେ ଶେଷ ସୋମବାରରେ କାଉଡିଆମାନେ ଜଳଲାଗି କରିଛନ୍ତି । ଏହି ଉପଲକ୍ଷେ ପୀଠରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ରବିବାର ସନ୍ଧ୍ୟାରୁ ପୀଠର ବିଭିନ୍ନ ଗହଳି ସ୍ଥାନରେ ପୋଲିସ ମୁତୟନ କରାଯାଇଥିଲା । ଜିଲା ପ୍ରଶାସନଙ୍କ ତାଗିଦ୍‌ ସତ୍ତ୍ବେ ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ଖାମଖିଆଲି ନୀତି ଓ ବାରମ୍ବାର ବିଦ୍ୟୁତ କାଟ୍‌ ଯୋଗୁ ପୀଠ ତଥା ପୀଠ ନିକଟବର୍ତ୍ତୀ ଅଞ୍ଚଳ ଅନ୍ଧକାର ରହିଥିଲା। କୌଣସି କାରଣ ନ ଥାଇ ସୋମବାର ସକାଳ ୬ଟା ପୂର୍ବରୁ ବିଦ୍ୟୁତ୍‌କାଟ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷର କାରଣ ହୋଇଥିଲା। ତେବେ ଶେଷ ସୋମବାରରେ ପ୍ରାୟ ୧୦ ହଜାର ଶ୍ରଦ୍ଧାଳୁ ଜଳଲାଗି କରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri