ଆରଡିରେ ସ୍ବାଧୀନତା ଦିବସ

ଆରଡି,୧୫।୮(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଆରଡି ଅଞ୍ଚଳରେ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଫାଣ୍ଡି ଅଧିକାରୀ ବ୍ରଜ କିଶୋର ଦାସ, ଆର.ଆଇ ଦେବାଶିଷ ରାୟ, ଆଖଣ୍ଡଳମଣି ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପଣ୍ଡା, ବାବାମଣି ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଯୁଧିଷ୍ଠିର ଜେନା, ମଠଡିହ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବନିତା ପୃଷ୍ଟି ପ୍ରମୁଖ ନିଜ ନିଜ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବାପୁଜୀ ହାଇସ୍କୁଲରେ ସରୋଜ ନାୟକ, ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟରେ ବାବାଜୀ ଚରଣ ରାଉତ, ଓଳଗ ୟୁଥକ୍ଲବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କହ୍ନେଇ ଚରଣ ବିଳାସ, ସୁନ୍ଦରପୁର ପଞ୍ଚାୟତରେ ସରପଞ୍ଚ ଅରବିନ୍ଦ ପାଢୀ, ନାନ୍ଦପୁର ପଞ୍ଚାୟତରେ ସରଳା ବିଶ୍ୱାଳ, ଆରଡିରେ ଅରବିନ୍ଦ ପାଢୀ, ପାଳସାହିରେ ଅନସୂୟା ମିଶ୍ର ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ। ଏତତ ବ୍ୟତୀତ ସ୍ଥାନୀୟ ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ, ଯୁବକ ସଂଘ ଓ ବିଭିନ୍ନ ଦଳୀୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri