ଆରପାରିରେ ଅଭିନେତା ରତନ ଚୋପ୍ରା

ପୁଣି ଜଣେ ବଲିଉଡ୍‌ କଳାକାରଙ୍କ ପରଲୋକ ଘଟିଛି। ବଲିଉଡର ବରିଷ୍ଠ ଅଭିନେତା ରତନ ଚୋପ୍ରା ୭୦ ବର୍ଷ ବୟସରେ ସମସ୍ତଙ୍କୁ ଅଲବିଦା କହିଛନ୍ତି। ରତନ ବହୁଦିନ ଧରି କ୍ୟାନସରରେ ପୀଡିତ ଥିଲେ। କିନ୍ତୁ ଚିକିତ୍ସା ପାଇଁ ଅର୍ଥ ନ ଥିବାରୁ ସେ ବଲିଉଡ ଅଭିନେତା ଧର୍ମେନ୍ଦ୍ର, ଅକ୍ଷୟ କୁମାର ଓ ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଥିଲେ। ରତନ ଚୋପ୍ରାଙ୍କ ତାଙ୍କର ପ୍ରକୃତ ନାମ ଅବଦୁଲ ଜବ୍ବର ଖାନ। ସେ ସାରା ଜୀବନ ଅବିବାହିତ ଥିଲେ। ସେ ଅନିତା ନାମରେ ଜଣେ ଝିଅକୁ ପୋଷ୍ୟ କନ୍ୟା ଭାବରେ ଗ୍ରହଣ କରିଥିଲେ। ୧୯୭୨ରେ ହୋଇଥିବା ଫିଲ୍ମ ‘ମୋମ କି ଗୁଡିୟା’ ରତନ ଅଭିନୟ କରିଥିଲେ। ଏହି ଫିଲ୍ମରେ ତାଙ୍କ ବିପକ୍ଷରେ ନାୟିକା ସାଜିଥିଲେ ଅଭିନେତ୍ରୀ ତନୁଜା। କିନ୍ତୁ ଅଭିନୟରୁ ସେ ଦୂରେଇ ଶିକ୍ଷକତା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଡେନ୍ ରେ ଫିଲ୍ମ ପ୍ରମୋଶନ କରିବେ ରାଣୀ

ଭାରତ ଏବଂ ବାଲାଂଦେଶ ମଧ୍ୟରେ  ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍ କୋଲକାତାର ଇଡେନ୍ ଗାର୍ଡେନ ଷ୍ଚାଡିୟମରେ ଖେଳାଯାଉଛି ।ଏହି ମ୍ୟାଚକୁ ଦେଖିବାପାଇଁ ଷ୍ଟାଡିୟମରେ ଅନେକ ସେଲିବ୍ରିଟି...

ଆଉ ଏକାଠି ଫଟୋ ଉଠାଇବେନି ସାରା-କାର୍ତ୍ତିକ

ଆଜିକାଲି ସାରା ଅଲ୍ଲୀ ଖାନ୍‌ ଏବଂ କାର୍ତ୍ତିକ ଆର୍ଯ୍ୟନଙ୍କୁ ବିଭିନ୍ନ ସ୍ଥାନରେ ସାଙ୍ଗ ହୋଇ ବୁଲିବା ଦେଖିବାକୁ ମିଳୁଛି। ଦୁଇଜଣ ଫିଲ୍ମ ‘ଲଭ୍‌ ଆଜ୍‌ କଲ...

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର...

ପ୍ରିୟଙ୍କାଙ୍କୁ ମୁମ୍ବାଇ ପୋଲିସର ଚେତାବନୀ

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଓ ଅଭିନେତା ଫରହାନ ଅଖତରଙ୍କ ଫିଲ୍ମ ‘ଦ ସ୍କାଏ ଇଜ୍‌ ପିଙ୍କ’ର ଏକ ଦୃଶ୍ୟ ପାଇଁ ଏକ...

ସଲମାନ୍‌ଙ୍କ ଅଫରକୁ ନାଁ କରିଥିବା ଶ୍ରଦ୍ଧା ଅମିତାଭଙ୍କ ସହ କରିଥିଲେ ଡେବ୍ୟୁ

ବର୍ତ୍ତମାନ ସମୟରେ ବଲିଉଡ୍‌ର ଜଣେ ଆଗଧାଡିର ଅଭିନେତ୍ରୀ ହେଉଛନ୍ତି ଶ୍ରଦ୍ଧା କପୁର। ‘ହାଇଦର’, ‘ଆଶିକି-୨’, ‘ସ୍ତ୍ରୀ’ ପରି ସଫଳ ଫିଲ୍ମରେ ସୁନ୍ଦର ଅଭିନୟ ପାଇଁ ସେ...

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ...

ଏହି ଅଭିନେତାଙ୍କ ଜୀବନକୁ ନର୍କ କରିଦେଇଥିଲା ଡ୍ରଗ୍ସ ନିଶା; କିଏ ଯାଇଥିଲା ଜେଲ ତ କିଏ ମାଗିଥିଲା ଭିକ…

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ନିଶା ସେବନକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଥିଲା। ପରେ ଅନେକ ଅଭିନେତା ଏନ୍‌ସିଆର୍‌...

ଏକଦା ଅନ୍ୟ ଘରେ କାମ କରି ପେଟ ପୋଷୁଥିଲେ: ପରେ ହେଲେ ସୁପରଷ୍ଟାର, ଗିନିଜ୍‌ ବୁକ୍‌ରେ ପାଇଲେ ସ୍ଥାନ

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏମିତି ଅନେକ କଳାକାର ରହିଛନ୍ତି ଯେଉଁମାନେ କୌଣସି ନା କୌଣସି କାମକୁ ନେଇ ଅନ୍ୟଠାରୁ ଭିନ୍ନ। ଏମିତି ଜଣେ କଳାକାର ହେଲେ...

Advertisement
Seven Jackpot


Archives

Model This Week