ଆରମ୍ଭ ହେଲା ନବରାତ୍ରି: ଜାଣନ୍ତୁ ଏହି ଦିନଗୁଡ଼ିକରେ କ’ଣ ଖାଇବା ଉଚିତ; କେଉଁଟି ନୁହେଁ

ରବିବାରଠାରୁ ଆରମ୍ଭ ହୋଇଛି ନବରାତ୍ରି। ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଏହି ନବ ଦିନାତ୍ମକ ଯାତ୍ରା ଅବସରରେ ଭକ୍ତମାନେ ଉପବାସ କରିଥା’ନ୍ତି। ତେବେ ବ୍ରତ ରଖୁଥିବା ସମୟରେ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦିଅନ୍ତୁ। କାରଣ ଏଥିରେ ଅନେକ ବାରଣ ରହିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

– ଏହି ଦିନଗୁଡ଼ିକରେ ବିଭିନ୍ନ ଫଳ, ସାଗୁସାନା ଓ ଖିରି ଖାଇପାରିବେ।

– ମସଲା: ଏହି ଦିନରେ ବିଭିନ୍ନ ମସଲାଜାତୀୟ ଖାଦ୍ୟଠାରୁ ଦୂରେଇ ରହିବା ସହ କେବଳ ଲୁଣ, ଜୁଆଣି, ଗୋଲମରିଚକୁ ମସଲା ରୂପେ ବ୍ୟବହାର କରିପାରିବେ।

– ତେଲ: ଏହି ଅସୟରେ ରିଫାଇନ୍‌ ତେଲ ଖାଇବା ଉଚିତ ନୁହେଁ। ଏହା ବଦଳରେ ଆପଣ ଦେଶୀ ଘିଅ ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜ୍‌ମାରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର କରନ୍ତୁ ଏପରି…

ସଜନା ଛୁଇଁ ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରକୁ ରଖିଥାଏ ସୁସ୍ଥ। ସଜନା ଛୁଇଁରେ ପ୍ରଚୁର ମାତ୍ରାରେ ଭିଟାମିନ୍‌ ଏବଂ ପ୍ରୋଟିନ୍‌ ରହିଛି।...

ବର୍ଷାଦିନେ ଖାଆନ୍ତୁ ଏହି ୪ ଫଳ: ସଂକ୍ରମଣରୁ ମିଳିବ ମୁକ୍ତି

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ୟାଡୁସ୍ୟାଡୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି...

ପୋଟଳରେ ରହିଛି ଏହିସବୁ ଔଷଧୀୟ ଗୁଣ

୧. ପୋଟଳ ଖାଇଲେ ପେଟ ଦରଜ ଭଲ ହେବା ସହ ପାଣି ଜମିବା ସମସ୍ୟାରୁ ମୁକ୍ତି ମିଳିଥାଏ। ୨. ଏଥିରେ ମ୍ୟାଗ୍ନେସିୟମ, ଫସଫରସ୍‌ ଭଳି ପୋଷକତତ୍ତ୍ୱ...

ଦୁଇ ପ୍ରକାର ଭାକ୍ସିନ୍‌ ଡୋଜ୍‌ ନେଲେ ସ୍ବାସ୍ଥ୍ୟ ଉପରେ କିପରି ପଡ଼ିବ ପ୍ରଭାବ, ଏଭଳି ମତ ଦେଲେ ବୈଜ୍ଞାନିକ…

ଲଣ୍ଡନ/ନୂଆଦିଲ୍ଲୀ,୧୫।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଟିକା କରଣ ଅଭିଯାନ ଜାରି ରହିଛି। ତେବେ ବି କରୋନା...

ନଖର ରଙ୍ଗରୁ ବି ଜାଣିହେବ ଏସବୁ ସମସ୍ୟା…

ନଖର ରଙ୍ଗରୁ ଶରୀରରେ କେଉଁ ରୋଗ ହୋଇଛି ଅବା କେଉଁ ଅଙ୍ଗ ସ୍ବାଭାବିକ ଭାବେ କାର୍ଯ୍ୟ କରୁ ନାହିଁ ତାହା ସହଜରେ ଜଣାପଡ଼ିଥାଏ। ବିଭିନ୍ନ ରୋଗ...

ଗେଡା ଲୋକଙ୍କୁ ଡାଇବେଟିସ୍‌ ହେବା ଆଶଙ୍କା ଅଧିକ

ଡାଇବେଟିସ୍‌ ଏବେ ଚିକିତ୍ସକମାନଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟି ଯାଇଛି। କାରଣ ଭାରତରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ନିକଟରେ ରିସର୍ଚ୍ଚ ମେଡିକାଲ...

ଦିନରେ ୨ କପ୍‌ ଗ୍ରୀନ୍‌ ଟି’…

ସକାଳେ ଗ୍ରୀନ୍‌ ଟି’ ପିଇବା ଦ୍ୱାରା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଗତ ସମସ୍ୟା ଦୂର ହୋଇଥାଏ। ଏଥିରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ନିୟମିତ ଗ୍ରୀନ୍‌...

ଦିନେ ଯାତ୍ରା ଦେଖୁ ନ ଥିଲେ, ଏବେ ଯାତ୍ରା କଳାକାର

ଓଡ଼ିଆ ଯାତ୍ରା ଜଗତର ଜଣେ ଆଗଧାଡ଼ିର ଯୁବ କଳାକାର ହେଉଛନ୍ତି ଅରୁଣ କୁମାର ଲେଙ୍କା। ଲୋକପ୍ରିୟ ନାଟକ ‘ଗୁପ୍ତ ସମ୍ପର୍କ’ରେ ଜନଜାତି ଚରିତ୍ରରେ ଅଭିନୟ କରି...

Advertisement


Archives

Model This Week