ଆରମ୍ଭ ହେଲା ବନ୍ଧୁକ ଚାଳନା ପ୍ରତିଯୋଗିତା

ତାଳଚେର, ୮।୧୦(ନି.ପ୍ର.)-ତାଳଚେର ରାଇଫଲ କ୍ଲବ୍‌ ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ୫୫ତମ ବନ୍ଧୁକ ଚାଳନା ପ୍ରତିଯୋଗିତା। ବିଧାୟକ ବ୍ରଜକିଶୋର ପ୍ରଧାନ ଆନୁଷ୍ଠାନିକ ଭାବେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନୀ ଦିବସରେ ପଏଣ୍ଟ ୨୨ ବୋର୍‌ ରାଇଫଲ ଷ୍ଟାଣ୍ଡିଂ, ପ୍ରୋନ୍‌ (୫୦ମିଟର), ୧୭୭ ଏୟାର ରାଇଫଲ, ୧୭୭ ପିପ୍‌ସାଇଟ ଏୟାର ରାଇଫଲ ବିଭାଗରେ ପ୍ରତିଯୋଗିତା ହେବ। ଏଥିରେ ଭାଗ ନେବାକୁ ବିଭିନ୍ନ ଜିଲାର ପ୍ରତିଯୋଗୀ ଆସି ପହଞ୍ଚତ୍ଛନ୍ତି। ଏହି ପ୍ରତିଯୋଗିତା ୧୦ ତାରିଖ ଯାଏ ଚାଲିବ। ସମ୍ପାଦକ ପ୍ରବୀର ଚନ୍ଦ୍ର ଧୀରଦେବ, ଶରତ ଦେବ, ପ୍ରମୋଦ ସାହୁଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ରହି ଖେଳ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla –…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri