ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା : ୧୨୨ କେନ୍ଦ୍ରରେ ୨୭ ହଜାର ୬୧୬ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

କଟକ ଅଫିସ,୮।୭: ସୋମବାର ସକାଳ ୯ଟାରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଛି। ଏହା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୧୨୨ଟି କେନ୍ଦ୍ରରେ ମୋଟ ୨୭ ହଜାର ୬୧୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। କେନ୍ଦ୍ର ମଧ୍ୟରେ ମୋବାଇଲ ବ୍ୟବହାର ଉପରେ କଟକଣା ରହିଛି। ଆଜିଠୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ମଧ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ, ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଲୋକସେବା ଭବନରେ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କରୋନା ମୁକାବିଲା...

ଆଇଏଫ୍‌ଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ଭାରତୀୟ ବନ ସେବା(ଆଇଏଫ୍‌ଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।...

‘ଚିହ୍ନଟ ହେଉଥିବା ଆକ୍ରାନ୍ତ ପୂର୍ବପରି ଗୁରୁତର ହେଉ ନାହାନ୍ତି’

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ଦେଶରେ ଏବେ ସଂକ୍ରମଣ ବଢ଼ିଥିବା ବେଳେ ଆମ...

ପୋଖରୀପୁଟ ଅଞ୍ଚଳରେ କୁକୁର ଭୟ: ୧୬ ଘଣ୍ଟାରେ ୯ ଜଣଙ୍କୁ କାମୁଡ଼ିଲେ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟାରୁ ଶନିବାର ସକାଳ ଯାଏ ଲୋକ ଘରେ ତାଟି କବାଟ ପଡ଼ିଗଲା। ସ୍ଥିତି ଏପରି ହେଲା କି ଦୁଇଟି ଲେନ୍‌ରେ ଲୋକ...

ଜାତୀୟ ଉଦ୍ୟାନ ମ୍ୟାପ୍‌ରେ ଭିତରକନିକା ନାହିଁ

ଅସମାପିକା ସାହୁ ଭୁବନେଶ୍ୱର, ୨୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପିଲାଙ୍କୁ ଭୁଲ୍‌ ପାଠ ପଢ଼ାଉଛି। ସିବିଏସ୍‌ଇ ନିଜ ସ୍କୁଲଗୁଡ଼ିକରେ ଏନ୍‌ସିଇଆର୍‌ଟି ବହି ପଢ଼ାଇବାକୁ...

ବିଭିନ୍ନ ଦ୍ରବ୍ୟର ନକଲି କାରବାର

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ...

ଜବତ ହେଲା ଗଞ୍ଜେଇ ବେପାରୀଙ୍କ ୩ କୋଟି ସମ୍ପତ୍ତି

କଟକ ଅଫିସ,୫ା୧୦: ଗତ ଫେବୃୟାରୀ ୧ ତାରିଖରେ ଓଡ଼ିଶା ପୋଲିସ ୧୪ ଶହ କେଜି ଗଞ୍ଜେଇ ଜବତ କରିବା ସହ ୧୧ଜଣଙ୍କୁ ଗିରଫ କରିଥିଲା ।...

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ...

Advertisement
Archives

Model This Week