ଆରମ୍ଭ ହେଲା ରଥଟଣା: ଆଗରେ ବଡ଼ ଭାଇ ବଳଭଦ୍ର, ମଝିରେ ଦେବୀ ସୁଭଦ୍ରା; ଗହଳି ଲଗାଇ ଆସିବେ କଳାଠାକୁର

ପୁରୀ ଅଫିସ,୪।୭: ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଛି ରଥ ଟଣା। ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ ୨ଟା ୧୫ ମିନିଟ୍‌ରୁ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥକୁ ଭକ୍ତ ତଥା ଶ୍ରଦ୍ଧାଳୁମାନେ ଉତ୍ସାହର ସହ ଟାଣି ନେଉଥିବା ବେଳେ ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥ ପଛରେ ଆସୁଛନ୍ତି। ବଡ଼ଦାଣ୍ଡ ଭକ୍ତମୟ ତଥା ଏକାକାର ହୋଇଉଠିଛି।

ପ୍ରକାଶ ଥାଉ କି, ପ୍ରଥମେ ଧାଡ଼ି ପହଣ୍ଡି, ମଦନମୋହନ ବିଜେ, ଶଙ୍କରାଚାର୍ଯ୍ୟଙ୍କ ଦର୍ଶନ, ଛେରାପହଁରା ନୀତି ଅନୁଷ୍ଠିତ ହେବା ପରେ ଚାରମାଳ ଖୋଲାଯାଇ ଘୋଡ଼ା ସଂଯୋଗ କରାଯାଇଥିଲା। ଏହାପରେ ରଥଟଣା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ

ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ...

ଟିକା ଦେବାକୁ ନେଇ ଫେରାଇଲେ ମୃତଦେହ: ଶିଶୁ ବଦଳ ଅଭିଯୋଗରେ ପିଆର୍‌ଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୨।୫: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଶିଶୁ ପୁତ୍ର ବଦଳ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ମେଡିକାଲରେ ଉତ୍ତେଜନା ଦେଖାଦେଇଛି।...

ଆଧାର ଲିଙ୍କ୍‌ ଆଳରେ ୩.୫୪ ଲକ୍ଷ ଠକେଇ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ବ୍ୟାଙ୍କ ଆକାଉଣ୍ଟରେ ଆଧାର ଲିଙ୍କ୍‌ କରାଇ ଦେବାକୁ କହି ବରିଷ୍ଠ ନାଗରିକଙ୍କ ଆକାଉଣ୍ଟରୁ ୩ ଲକ୍ଷ ୫୪ ହଜାର ଟଙ୍କା ହଡପ କରାଯାଇଛି। ଏ...

ଏନ୍‌ଏଚ୍‌ଆର୍‌ସିରେ ମଡେଲ ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଇନ୍‌ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ରହୁଥିବା ମଡେଲର ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟାକୁ ୧୩ଦିନ ବିତିଛି। ପରିବାର ଲୋକଙ୍କ ଅଭିଯୋଗ ସତ୍ତ୍ୱେ ସୌମ୍ୟଙ୍କ ପ୍ରେମିକା ଓ...

କୋଭିଡ୍‌-୧୯ ନିର୍ଦ୍ଦେଶନାମାର ଖିଲାପ: ଭୋଜି କରୁଥିବାବେଳେ ୩ ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୬ା୪: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣକୁ ନେଇ ଦେଶରେ ଚିନ୍ତା ପ୍ରକଟ କରାଯାଉଥିବାବେଳେ ସାମାଜିକ ଦୂରତା ଓ ଜରୁରୀ ନ ଥିଲେ ଘରୁ ବାହାରନ୍ତୁ...

ଗଞ୍ଜାମ ଶିତଳାପଲିରେ କାର୍ଯ୍ୟକ୍ଷମ ହେଲା କୋଭିଡ-୧୯ ହସ୍ପିଟାଲ: ୨୦୦ ଶଯ୍ୟା,୧୫ ଆଇସିୟୁ ବେଡ୍‌

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡିକାଲ, ହସ୍ପିଟାଲକୁ ଟାଟା ଗ୍ରୁପ ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲ କରାଯାଇଛି।...

କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି

ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ।...

ମାସ୍କ ଲଗାଇ କରୋନାଠୁ ଦୂରେଇ ରହିବାକୁ ବାର୍ତ୍ତା ଦେଲା ରାଜ୍ୟ ଛାତ୍ର କଂଗ୍ରେସ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟବାସୀ ଚିନ୍ତାରେ ପଡ଼ିଯାଇଛନ୍ତି। ଏ ନେଇ ବିଭିନ୍ନ ସ୍ଥାନରେ ସଚେତନ କରାଯାଉଥିବା ବେଳେ ସୋମବାର ଛାତ୍ର କଂଗ୍ରେସ...

Advertisement
Archives

Model This Week