ଆରମ୍ଭ ହେଲା ଶ୍ରୀକ୍ଷେତ୍ରର ବିକାଶ କାର୍ଯ୍ୟ: ଉତ୍ତର ଦ୍ୱାର ପାର୍ଶ୍ୱ ଲକ୍ଷ୍ମୀବଜାର ଉଚ୍ଛେଦ

ପୁରୀ ଅଫିସ,୨୯ା୫: ପ୍ରାୟ ଅଢ଼େଇ ମାସ ପରେ ଶ୍ରୀକ୍ଷେତ୍ରର ବିକାଶ କାମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସକାଳୁ ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଛି ପ୍ରଶାସନ। ଶ୍ରୀମନ୍ଦିର ଉତ୍ତର ଦ୍ବାରପଟେ ଥିବା ଲକ୍ଷ୍ମୀବଜାରରେ ଉଚ୍ଛେଦ କରାଯାଉଛି। ଉପଜିଲାପାଳ ଭବତାରଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ କୋଠା ଭଙ୍ଗା ଯାଉଛି।
ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଉଚ୍ଛେଦ କାମ ଚାଲିଥିବା ବେଳେ ଲକ୍‌ଡାଉନ ଯୋଗୁ କାମ ବନ୍ଦ ରହିଥିଲା। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ବିକାଶ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ମମତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୫।୪(ବ୍ୟୁରୋ): ଜୟ ଶ୍ରୀରାମ ନାରାକୁ ଶୁଣି ଚିହିଁକି ଉଠୁଥିବା ମମତା ଦିଦି ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ବୋଲି ରବିବାର ପଶ୍ଚିମବଙ୍ଗର କମାରହାଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳୀୟ...

ମାନସିକ ନିର୍ଯାତନାର ଶିକାର ନର୍ସଙ୍କ ଜୀବନଗଲା, ସାଧାରଣରେ ଉତ୍ତେଜନା

ପାରାଦୀପ,୧୩ା୩(ସ୍ବ.ପ୍ର.): ପାରାଦୀପ ପୋର୍ଟ ହସ୍ପିଟାଲରେ ଗତବର୍ଷ ଅଗଷ୍ଟ ୯ରୁ ଘଟିଥିବା ଅସଦାଚରଣ ଘଟଣାର ଦୁଃଖଦ ଖବର ମିଳିଛି। ନିର୍ଯାତନାର ଶିକାର ନର୍ସଙ୍କ ମଧ୍ୟରୁ ରବିବାର ପ୍ରତ୍ୟୁଷରୁ...

ବଢ଼ୁଛି ତାପମାତ୍ରା

ଭୁବନେଶ୍ୱର, ୧।୩(ବ୍ୟୁରୋ): କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ଉପରମୁହାଁ ରହିଥିବାବେଳେ ଖରା ତାତି ଅସମ୍ଭାଳ ହୋଇଛି। ୩ଦିନ ଧରି ଭୁବନେଶ୍ୱର...

ଜଙ୍ଗଲ ଜମି ଅଧିକାର କର୍ମଶାଳା

ଆସିକା,୨୦ା୧୦(ଡି.ଏନ୍‌.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ...

ପରଲୋକରେ ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକ

କେସିଙ୍ଗା,୨୪।୭(ଡି.ଏନ୍‌.ଏ.): କଳାହାଣ୍ଡିର ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ତେବେ ପୁରୀ ସ୍ବର୍ଗଦ୍ୱାରରେ...

ଟ୍ରକ ଧକ୍କାରେ ଭାଙ୍ଗିଲା ବିଶ୍ରାମାଗାର

ଛେଣ୍ଡିପଦା,୧୨ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆପଡ଼ାଠାରେ ଏକ ଟ୍ରକ ଧକ୍କାରେ ବିଶ୍ରାମାଗାର ଭାଙ୍ଗିଯାଇଛି। ଏଥିରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି । ପୋଲିସ ସୂତ୍ରରୁ...

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା...

ଚିନିକଳ ପୁନଃ ଚାଲୁ ଦାବିରେ ନୟାଗଡ଼ରେ ବନ୍ଦ ପାଳନ

ନୟାଗଡ଼ ଅଫିସ,୬।୩: ଚିନିକଳ ପୁନଃ ଚାଲୁ ଦାବିରେ ଶୁକ୍ରବାର ନୟାଗଡ଼ରେ ବନ୍ଦ ପାଳନ ହୋଇଛି । ଆନ୍ଦୋଳନକାରୀମାନେ ଖୋର୍ଦ୍ଧା – ବଲାଙ୍ଗୀର ରେଳପଥର ନୟାଗଡ଼ ଟାଉନ...

Advertisement
Archives

Model This Week