ଆରମ୍ଭ ହେଲା ସିନ୍ଦୁର ଖେଳ

କୋଲକତା,୫।୧୦: ବିଜୟା ଦଶମୀ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୁଏ ସିନ୍ଦୁର ଖେଳ। ଏଥିରେ ବିବାହିତ ମହିଳାମାନେ ମା’ ଦୁର୍ଗାଙ୍କୁ ସିନ୍ଦୁର ଲଗାଇବା ପରେ ସେହି ସିନ୍ଦୁରକୁ ଅନ୍ୟ ମହିଳାଙ୍କ ମଥାରେ ଲଗାଇ ସିନ୍ଦୁର ଖେଳି ଥାଆନ୍ତି। ଏହି ସିନ୍ଦୁର ଖେଳ ଖେଳିଲେ ଅଖଣ୍ଡ ସୌଭାଗ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ପ୍ରାୟ ୪୫୦ ବର୍ଷ ପୂର୍ବେ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ଏହି ପରମ୍ପରା ଆରମ୍ଭ ହୋଇଥିବା ଶୁଣିବାକୁ ମିଳେ। ଆହୁରି ମଧ୍ୟ କୁହାଯାଏ ଦଶହରା ଅବସରରେ ମା’ଦୁର୍ଗା ତାଙ୍କ ମାତାପିତାଙ୍କ ଘରକୁ ଯାଇଥିବା ବେଳେ ତାଙ୍କୁ ସିନ୍ଦୁର ଖେଳ ମାଧ୍ୟମରେ ବିଦାୟ ଦିଆଯାଇଥିଲା। ତେଣୁ ଦଶହରା ଅବସରରେ ସବୁ ସଧବା ନାରୀ ମା’ଙ୍କ ମଥା ଓ ପାଦରେ ସିନ୍ଦୁର ଲଗାଇବା ପରେ ସୌଭାଗ୍ୟ ପ୍ରାପ୍ତି ପାଇଁ ସିନ୍ଦୁର ଖେଳିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମନ୍ତ୍ରୀଙ୍କ ସମେତ ଏକ ତୃତୀୟାଂଶ ବିଧାୟକଙ୍କ ଟିକଟ କଟିବା ଆଶଙ୍କା, ରଣନୀତି ପ୍ରସ୍ତୁତ କଲା ଭାଜପା…

ଶିମ୍‌ଲା, ୨।୫ : ଗତ ଚାରିମାସ ମଧ୍ୟରେ ଦୁଇଟି ଆଭ୍ୟନ୍ତରୀଣ ସର୍ଭେର ଫଳାଫଳକୁ ନେଇ ହିମାଚଳ ପ୍ରଦେଶରେ ଭାଜପା ପକ୍ଷରୁ ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ...

ହନୁମାନ ଚାଳିଶା ବିବାଦକୁ ନେଇ ମୁହଁ ଖୋଲିଲେ ଉଦ୍ଧବ ଠାକରେ: କହିଲେ ଚଳିବ ନାହିଁ ଦାଦାଗିରି

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରଥମ ଥର ପାଇଁ ହନୁମାନ ଚଲିଶା ବିବାଦ ଉପରେ ମୁହଁ ଖୋଲିଛନ୍ତି। ଏଥିସହ...

ଖୁସି ଖବର: ସ୍କୁଲ ପିଲାଙ୍କୁ ଏବେ ମିଳିବ ବ୍ରେକ୍‌ଫାଷ୍ଟ୍‌

ନୂଆଦିଲ୍ଲୀ, ୩।୮: ସରକାରୀ ସ୍କୁଲର ଛୋଟ ପିଲାଙ୍କ ଖୁସି ଖବର। କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୟନ କରାଯାଇଥିବା ନୂଆ ଶିକ୍ଷା ନୀତିରେ ସ୍କୁଲ ପିଲାଙ୍କ ପାଇଁ...

ପେନ୍‌ ଡ୍ରାଇଭ୍‌ରୁ ପର୍ଦ୍ଦାଫାଶ ହେବ ସ୍ବାମୀ ଚିନ୍ମୟାନନ୍ଦଙ୍କ କଳା କାରନାମା

ନୂଆଦିଲ୍ଲୀ, ୧୧।୯:ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ରାଜ୍ୟମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ମୁଣ୍ଡବିନ୍ଧା ଆହୁରି ବଢିଛି। ତାଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆସିବା...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୮୮ ଜଣ ନୂଆ...

୧୨ ବର୍ଷ ପୂର୍ବରୁ ଅପହରଣ ଓ ହତ୍ୟାର ଶିକାର ହୋଇଥିବା ଯୁବତୀ ଜୀବନ୍ତ ଫେରିଲେ!

ଜାଲୌନ,୧୭ ।୯: ଉତ୍ତର ପ୍ରଦେଶର ଜାଲୌନରେ ୧୨ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିବା ଖବର ଆସିଥିଲା ଚର୍ଚ୍ଚାକୁ । ଏବେ...

ବଢୁଛି ଆର୍ଯ୍ୟନଙ୍କ ସମସ୍ୟା: ସୋମବାର ପୂର୍ବରୁ ହେବନାହିଁ ଜାମିନ ଶୁଣାଣି

ମୁମ୍ବାଇ,୯ ।୧୦: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ସମସ୍ୟା କମ୍ ହେବାର ନାଁ ନେଉନି । ଶନିବାର-ରବିବାର କୋର୍ଟ ବନ୍ଦ ରହୁଥିବାରୁ ତାଙ୍କ...

ଆଧାର ସଂଶୋଧନ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩ା୬: ଆସନ୍ତା ୧୭ରୁ ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ସେଥିରେ ଆଧାର ଏବଂ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଗତ କରାଯିବ। ପ୍ରଧାନମନ୍ତ୍ରୀ...

Advertisement
Archives

Model This Week