ଆରମ୍ଭ ହେଲା ‘ହାଓଡି ମୋଦି’ କାର୍ଯ୍ୟକ୍ରମ: କିଛି ସମୟ ପରେ ଯୋଗଦେବେ ମୋଦି-ଟ୍ରମ୍ପ୍‌

ହ୍ୟୁଷ୍ଟନ୍‌,୨୨।୯: ଆମେରିକାର ହ୍ୟୁଷ୍ଟନରେ ବହୁ ପ୍ରତୀକ୍ଷିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ହ୍ୟୁଷ୍ଟନର ଏଆରଜି ଷ୍ଚାଡିୟମ କମ୍ପୁଛି। ଶିଖ୍‌ଙ୍କ ପବିତ୍ର ଗୁରୁବାଣୀ ପ୍ରର୍ଥନା ସହ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କିଛି ସମୟ ଭିତରେ ଯୋଗଦେବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ୍‌ଟ୍ରମ୍ପ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ୫୦ ହଜାର ଲୋକଙ୍କୁ ଉଦବୋଧନ ଦେବେ ମୋଦି- ଟ୍ରମ୍ପ୍‌ । କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଟ୍ରମ୍ପ୍‌ ଟୁଇଟ କରି କହିଛନ୍ତି, ମୋ ବନ୍ଧୁ ମୋଦିଙ୍କ ସହ ଆଜିର ଦିନ ଐତିହାସିକ ରହିବ। ଏହି କାର୍ଯ୍ୟକ୍ରମ ୩ ଘଣ୍ଟା ଧରି ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଫାଲ ବିମାନକୁ ଖରାପ ନଜରରୁ ରକ୍ଷା କରିବ ଲେମ୍ବୁ

ପ୍ୟାରିସ,୯।୧୦: ମଙ୍ଗଳବାରଠାରୁ ବିଧିବଦ୍ଧ ଭାବେ ଭାରତୀୟ ବାୟୁସେନାରେ ସାମିଲ ହୋଇଛି ରାଫାଲ। ଫ୍ରାନ୍ସ ଗସ୍ତରେ ଏହି ଡିଲ୍‌ର ପ୍ରଥମ ଯୁଦ୍ଧ ବିମାନ ଗ୍ରହଣ କରିଛନ୍ତି ପ୍ରତିରକ୍ଷା...

କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ଲାଗି ଉଦ୍ୟମ ଜାରି ରଖିଛନ୍ତି ୮୦ ଦେଶର ୧୦୨ ସ୍ବାସ୍ଥ୍ୟ ସଂସ୍ଥା

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଇତିମଧ୍ୟରେ କରୋନା...

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା...

କରୋନାରେ ପୀଡ଼ିତ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌

ଲଣ୍ଡନ,୨୭।୩: କରୋନା ଭାଇରସ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ହୋଇଯାଇଥିବା ବେଳେ ଏବେ ଏହା ଧନୀ ଗରିବ ସମସ୍ତଙ୍କୁ ତା’ କବଳକୁ ନେଇ ସାରିଲାଣି।...

ସାମ୍ନାକୁ ଆସିଲା ଦୁର୍ଘଟଣାଗ୍ରସ୍ତ ୟୁକ୍ରେନ୍‌ ବିମାନର ଭିଡିଓ

କିଏଭ୍‌,୧୦।୧: ଇରାନର ରାଜଧାନୀ ତେହେରାନ ବିମାନ ବନ୍ଦର ନିକଟରେ ବୁଧବାର ୟୁକ୍ରେନର ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏବେ ଏହି ଦୁର୍ଘଟଣାର ଏକ ଭିଡିଓ...

ପରିବେଶ ପୁରସ୍କାରକୁ ଗ୍ରେଟାଙ୍କ ନା

ଷ୍ଟକ୍‌ହୋମ୍‌ : ବିଶ୍ୱକୁ ଜଳବାୟୁ ପରିବର୍ତ୍ତନର ବିଷ ବଳୟ ମଧ୍ୟରୁ ମୁକାଳିବା ସହ ଏହାର ପ୍ରଭାବ ହ୍ରାସ ଲାଗି ବିଶ୍ୱ ସମୁଦାୟ ଉପରେ ଚାପ ପକାଇଥିବା...

ଗର୍ଭବତୀଙ୍କୁ ଭିଜା ପ୍ରଦାନରେ ଆମେରିକାର କଟକଣା

ଓ୍ବାଶିଂଟନ,୨୪ା୧:‘ପ୍ରଜନନ ପର୍ଯ୍ୟଟନ’ ଉପରେ କଟକଣା ଲଗାଇବାକୁ ଯାଉଛନ୍ତି ଆମେରିକା ସରକାର। ଅନେକ ମହିଳା ପିଲା ଜନ୍ମ କରିବାକୁ ଆମେରିକା ଆସୁଛନ୍ତି, ଯେପରି ସେମାନଙ୍କ ପିଲା ସେଠାର...

ନ୍ୟୁୟର୍କରୁ ଆସିଲା ଖୁସି ଖବର: କମିଲା କରୋନା ସଂକ୍ରମଣ

ନ୍ୟୁୟର୍କ,୨୯।୬: କରୋନା ଭାଇରସ ସଂକ୍ରମଣ ଯୋଗୁ ଅଣନିଶ୍ୱାସି ହୋଇ ପଡିଥିବା ଆମେରିକା ଏବେ ଧୀରେ ଧୀରେ ନିଶ୍ୱାସ ମାରିବାକୁ ପ୍ରସ୍ତୁତ ହେଉଛି। ଆମେରିକାର ନ୍ୟୁୟର୍କ ସହର...

Coronavirus Update


Archives

Model This Week

Why Dharitri